-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   (13-Dec-2025)       ||      ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||      ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   (12-Dec-2025)       ||      *ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   (12-Dec-2025)       ||      କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   (12-Dec-2025)       ||      ହିତାଧିକାରୀଙ୍କୁ ଅଧିକାରୀଙ୍କ ଜୁହାର,ଘର ସମ୍ପୂର୍ଣ୍ଣ କରିବାକୁ ଅନୁରୋଧ   (12-Dec-2025)       ||      ହଧାନର ମନ୍ଥରତାରୁ ସମାଧାନ ପାଇଁ ଅତାବିରା ଏନ୍ଏସି ସ୍ତରୀୟ ଚାଷୀଙ୍କ ବୈଠକ   (12-Dec-2025)       ||      *ଉପ ଜିଲ୍ଲାପାଳ ଓ ଡିଏସପି ଙ୍କୁ ସହର ବାସୀଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଧନା*-   (12-Dec-2025)       ||      *ଆସନ୍ତା କାଲି ଠୁ ସୁବର୍ଣ୍ଣପୁର ଡିଷ୍ଟ୍ରିକ୍ ଏନୁଏଲ ଏଥଲେଟିକ ମିଟ*   (12-Dec-2025)       ||      *ନବରଙ୍ଗପୁରରେ କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ*   (12-Dec-2025)       ||      ମନମୁଣ୍ଡା ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ    (12-Dec-2025)       ||      ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା    (12-Dec-2025)       ||     

HOME   ଜିଲ୍ଲା

ବନଦୁର୍ଗା ମହୋତ୍ସବର ତୃତୀୟ ସନ୍ଧ୍ୟା: ବିସ୍ଥାପିତଙ୍କ ମୌଳିକ ଅଧିକାର ଯୋଗାଇ ଦିଆଯାଉ- ପ୍ରଫୁଲ୍ଲ ସାମନ୍ତରାୟ

10-Apr-2025



ବଲାଙ୍ଗିର(ଦେବାଶିଷ ବହିଦାର): ସୁକତେଲ ଡେମ୍ ପାଦ ଦେଶରେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବନଦୁର୍ଗା ମହୋତ୍ସବର ତୃତୀୟ ସନ୍ଧ୍ୟାରେ ସଂଜୟ ଗଡତ୍ୟା ସଭାପତିତ୍ୱରେ ଓ ସଭା କାର୍ଯ୍ୟରେ ମୁଖ୍ୟ ଅତିଥି ଭାବରେ ପରିବେଶବିଦ୍ ପ୍ରଫୁଲ୍ଲ ସାମନ୍ତରାୟ ଯୋଗ ଦେଇ ଏ ଅଂଚଳର ଅତିତରେ ପ୍ରାକୃତିକ ପରିବେଶ ନଦୀ, ନାଳ, ବଣ, ଜଙ୍ଗଲ ଏବଂ କୃଷିଜାତ ପଦାର୍ଥ ରେ ସମୃଦ୍ଧ ଥିଲା ଏ ଅଂଚଳ । ତେଣୁ ଏ ଅଂଚଳର ଲୋକ ଏ ଭିଟାମାଟି ଛାଡି ଅନ୍ୟତ୍ର ଯିବାକୁ ପସନ୍ଦ କରୁନଥିଲେ । ସେଥି ପାଇଁ ସେମାନେ ଦିର୍ଘ ବର୍ଷ ଧରି ଆନ୍ଦୋଳନ କରୁଥିଲେ । ବର୍ତ୍ତମାନ ସମୟ ଆସିଛିି ପ୍ରକଳ୍ପ ଦ୍ୱାରା ବିସ୍ଥାପିତ ହୋଇଥିବା ଲୋକମାନଙ୍କୁ ସମବେଦନା ନ ଜଣାଇ ତାଙ୍କର ମୌଳିକ ଅଧିକାର ସମ୍ବିଧାନର ଆଇନ ଅନୁଯାୟୀ ସରକାର ଦେବାକୁ ବାଧ୍ୟ କିନ୍ତୁ ଆଜି ବିସ୍ଥାପିତ ବଂଚିତ ହୋଇଛନ୍ତି । ସମ୍ମାନିତ ଅତିଥି ଚାଷୀ ନେତା ସରୋଜ କୁମାର ମହାନ୍ତି ଙ୍କ ବକ୍ତବ୍ୟରେ ଡେମ୍ ର ପାଣି ଚାଷୀଙ୍କ ପାଇଁ ହେଉ ନଚେତ ନଦୀକୁ ମରିବାକୁ ଦିଆ ନ ଯାଉ । ଚାଷୀ ତଥା ଲୋକେ ଏ ପ୍ରକଳ୍ପର ପାଣି ବ୍ୟବହାର ଉପଯୋଗୀ ହେଲେ ସ୍ୱାଗତ ଯୋଗ୍ୟ । ଅନ୍ୟତମ ସମ୍ମାନିତ ଅତିଥି ତ୍ରିଲୋଚନ ପୁଞ୍ଜି ଲୋୟର ସୁକତେଲ ପ୍ରକଳ୍ପର ସରକାରୀ ମଂଜୁରୀ ଠୁ ଆଜି ପର୍ଯ୍ୟନ୍ତ ଘଟିଯାଇଥିବା ଅନେକ ବିଷୟବସ୍ତୁ ଉପରେ ତଥ୍ୟ ଉପସ୍ଥାପନ କରିଥିବା ସଙ୍ଗେ ସଙ୍ଗେ ମାଁ ବନଦୁର୍ଗା ଦେବୀଙ୍କ

