-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||      ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   (12-Dec-2025)       ||      *ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   (12-Dec-2025)       ||      କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   (12-Dec-2025)       ||      ହିତାଧିକାରୀଙ୍କୁ ଅଧିକାରୀଙ୍କ ଜୁହାର,ଘର ସମ୍ପୂର୍ଣ୍ଣ କରିବାକୁ ଅନୁରୋଧ   (12-Dec-2025)       ||      ହଧାନର ମନ୍ଥରତାରୁ ସମାଧାନ ପାଇଁ ଅତାବିରା ଏନ୍ଏସି ସ୍ତରୀୟ ଚାଷୀଙ୍କ ବୈଠକ   (12-Dec-2025)       ||      *ଉପ ଜିଲ୍ଲାପାଳ ଓ ଡିଏସପି ଙ୍କୁ ସହର ବାସୀଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଧନା*-   (12-Dec-2025)       ||      *ଆସନ୍ତା କାଲି ଠୁ ସୁବର୍ଣ୍ଣପୁର ଡିଷ୍ଟ୍ରିକ୍ ଏନୁଏଲ ଏଥଲେଟିକ ମିଟ*   (12-Dec-2025)       ||      *ନବରଙ୍ଗପୁରରେ କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ*   (12-Dec-2025)       ||      ମନମୁଣ୍ଡା ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ    (12-Dec-2025)       ||      ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା    (12-Dec-2025)       ||      ଅନ୍ତର୍ଜାତୀୟ ପ୍ରତିଯୋଗିତା ଓଡିଶା ମାଷ୍ଟର୍ସ ୨୦୨୫ ■ ସେମଫାଇନାଲ ଲାଇନ ଅପ ଚୂଡାନ୍ତ   (12-Dec-2025)       ||     

HOME   ରାଜନୀତି

ମୁଖ୍ୟମନ୍ତ୍ରୀ ଚାମ୍ପିୟନ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଂଟ ମ୍ୟାଚ: - ୫ ୨-୦ଗୋଲରେ ବୈରାଗୀହାଲୁଆକୁ ହରାଇ କୋଦମା ବିଜେତା

10-Apr-2025



ରାୟଗଡ଼(ସୁପ୍ରିୟା ଷଡଙ୍ଗୀ) : ରାୟଗଡ଼ାର ସ୍ତାନୀୟ ଜିସିଡି ହାଇସ୍କୁଲ ପଡିଆ ଠାରେ ଗତ ୬ତାରିଖ ଠାରୁ ଆରମ୍ଭ ହୋଇଥିବା ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଆନ୍ତଃଜିଲ୍ଲା ଫୁଟବଲ ଚାମ୍ପିୟନ ଟ୍ରଫି ଟୁର୍ଣ୍ଣାମେଂଟ -୨୦୨୫ର ମ୍ୟାଚ ନମ୍ବର ୫ରେ ଆଜି ବୈରାଗୀହାଲୁଆ ଟିମକୁ ହରାଇ ଗୁଡାରୀ ବ୍ଳକ କୋଦମା ଟିମ୍ ବିଜେତା ହୋଇଛି । ବୈରାଗୀହାଲୁଆ ଟିମକୁ ୨-୦ଗୋଲରେ ପରାସ୍ତ କରି କୋଦମା ଟିମ୍ ବିଜେତା ହୋଇଛି । ଜିଲ୍ଲା କ୍ରୀଡା ଅଧିକାରୀ ଶେଖ୍ ଅଲିନୁରଙ୍କ ତତ୍ୱାବଧାନରେ ଆୟୋଜିତ ଏହି ଟୁର୍ଣ୍ଣାମେଂଟର ଆଜିର ଏହି ଲିଗ୍ ମ୍ୟାଚକୁ ସୂଚନା ଓ ଲୋକ ସଂପର୍କ ବିଭାଗ ଉପନିର୍ଦ୍ଦେଶକ ତଥା ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସମ୍ମାନୀତ ଅତିଥି ଭାବେ ସାମ୍ବାଦିକ ଶିବ ନାରାୟଣ ଗଉଡ ଯୋଗ ଦେଇ ଖେଳାଳୀମାନଙ୍କୁ ଉତ୍ସାହିତ କରିଥିବା ବେଳେ ଶ୍ରୀ ପ୍ରଧାନ ଖେଳୁଆଡ ମନୋଭାବ ରଖି ସମସ୍ତ ଖେଳାଳୀ ଖେଳିବା ଆବଶ୍ୟକ ବୋଲି କହିଥିଲେ । ସେହିପରି ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ଅଲିନୁର ଟୁର୍ଣ୍ଣାମେଂଟର କାର୍ଯ୍ୟସୂଚୀ ଉପରେ ଆଲୋକପାତ କରିଥିଲେ । ଆସନ୍ତା ଏପ୍ରିଲ୍ ୧୫ତାରିଖରେ ଏହି ଟୁର୍ଣ୍ଣାମେଂଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବାକୁ ଥିବା ବେଳେ ୩ଟି ଫୁଟବଲ କ୍ଳବ ସମେତ ୫ଟି ହାଇସ୍କୁଲ ଟିମ୍ ମୋଟ ୮ଟି ଦଳ ଏଥିରେ ଅଂଶଗ୍ରହଣ କରିଛନ୍ତି । ଗ୍ରୁପ୍ ଏ’ରେ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ବୈରାଗୀହାଲୁଆ,ମା ମଝିଘରିଆଣୀ ଫୁଟବଲ କ୍ଳବ,ରାୟଗଡ଼ା,ସରକାରୀ ହାଇସ୍କୁଲ,କୋଦମା,ଗୁଡାରୀ ଓ ଗୋପବନ୍ଧୁ ମ୍ୟୁନିସିପାଲଟି ହାଇସ୍କୁଲ ,ରାୟଗଡ଼ା ଟିମ ରହିଥିବା ବେଳେ ଗ୍ରୁପ୍ ବି’ରେ ଇଏଆରସି,ଶିରିଗୁଡା,ରାୟଗଡ଼ା,ଟାଉନ ଫୁଟବଲ କ୍ଳବ,ରାୟଗଡ଼ା,ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ,ହାଲୁଆ ଏବଂ ବିଷମକଟକ ସରକାରୀ ହାଇସ୍କୁଲ ଟିମ୍ ରହିଛନ୍ତି । ୧୫ବର୍ଷରୁ କମ ଏହି ଫୁଟବଲ ଟୁର୍ଣ୍ଣାମେଂଟରେ ଯେଉଁ ଦଳ ବିଜେତା ହେବ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ ବୋଲି ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ଅଲିନୁର କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   13-Dec-2025
  ଜିଲ୍ଲା  
ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   13-Dec-2025
  ଜିଲ୍ଲା  
ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା   12-Dec-2025
  ଜିଲ୍ଲା  
ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   12-Dec-2025
  ଜିଲ୍ଲା  
ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   12-Dec-2025
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   12-Dec-2025
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   12-Dec-2025
  ଜିଲ୍ଲା  
କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   12-Dec-2025

You Might Also Like