-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||     

HOME   ଜିଲ୍ଲା

ଆଜିଠାରୁ ରୁ ଧର୍ମରାଜ ମହକାଳଙ୍କ ଚାଙ୍ଗୁଡ଼ା ଯାତ୍ରା

15-Apr-2025



ବରୀ(ରଞ୍ଜିତ ମହାନ୍ତି): ପ୍ରତିବର୍ଷ ପଣା ସଂକ୍ରାନ୍ତିରେ ବଗୀ ବରୀ ବ୍ଲକ ଅଧୀନ ରତ୍ନଗିରି ସ୍ଥିତ ମହାକାଳ ମନ୍ଦିରରେ ବାପ-ପୁଅଙ୍କ ମିଳନ ହୋଇଥାଏ | ଏହିଦିନ ବିଶ୍ବପ୍ରସିଦ୍ଧ ବୌଦ୍ଧ କୀର୍ତ୍ତିରାଜି ବିମଣ୍ଡିତରତ୍ନଗିରି ପାହାଡ଼ ଉପରେ ଥ‌ିବା । ଧ ଧର୍ମରାଜ ମହାକାଳଙ୍କ ପୀଠରେ ପ୍ରସିଦ୍ଧ ଚାଙ୍ଗୁଡ଼ା ଯାତ୍ରା ଅନୁଷ୍ଠିତ ହୁଏ I ପୌରାଣିକ କିମ୍ବଦନ୍ତୀ ଅନୁଯାୟୀ ବର୍ଷରେ ଗୋଟିଏ ଦିନ ପଣା ସଂକ୍ରାନ୍ତିରେ ପଶ୍ଚି ପଶ୍ଚିମମୁଖୀ ମହାକାଳଙ୍କ ଉପରେ ସୂର୍ଯ୍ୟଙ୍କ କିରଣ ବିଚ୍ଛୁରିତ ହୋଇ ପଡ଼ିଥାଏ | ସୂର୍ଯ୍ୟ ଦେବତା ହେଉଛନ୍ତି ମହାକାଳଙ୍କ ପିତା | ତେଣୁ ବାପାଙ୍କ ମିଳନକୁ ମହାକାଳ ଅପେକ୍ଷା କରି ରହିଛନ୍ତି। ପରମ୍ପରା ଅନୁଯାୟୀ ଏକ ନୂଆ ଚାଙ୍ଗୁଡ଼ିରେ ୭ଟି ଆମ୍ବ ମହାକାଳିଙ୍କ ପାଖରୁ ଖରୁ ପୂଜା ହୋଇ ନିକଟ କେଲୁଅ ନଈ କୂଳକୁ ଯାଏ ଓ ଏକ କୁମ୍ଭୀର ଆସି ଆସି କୂଳରେ ପହଞ୍ଚିବା ପରେ ତା'ମଥାରେ ସିନ୍ଦୂର ମରାଯାଇ ପୂଜାର୍ଚ୍ଚନା କରାଯାଏ । 1 |ଏହାପରେ ଆମ୍ବ ଚାଙ୍ଗୁଡ଼ା ମହାକାଳଙ୍କ ନିକଟକୁ ଫେରି ଆସେ | କିନ୍ତୁ କ୍ରମଶଃ ରକ୍ଷଣାବେକ୍ଷଣ ଅଭାବରୁ ଏବେ କେଲୁଅ ନଈ ପୋତି ହୋଇ ଯାଇଥିବା ବେଳେ ଆଉ କୁମ୍ଭୀର ମଧ୍ଯ ନାହାନ୍ତି I ପରମ୍ପରା ଅନୁଯାଯ ନଈ କୂଳରେ ଚାଙ୍ଗଡ଼ାରେ ଆମ୍ବ ରଖ୍ ପୂଜାପାଠ କରାଯାଉଛି | ନିଃସନ୍ତାନ ଦମ୍ପତି ଏହି ଆମ୍ବ ଖାଇଲେ ସନ୍ତାନ ପ୍ରାପ୍ତି ହେବା ବିଶ୍ଵାସ ରହିଛି। ୧୦୮ ବେତ ବାଡ଼ି ଧରି ବ୍ରାହ୍ମଣ ମାନେ ଚାଙ୍ଗୁଡ଼ା ଆମ୍ବକୁ ସୁରକ୍ଷା ବଳୟରେ ନଈ କୂଳ ପର୍ଯ୍ୟନ୍ତ ନେଇଥାନ୍ତି I ଏହି ମହାକାଳ ଦେବତାଙ୍କୁ ଧର୍ମରାଜ ଯମରାଜ/ ଶିବଚଣ୍ଡୀ ଦେବତା ଓ ଦେବୀ ଭାବେ ପୂଜା କରା ଯାଇଥାଏ ବୋଲି ପଣ୍ଡାମାନେ କୁହନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026

You Might Also Like