-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

ଶିକ୍ଷକ ମୂରଲୀଧର ବିଶ୍ଵାଳ ଆଇକନିକ ଆୱାର୍ଡ଼ରେ ସମ୍ମାନିତ

14-Apr-2025



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ବ୍ଲକ ଅନ୍ତର୍ଗତ କୁହିବାହାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମୁରଲୀଧର ବିଶ୍ଵାଳ ଜାତୀୟ ଶିକ୍ଷା ଆଇକନିକ ଆୱାର୍ଡ-2025ରେ ସମ୍ମାନିତ ହୋଇଛନ୍ତି lଭାରତ ରତ୍ନ ଡଃ ବି.ଆର. ଆମ୍ବେଦକରଙ୍କ ୧୩୪ ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ଆମ୍ବେଦକର ଇଣ୍ଟରନ୍ୟାସନାଲ ସେଣ୍ଟର ଆନୁକୂଲ୍ୟରେ ଯୁବ ଓ ସମାଜ ବିକାଶ କେନ୍ଦ୍ର, ଭୁବନେଶ୍ବରଠାରେ ଅନୁଷ୍ଠିତ ଏକ ସମାରୋହରେ ଶ୍ରୀ ବିଶ୍ଵାଳଙ୍କୁ ଏହି ସମ୍ମାନ ମିଳିଛି l ଗୁଣାତ୍ମକ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି l ଏହି କାର୍ଯ୍ୟକ୍ରମରେ କଟକ ଉଚ୍ଚ ନ୍ୟାୟାଳୟର ପୂର୍ବତନ ନ୍ୟାୟମୂର୍ତ୍ତି ଡି .ପି .ଚୌଧୁରୀ,ପୂର୍ବତନ ମୁଖ୍ୟ ଶାସନ ସଚିବ ସହଦେବ ସାହୁ,ଡଃ ଦେବେନ୍ଦ୍ର ପ୍ରସାଦ ମାଝୀ ପୂର୍ବତନ ନିର୍ଦ୍ଦେଶକ ବି. ଆର ଆମ୍ବେଦକର ଫାଉଣ୍ଡେସନ ସାମାଜିକ ନ୍ୟାୟିକ ଓ ସଶକ୍ତିକରଣ ମନ୍ତ୍ରଣାଳୟ ଭାରତ ସରକାର,ପୋଲିସ ଆଇ. ଜି. ଶ୍ରୀସତୀଶ ଗଜଭିୟେ ପୂର୍ବତନ ଡିନ (ଓୟୁଏଟି) ଡଃ ବୁଦ୍ଧଦେବ ମିଶ୍ର, ପ୍ରଭାତ ସାହୁ ପୂର୍ବତନ କୁଳପତି ସେଣ୍ଟ୍ରାଲ ୟୁନିଭର୍ସିଟି ଆଲ୍ଲାହାବାଦ ପ୍ରମୂଖ ଯୋଗଦେଇ ଶ୍ରୀବିଶ୍ଵାଳଙ୍କୁ ଉପଢୌକନ ସହ ମାନପତ୍ର ଦେଇ ସମ୍ମାନୀତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like