-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ମଝିପଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ଉତ୍ସବ ପାଳନ

01-Apr-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସରକାରୀ ଉଚ୍ଚ ବିଦ୍ୟାଳୟ ମଝିପଡ଼ା ଠାରେ ବାର୍ଷିକ ଉତ୍ସବ ପାଳନ କରଯାଇଛି l ମୁଖ୍ୟ ଅତିଥି ଭାବରେ ସୋନପୁର ସହ ଗୋଷ୍ଠୀ ଶିକ୍ଷାଧିକାରୀ  ଶ୍ରୀ ଫକୀର ଚରଣ ଭୋଇ ଯୋଗ ଦେଇ ଏହି ଉତ୍ସବ କୁ ଉଦଘାଟନ କରି  ଧର୍ଯ୍ୟ ସମୟ ଉପଯୋଗ ଓ କଠିନ ପରିଶ୍ରମ ହିଁ ସଫଳତା ର ଚାବି କାଠି ବୋଲି ମତ ରଖି ଥିଲେ l ମୁଖ୍ୟ ବକ୍ତା ଭାବରେ  ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ  ଶ୍ରୀ ବୁଦ୍ଧଦେବ ସା ଯୋଗ ଦେଇ  ସମାଜ ରେ ବଡ଼ ମଣିଷ ଓ ପ୍ରତିଷ୍ଠିତ ବ୍ୟକ୍ତି ହେବାକୁ ସମସ୍ତେ ଚାହାଁନ୍ତି, ସ୍ବପ୍ନ ଦେଖନ୍ତି କିନ୍ତୁ ଆମେ ଏଭଳି ଲକ୍ଷ୍ୟ ର ସ୍ବପ୍ନ ଦେଖିବା ଯେଉଁ ସ୍ଵପ୍ନ କି  ରାତି ଦିନ ଶୁଆଇ ଦିଏନି l ତାହେଲେ ଯାଇ ଆମେ ପ୍ରକୃତ ଲକ୍ଷ୍ୟ ସ୍ଥଳ ରେ ପହଞ୍ଚିବା ବୋଲି କହିଥିଲେ l  ସମ୍ମାନୀତ ଅତିଥି ଭାବେ ପୁରାତନ ଛାତ୍ର ତଥା ମହାରାଜା ହାଇସ୍କୁଲ୍ ର ପ୍ରଧାନ ଶିକ୍ଷକ ଆଶିଷ କୁମାର ରଥ ଯୋଗ ଦେଇ ୭୨ ବର୍ଷ ର ସର୍ବ ପୁରାତନ ସ୍କୁଲ୍ ର  ପ୍ରତ୍ୟେକ କାର୍ଯ୍ଯ କଳାପ କୁ  ସୋସିଆଲ ମିଡ଼ିଆ ରେ ବହୁଳ ପ୍ରଚାର ପ୍ରସାର କରିବାକୁ  ପରାମର୍ଶ କରିଥିଲେ l ଅନ୍ୟତମ ଅତିଥି ଭାବରେ କାଉନସିଲର କଇରୁ ସ୍ବାଇଁ, ବରିଷ୍ଠ ସାମ୍ୱାଦିକ ମନୋରଞ୍ଜନ ତ୍ରୀପାଠୀ, ପରିଚାଳନା କମିଟି ସଦସ୍ୟ ୟାସିନ ମହମ୍ମଦ ,  ରଞ୍ଜିତ ସାହୁ, ସ୍କୁଲ୍ ପରିଚାଳନା କମିଟି ସଭାପତି ଶ୍ରୀମତୀ ସଂଯୁକ୍ତା ନାଏକ, ମଝିପଡ଼ା ଉପ୍ରl ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ମିନାକ୍ଷୀ ନାୟକ ଯୋଗ ଦେଇ ଛାତ୍ର ଛାତ୍ରୀ ଙ୍କୁ ଉତ୍ସାହିତ କରି ପୁରସ୍କୃତ କରିଥିଲେ l ବରିଷ୍ଠ ଶିକ୍ଷକ ବ୍ରତା ନନ୍ଦ ଭୋଇ ସଭା ସଂଯୋଜନା କରିଥିବା ବେଳେ ଶିକ୍ଷୟତ୍ରୀ ସୁଜାତା ମିଶ୍ର ଧନ୍ୟବାଦ୍ ଅର୍ପଣ କରିଥିଲେ l ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉତ୍ସବ ରେ ସହଯୋଗ  କରିଥିଲେ l ଛାତ୍ର ଛାତ୍ରୀ ଙ୍କ ଦ୍ବାରା ରଙ୍ଗା ରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like