-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||     

HOME   ଜିଲ୍ଲା

"ଶବକୁ ସମ୍ମାନ" ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ପ୍ରଥମ ଲକ୍ଷ୍ୟ

10-Apr-2025



ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଉପରବାହାଲ ଅଞ୍ଚଳରେ ଜଣେ ଅଜଣା ବୃଦ୍ଧା ଅସହାୟ ହୋଇ ଭିକ୍ଷାବୃତ୍ତି କରି ପେଟ ପୋଷୁ ଥିଲେ। କିନ୍ତୁ ଗତ କିଛି ଦିନ ହେଲା ସେ ଖାଇବାକୁ ନ ପାଇଁ ଉପରବାହାଲ ଗ୍ରାମର ଏକ ପଡିଆର ନିଛାଟିଆ ଜାଗାରେ  ମୃତ୍ୟୁବରଣ କରିଥିଲେ  ଦୁଇ ଦିନ ପରେ ସେହି ଗ୍ରାମର କିଛି ବ୍ୟକ୍ତି ଅଜଣା ବ୍ୟକ୍ତି ମୃତୁବରଣ ହେଇଥିବା ଦେଖି ସ୍ଥାନୀୟ ଆଗଲପୁର ଥାନାକୁ ଖବର ଦେଇଥିଲେ। ସଙ୍ଗେ ସଙ୍ଗେ ଆଗଲପୁର ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଘଟଣା ସମ୍ପର୍କରେ ସ୍ଥାନୀୟ ଲୋକଙ୍କୁ ପଚାରି ବୁଝାବୁଝି କରିବା ପରେ ସ୍ଥାନୀୟ ଲୋକ ଅଜଣା ବ୍ୟକ୍ତି ଜଣକ  ଭିକ୍ଷାବୃତ୍ତି କରି ପେଟ ପୋଷଣ କରି ଚଲୁଥିଲେ ଓ ସେ କିଛି ଦିନ ହେଲା ନ ଖାଇ ନ ପିଇ ଅନାହାରରେ ମୃତ୍ୟୁବରଣ କରିଥିବା ସ୍ଥାନୀୟ ଲୋକ ମାନେ ପୋଲିସକୁ ଜଣେଇ ଥିଲେ। ଆଗଲପୁର ଥାନା ଅଧିକାରୀଙ୍କ ଉପସ୍ଥିତିରେ ଥାନା କର୍ମଚାରୀ ଏବଂ ଆଗଲପୁର ଅଗ୍ନିଶମ ବାହିନୀ ଉକ୍ତ ଅଜଣା ବ୍ଯକ୍ତିଙ୍କ ଶବକୁ ଉଦ୍ଧାର କରି ଭୀମ ଭୋଇ ହସ୍ପିଟାଲକୁ ନେଇ ଥିଲେ | ଆଗଲପୁର ଥାନା ଅଧିକାରୀ ବାସୁଦେବ ଭୋଇ ବଲାଙ୍ଗୀର ସ୍ବେଛାସେବୀ ସଂଗଠନକୁ ଯୋଗାଯୋଗ କରି ଘଟଣା ସମ୍ପର୍କରେ ଅବଗତ କରିଥିଲେ ଏବଂ ଶବଦାହ କରିବା ପାଇଁ ଅନୁରୋଧ କରିଥିଲେ।
ଔପଚାରିତା ଦୃଷ୍ଟିରୁ ପୋଲିସ ପକ୍ଷରୁ ଶବକୁ ବ୍ୟବଚ୍ଛେଦ ପରେ ୭୨ ଘଣ୍ଟା ପର୍ଯ୍ୟନ୍ତ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ସ୍ଥିତ ଶବ ସଂରକ୍ଷଣ କେନ୍ଦ୍ରରେ ରଖା ଯାଇଥିଲା । ଆଗଲପୁର ଥାନା ଅଧିକାରୀ ଶ୍ରୀ ଭୋଇ ଙ୍କ ତତ୍ଵାବଧାନରେ ଆଜି  ବଲାଙ୍ଗୀର ସ୍ବେଛାସେବୀ ସଂଗଠନ ସସମ୍ମାନରେ ଶବକୁ ଶବ ବ୍ୟବଚ୍ଛଦ ଗୃହରୁ ଆଣି ବାଲାଙ୍ଗୀର ସ୍ଥିତ ବିଭୁତିପଡା ସ୍ମଶାନ ଘାଟର ଶବଦାହ କରାଗଲା। ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ସଦସ୍ୟ ରବୀନ୍ଦ୍ର ପ୍ରଧାନ , ଗୋବିନ୍ଦ ଚନ୍ଦ୍ର ଶତପଥୀ, ଲିଙ୍କନ ସେଠ, ଉତ୍ତମ୍ ନନ୍ଦ, ତନ୍ମୟ ପୁଟେଲ, ସରୋଜ ଜାଲ, ସାଗର ଚନ୍ଦନ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026

You Might Also Like