-+91-9937148622 |

prerana_bgr@rediffmail.com |

  Thursday 21st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ    (21-May-2026)       ||      ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   (21-May-2026)       ||      ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ    (21-May-2026)       ||      ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   (21-May-2026)       ||      ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ    (21-May-2026)       ||      ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   (21-May-2026)       ||      ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   (21-May-2026)       ||      *ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   (21-May-2026)       ||      କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର    (21-May-2026)       ||      ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   (21-May-2026)       ||      ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    (21-May-2026)       ||      ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   (20-May-2026)       ||      ଜନଭାଗୀଦାରୀ ଅଭିଯାନରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା ସଚେତନତା   (20-May-2026)       ||      ଅରିନ୍ଦମଙ୍କ ନାଁରେ ଏତଲା ଦେଲେ ସାମ୍ବାଦିକ   (20-May-2026)       ||      କଟକ ଜିଲ୍ଲାର ନୂତନ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଭାବେ ବିଧିବଦ୍ଧ ଭାବରେ ଦାୟିତ୍ଵ ଗ୍ରହଣ କଲେ ଶ୍ରୀମତୀ ସ୍ଵାଗତିକା ବେହେରା   (20-May-2026)       ||      ସ୍ବାବଲମ୍ବୀ କାରିଗର ସଂଘ ପକ୍ଷରୁ କଟକ ସଦର ବ୍ଲକ ଅଫିସ୍ ସମ୍ମୁଖରେ ବିକ୍ଷୋଭ   (20-May-2026)       ||      କୁକୁର କାମୁଡ଼ିବାରୁ ସାମ୍ବାଦିକ ନିଲୁ ସାହୁ ଆହତ, ଡାକ୍ତରଖାନା ପହଞ୍ଚି ଚିକିତ୍ସା କଥା ପଚାରି ବୁଝିଲେ ପ୍ରସନ୍ନ I   (20-May-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ତୁରେକେଲା ବ୍ଲକ କମିଟି ର ପରିବର୍ଦ୍ଧିତ ବୈଠକ ଅନୁଷ୍ଠିତ    (20-May-2026)       ||      ଓଡ଼ିଶା  ସିଏଚ୍ଏସି  ୨୦୨୬ ପରିକ୍ଷା ଫଳାଫଳରେ  ଜେ ଏସ୍ ଏମ୍ କଲେଜର ୧୦୦% ସଫଳତା   (20-May-2026)       ||      ଜିଲ୍ଳା କେମିଷ୍ଟ ଏବଂ ଡ୍ରଗିଷ୍ଟ ଆସୋସିଏସନ ତରଫରୁ ବନ୍ଦ ଡାକରା ପୁର୍ଣ ସଫଳ    (20-May-2026)       ||     

HOME   ଅପରାଧ

ପୁଣି ଗଡ଼ିଲା ମୁଣ୍ଡ...ସମଗ୍ର ଜିଲ୍ଲାରେ ଭୟର ବାତାବରଣ

13-Apr-2025



ବଲାଙ୍ଗିର: ପୁଣି ବିଚ ରାସ୍ତାରେ ଜନଗହଳିପୂର୍ଣ୍ଣ ସ୍ଥାନରେ ଵ୍ୟଵସାୟୀଙ୍କୁ ହତ୍ୟା। ବଲାଙ୍ଗୀର ଟାଉନ ଥାନା ଅନ୍ତର୍ଗତ ବିଷ୍ଣୁମୁଣ୍ଡା ଗାଁ ରେ ଘଟିଛି ଏଭଳି ଅମାନବୀୟ ଘଟଣା।ମୃତ ଯୁବକ ଜଣକ ହେଲେ ମନୋଜ ନାଏକ, ବୟସ ପ୍ରାୟ ୫୦ ବର୍ଷ।ସେ ବିଷ୍ଣୁମୁଣ୍ଡାର ଜଣେ ବାସିନ୍ଦା।ତେବେ ଆଜି ନିଜ ଘର ନିକଟ ପୋଲ ଉପରେ ତାଙ୍କ ଦୋକାନ ପାଖରେ ବସିଥିବା ବେଳେ ପଛରୁ ଆସି ଟାଙ୍ଗିଆରେ ହାଣୀ ହତ୍ୟା କରିଛି ଦୁର୍ବୁତ୍ତ।ତେବେ ହତ୍ୟା ସନ୍ଦେହ କରୁଥିବା ବ୍ୟକ୍ତି ଟି ସେହି ଗାଁ ର ହୋଇଥିବା ସନ୍ଦେହ କରିଛି ପୋଲିସ। ତେବେ ପୂର୍ଵ ଶତ୍ରୁତା ସହ ନିଶାଖୋର ବ୍ୟକ୍ତି ଏଭଳି କରିଥିବା ଅଭିଯୋଗ କରଛନ୍ତି ସମ୍ପର୍କୀୟ l 

ଗତ ୩ ଦିନରେ ୫ ରୁ ଅଧିକ ହତ୍ୟା ସମଗ୍ର ଜିଲ୍ଲାରେ ଭୟର ବାତାବରଣ ସୃଷ୍ଟି କରିଛି। ହେଲେ ବଲାଙ୍ଗୀର ପୋଲିସର ପାରିବାପଣିଆକୁ ନେଇ ଏବେ ସନ୍ଦେହ ସୃଷ୍ଟି ହୋଇଛି। ଅପରାଧୀଙ୍କ ସହ ପୋଲିସର ମଧୁଚନ୍ଦ୍ରିକା ହିଁ ଏଭଳି ଅପରାଧୀ ଙ୍କୁ ସାହସ ଦେଉଥିବା ଲୋକେ ଅଭିଯୋଗ କରିଛନ୍ତି। ଏନେଇ ମୃତକଙ୍କ ପରିବାର ଲୋକଙ୍କୁ ଭେଟିବା ପାଇଁ ବଲାଙ୍ଗୀର ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଳିକା ସାହୁ ଆସି, ଅପରାଧ ବଢ଼ୁଥିବା ନେଇ ପୋଲିସକୁ କଡା କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ   21-May-2026
  ଜିଲ୍ଲା  
ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   21-May-2026
  ଜିଲ୍ଲା  
ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ   21-May-2026
  ଜିଲ୍ଲା  
ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   21-May-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ   21-May-2026
  ଜିଲ୍ଲା  
ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   21-May-2026
  ଜିଲ୍ଲା  
ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   21-May-2026
  ଜିଲ୍ଲା  
*ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   21-May-2026
  ରାଜ୍ୟ  
କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର   21-May-2026
  ଜିଲ୍ଲା  
ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   21-May-2026
  ଜିଲ୍ଲା  
ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    21-May-2026
  ରାଜ୍ୟ  
ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   20-May-2026

You Might Also Like