ପ୍ରତିଷ୍ଠା ଦିନର କଥା ତାଙ୍କ ପାଖରେ ଥିବା ୨୯ ଖଣ୍ଡ ଗାଁ ର ଲୋକଙ୍କ ସମର୍ଥନ କଥା ଜଣାଇଥିଲେ । ଜିଲ୍ଲା ଓକିଲ ସଂଘ ସଭାପତି ବାସୁଦେବ ରଥ ସବୁବେଳେ ସବୁ ସମୟରେ ନ୍ୟାୟିକ ବ୍ୟବସ୍ଥାରେ ବିସ୍ଥାପିତଙ୍କୁ ସମର୍ଥନ ଓ ସେବା ଯୋଗାଇ ଦେବୁ ବୋଲି ଘୋଷଣା କରିଥିଲେ । ସମାଜସେବୀ ତଥା ବିସ୍ଥାପିତ ସତ୍ୟ ବନଛୋର କିଭଳି ଭାବେ ଏ ପ୍ରକଳ୍ପରେ ଲମ୍ବା ସମୟ ଧରି ମାନସିକ, ଶାରିରୀକ ଅଶାନ୍ତିରେ ଦିନ କାଟିବା ଏବଂ ବିସ୍ଥାପିତ ପରେ ଭୋଗୁଥିବା ସମସ୍ୟା ଉପରେ ତଥ୍ୟ ରଖିଥିଲେ । ଏହି ମଂଚରେ ସଂଗ୍ରାମ ପରିଷଦର ସଭାପତି ଘୁନୁ ସାହୁ ଏବଂ ଆବାହକ ଉଦୟ ସିଂ ଠାକୁରଙ୍କୁ ସଂଗ୍ରାମୀ ସମ୍ମାନ ପ୍ରଦାନ କରାଯାଇଥିଲା । ବିକାଶ ରଂଜନ ରଥ ସଭା ସଂଯୋଜନା କରିଥିବା ବେଳେ ସଂପାଦକ ଜୟକୃଷ୍ଣ ମିଶ୍ର ସାଂସ୍କୃତିକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଓଡିଶା ସରକାରଙ୍କ ସହାୟତାରେ ଓ ଶିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ର ମିଳିତ ଆନୁକୁଲ୍ୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   13-Dec-2025
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   13-Dec-2025
  ଜିଲ୍ଲା  
ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   13-Dec-2025
  ଜିଲ୍ଲା  
ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା   12-Dec-2025
  ଜିଲ୍ଲା  
ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   12-Dec-2025
  ଜିଲ୍ଲା  
ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   12-Dec-2025
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   12-Dec-2025
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   12-Dec-2025

You Might Also Like