-+91-9937148622 |

prerana_bgr@rediffmail.com |

  Monday 16th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

ବରଗଡ଼ ଜିଲ୍ଲା ବିଜେପୁର ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ବ୍ଲକ ଶିକ୍ଷାଧିକାରୀ ଙ୍କୁ ଦାବି ପତ୍ର ପ୍ରଦାନ

15-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆଜି ବିଜେପୁର ମିଳିତ ପ୍ରାଥମିକ ଶିକ୍ଷକ ସଂଘ ତରଫ ରୁ ବିଜେପୁର ବ୍ଲକ ଶିକ୍ଷା ଅଧିକାରୀ ଙ୍କୁ  Unified Automation System (UAS) portal ବର୍ଜନ ସମ୍ପର୍କ ରେ ଏକ ଦାବି ପତ୍ର ପ୍ରଦାନ କରାଯାଇଛି। ପ୍ରାଥମିକ ବିଦ୍ୟାଳୟରେ ଆବଶ୍ୟକୀୟ ଭିତ୍ତିଭୂମିର ଅଭାବ, ଉପାନ୍ତ ଅଞ୍ଚଳରେ ମୋବାଇଲ ନେଟୱର୍କ, ଇଣ୍ଟରନେଟ ସମସ୍ୟା ସହ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କୁ ଅନାବଶ୍ୟକ କାର୍ଯ୍ୟଭାର ଦେଇ ଶିକ୍ଷାଦାନ ପ୍ରକ୍ରିୟାରେ ସମସ୍ୟା ସୃଷ୍ଟି ହେବା ଭଳି ଏକ ପୋର୍ଟାଲ ଲାଗୁ କରାଯାଇଥିବାରୁ ଶିକ୍ଷକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଏହାକୁ ଶିକ୍ଷକ ସମାଜ ତୀବ୍ର ବିରୋଧ କରୁଛି।
ଦାବିପତ୍ର ପ୍ରଦାନ ସମୟରେ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ସନ୍ତୋଷ ବାଗ, ସମ୍ପାଦକ ସୌମ୍ୟ ରଞ୍ଜନ ପଧାନ, ସହ ସମ୍ପାଦକ ରାଜେଶ ସାହୁ, କୋଷାଧ୍ୟକ୍ଷ ଶଶିଭୂଷଣ ସାହୁ ଙ୍କ ସମେତ ଶତାଧିକ ଶିକ୍ଷକ ଓ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ। ଏହାକୁ ପ୍ରତ୍ୟାହୃତ ନ କଲେ ଆଗାମୀଦିନରେ ଏହାର ବିରୋଧରେ ସଂଘ ତରଫରୁ ଆନ୍ଦୋଳନ ର ପନ୍ଥା ଗ୍ରହଣ କରିବାକୁ ସ୍ଥିର କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like