-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||     

HOME   ଜିଲ୍ଲା

ଫୁଲମୁଠି ସରକାରୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

09-Apr-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଲକ ଅନ୍ତର୍ଗତ ଫୁଲମୁଠି ସରକାରୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି।ପ୍ରଧାନ ଶିକ୍ଷକ ରାମଚନ୍ଦ୍ର ପୂଜାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ଶିକ୍ଷା ଅଧିକାରୀ ସସ୍ମିତା ପଟ୍ଟନାୟକ,ମୁଖ୍ୟବକ୍ତା ଅବସରପ୍ରାପ୍ତ ଶିକ୍ଷକ ପ୍ରସନ୍ନ ରଥ,ସମ୍ମାନିତ ଅତିଥି ମା ମାହେଶ୍ୱରୀ ସ୍କୁଲର ପ୍ରଧାନ ଶିକ୍ଷକ ନିତେଇ ପୁଝାରୀ,ସୁବର୍ଣ୍ଣପୁର ଜିଲ୍ଲା ସିଆରସିସି ସଂଘ ସଭାପତି ଜୟନାରାୟଣ ପୁଝାରୀ,ସାମ୍ବାଦିକ ହିମାଂଶୁ ଶେଖର ପୁଟେଲ,ସ୍କୁଲ ପରିଚାଳନା କମିଟି ସଭାପତି ବୃନ୍ଦାବନ ଦାଶ ପ୍ରମୁଖ ଯୋଗଦେଇ ପୂର୍ବର ଶିକ୍ଷା ବ୍ୟବସ୍ଥାରେ ସରକାର ପରିବର୍ତନ ଆଣି ବର୍ତ୍ତମାନ ଛାତ୍ରଛାତ୍ରୀଙ୍କ ପାଇଁ ଆନନ୍ଦମୟ ଶିକ୍ଷା ଦିଗରେ ଗୁରୁତ୍ତ୍ଵ ଦେଇଛନ୍ତି ।ତେଣୁ ଅଧ୍ୟୟନ କରୁଥିବା ସମସ୍ତ ଛାତ୍ରଛାତ୍ରୀ ଏହାର ଫାଇଦା ନେବା ସହିତ ଅଧିକରୁ ଅଧିକ ଶିଶୁ ଯେପରି ସ୍କୁଲ ମୁହାଁ ହେବେ ସେଥିପ୍ରତି ଅଭିଭାବକ/ଅଭିଭାବିକା ଦୃଷ୍ଟି ଦେବା ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ ।ଏହି ଅବସରରେ ଖେଳକୁଦ,ନାଚ,ଗୀତ,ଗଳ୍ପ,ସୃଜନ ଶିଲତା,ଚିତ୍ରାଙ୍କନ ଆଦି କ୍ଷେତ୍ରରେ ଅନୁଷ୍ଠିତ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ୮୧ଜଣଙ୍କୁ ଅତିଥି ମାନେ ମାନପତ୍ର ଦେଇ ସମ୍ମାନିତ କରିଥିଲେ ।କାର୍ଯ୍ୟକ୍ରମରେ ଶିକ୍ଷୟତ୍ରୀ ରାତ୍ର ହାତଖୁଜିଆ ବାର୍ଷିକ ବିବରଣୀ ପଠନ କରିଥିବା ବେଳେ ଶେଷରେ କନିଷ୍ଠ ଶିକ୍ଷୟତ୍ରୀ ପ୍ରଶାନ୍ତି ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ।ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026

You Might Also Like