-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||     

HOME   ଜିଲ୍ଲା

ଲୋକ କଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ: "ସମ୍ବର୍ଦ୍ଧିତ ହେଲେ ବରିଷ୍ଠ କଳାକାର "

10-Apr-2025



ରାୟଗଡ଼(ସୁପ୍ରିୟା ଷଡଙ୍ଗୀ): ଓଡ଼ିଆ ପକ୍ଷ ପାଳନ ଅବସରରେ ତା ୧୦.୪.୨୦୨୫ ରିଖ "ଲୋକକଳା ପାଇଁ ଦିନଟିଏ" ପାଳନ ଭିତ୍ତିରେ ଜିଲ୍ଲା ସ୍ଥରୀୟ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ସ୍ଥାନୀୟ ସଂସ୍କୃତି ଭବନ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇ ଯାଇଛି l ଜିଲ୍ଲାର ସମସ୍ତ ବ୍ଲକର ବ୍ଲକ କଳା ସଂସ୍କୃତି ସଂଘର  ଉପସଭାପତି ଓ ସହ କଳାକାରମlନେ ଯୋଗଦେଇଥିଲେ l ଏହି ଉତ୍ସବକୁ ସମ୍ମାନୀୟ ଜିଲ୍ଲାପାଳ ରାୟଗଡ଼ ଶ୍ରୀମତୀ ପାରୁଲ ପଟାୱରୀ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିବା ସହିତ ବରିଷ୍ଠ କଳାକାର ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ l ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ସୁସ୍ମିତା ବାଉରୀଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଉପନିର୍ଦ୍ଧେଶକ ଶ୍ରୀ ବସନ୍ତ କୁମାର ପ୍ରଧାନ, ପୂର୍ବତନ ଯୁଗ୍ମ ନିର୍ଦେଶକ ଜଳନ୍ଧର ପୁଷିକା, ଜିଲ୍ଲା କଲାଶଂସ୍କୃତି ସଙ୍ଘର ଉପସଭାପତି ସନ୍ତୋଷ କୁମାର ବଚ୍ଛା ଯୋଗଦାନ କରି କଳାକାର ମାନଙ୍କୁ ଉତ୍ସାହିତ କରିଥିଲେ 

ମହା ଆଡମ୍ବରରେ ପାଳନ କରାଯିବା ପାଇଁ ରାଜ୍ୟ ସରକାରଙ୍କ ନିର୍ଦେଶକ୍ରମେ  ଉକ୍ତ ଦିନ  ଜିଲ୍ଲାର ପ୍ରମୁଖ ଲୋକକଳା କଳାକାର ମlନେ ଲୋକନୃତ୍ୟ ପରିବେଷଣ  କରିଥିଲେ l ତତ ସହିତ ଲୋକକଳା କଳାକାର ଏବଂ ବରିଷ୍ଠ ଗୁରୁ ମାନଙ୍କୁ ସମ୍ମାନିତ କରାଯାଇଥିଲl  l ଏହା ଦ୍ୱାରା ଲୋକକଳା ଅଧିକରୁ ଅଧିକ ମାତ୍ରାରେ ଯୁବ ପିଢ଼ି ଙ୍କ ଦ୍ୱାରା ଆଦୃତ ହୋଇ ପାରିବ l ଏହି କାର୍ଯ୍ୟକ୍ରମକୁ ସଂଗୀତଜ୍ଞ ପ୍ରଶାନ୍ତ କୁମାର ନାୟକ ସଂଯୋଜନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026

You Might Also Like