-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ବରଗଡ଼ ସୂଚନା ଓ ଲୋକସଂପର୍କ ଅଧିକାରୀଙ୍କ ମତିଭ୍ରମ

01-Apr-2025



ବରଗଡ଼:(ପ୍ରେରଣା)-ବରଗଡ଼ ଜିଲ୍ଲାରେ କାର୍ଯ୍ୟରତ ସୂଚନା ଓ ଲୋକସମ୍ପର୍କ ବିଭାଗର ପାଗଳାମି ଏବେ ପଦାରେ ପଡିଯାଇଛି। ବରଗଡ଼ ଜିଲ୍ଲାରେ କେତେଜଣ ସାମ୍ବାଦିକ କେଉଁ କେଉଁ କାଗଜରେ କାମ କରୁଛନ୍ତି ତାହା ସମ୍ପୂର୍ଣ୍ଣ ଋପେ ମହାଶୟଙ୍କୁ ଜଣାନାହିଁ।ଯାହା ବର୍ତ୍ତମାନ ଧରାପଡିଯାଇଛି। ଅଧିକାଂଶ ସାମ୍ବାଦିକ ମାନଙ୍କୁ ଏଇ ଲିଷ୍ଟରେ ବାଦ ଦେଇ ରାଜ୍ୟ ସରକାରଙ୍କ ପାଖକୁ ପୁରୁଣା ଲିଷ୍ଟ ପଠାଇବା ବହୁ ଦୁଃଖର ବିଷୟ ଅଟେ। ରାଜ୍ୟ ସରକାରଙ୍କୁ ମତିଭ୍ରମ କରିବାରେ ବେଶ ଓସ୍ତାଜ ସାଜିଥିବା ଲୋକ ସମ୍ପର୍କ ବିଭାଗର ଅଫିସର ପ୍ରହଲ୍ଲାଦ ଖୋସଲାଙ୍କ ଏଭଳି କାର୍ଯ୍ୟକୁ ଓଡ଼ିଶାରେ ପ୍ରକାଶ ପାଇଁ ଆସୁଥିବା ତୈଭାଷିକ ବିଶ୍ୱବାଣୀର ବରଗଡ଼ ଜିଲ୍ଲା ପ୍ରତିନିଧି ଶ୍ରୀଯୁକ୍ତ ନିରଞ୍ଜନ ତ୍ରିପାଠୀ ଦୃଢ଼ ନିନ୍ଦା କରିବା ସଙ୍ଗେ ସଙ୍ଗେ ଏଭଳି ପାଗଳାମି ଅଫିସରଙ୍କ ପ୍ରତି ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଓଡ଼ିଶା ମାନ୍ୟବର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କୁ ଦାବି କରନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା