-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||     

HOME   ଜିଲ୍ଲା

ଗଣିଆ ବ୍ଳକ ରେ ବିଶ୍ୱ ମହାମାରୀ କରୋନା ଟୀକାକରଣ ର ଶୁଭାରମ୍ଭ

18-Jan-2021



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା) : ବିଶ୍ୱରେ ଦୀର୍ଘ ଦଶ ମାସ ଧରି ତାଣ୍ଡବ ରଚାଇଚାଲିଛି କରୋନା ମହାମାରୀ | ଓଡିଶା ରେ କରୋନା ଟୀକାକରଣ ଆରମ୍ଭ ହୋଇଥିଲେ ମଧ୍ୟ ଏବେବି ସୁଦ୍ଧା ଜନସାଧାରଣ ଙ୍କ ମନରେ ଭୟ ଅଛି କି କରୋନା ପୀଡ଼ିତ ହୋଇ  ମୃତ୍ୟୁ କୁ ଆଲିଙ୍ଗନ କରିବାକୁ | କିନ୍ତୁ କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ପ୍ରଚେଷ୍ଟା ବଳବତ୍ତର ରହିଛି କେମିତି ଆମେ ଆମ ଦେଶ ତଥା ରାଜ୍ୟ ଏବଂ ଆମ ଅଞ୍ଚଳରେ ଟୀକାକରଣ ଦ୍ୱାରା ହରାଇପାରିବା ବିଶ୍ୱମହାମାରୀ କରୋନା ରୋଗକୁ | ଇତ୍ୟାବଶର ରେ ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକ ର ଗଣିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ କରୋନା ଟୀକାକରଣ ର ଶୁଭାରମ୍ଭ ହୋଇଛି | ମହା ମୃତ୍ୟୁଞ୍ଜୟ ଭଗବାନ ମହାଦେବ ଙ୍କ ବାର ଭାବେ ଜଣାଶୁଣା ସୋମବାର ଦିନ ରେ ଗଣିଆ ଅଞ୍ଚଳରେ ବିଶ୍ୱମହାମାରୀ ର ଟୀକାକରଣ ଶୁଭାରମ୍ଭ ହୋଇଥିବାରୁ ବୁଦ୍ଧିଜୀବୀ ମହଲ ରେ ଚର୍ଚ୍ଚା ହେଉଛି ଯେ ଆମ ଗଣିଆ ଅଞ୍ଚଳରେ ଦୀର୍ଘ ଏକମାସ ହେଲା କରୋନା ପୋଜେଟୀଭି ନଥିବା ଏବଂ ଆମ ଅଂଚଳରେ ଏହାର ପ୍ରତିଷେଧକ ପଂହଁଚିବା ସ୍ୱୟଂ ଭୋଳେଶ୍ୱର ଆର୍ଶୀବାଦ | ପ୍ରକାଶଥାଉକି ଗଣିଆ ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ର ରେ କୋଭିଡ ୧୯ ଟୀକାକରଣ ର ଶୁଭାରମ୍ଭ କାର୍ଯ୍ୟକ୍ରମ ରେ ବ୍ଲକ ଉନ୍ନୟନ ଅଧିକାରୀ ସିରିଆଲ ଶୁଭ୍ର ପଟେଲ, ସ୍ୱାସ୍ଥ୍ୟ ଅଧିକାରୀ ମଧୁସୂଦନ ଦାଶ, ପିପିଏମ, ସମସ୍ତ ଅଙ୍ଗନବାଡି କର୍ମୀ, ସ୍ୱାସ୍ଥ୍ୟ କର୍ମୀ ପ୍ରମୁଖ ଉପସ୍ଥିତ ଥିଲେ | ଗଣିଆ ଥାନା କର୍ମଚାରୀ ଏବଂ ସାମ୍ବାଦିକ ମାନଙ୍କ ସହଯୋଗ ରେ ଟୀକାକରଣ କାର୍ଯ୍ୟକ୍ରମ ସୁଚାରୁରୂପେ ସମ୍ପାଦନ ହୋଇଯାଇଛି | ପ୍ରଥମ ଟୀକାକରଣ  ଗଣିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ର ସଫେଇ କର୍ମଚାରୀ ଙ୍କ ଶୁଭାରମ୍ଭ ହୋଇ ଥିବା ବେଳେ ପ୍ରଥମ ଦିନରେ ଏକଶହ ଟୀକା ଦିଆଯାଇଛି ବୋଲି ଗଣିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଶ୍ରୀଯୁକ୍ତ ମଧୁସୂଦନ ଦାଶ ସୂଚନା ଦେଇଛନ୍ତି | ଦ୍ୱିତୀୟ ପର୍ଯ୍ୟାୟ ଟୀକାକରଣ ଆସନ୍ତା ଏକୋଇଶି ତାରିଖ ରେ ହେବାର ଥିବା ବେଳେ ପ୍ରାୟ ନବେ ଜଣ ଏହାର ଉପକୃତ ଲାଭ କରିବେ ବୋଲି ବିଶେଷ ସୂତ୍ରରୁ ଜଣା ପଡିଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026

You Might Also Like