-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||     

HOME   ଜିଲ୍ଲା

ନାରୀ ନିର୍ଯାତନା ପ୍ରସଙ୍ଗ:ମଶାଲ ଧରି ପ୍ରତିବାଦ କଲେ କଂଗ୍ରେସ କର୍ମୀ ।

15-Apr-2025



ବିନିକା(ହିମାଂଶୁ ଶେଖର ପୁଟେଳ) ସାରା ରାଜ୍ୟର ବିଭିନ୍ନ କୋଣ ଅନୁକୋଣରେ ଦିନକୁ ଦିନ ନାରୀ ନିର୍ଯାତନା ବଢିବାରେ ଲାଗିଛି।ନାରୀଙ୍କୁ ସୁରକ୍ଷା ଦେବାରେ ରାଜ୍ୟ ବିଜେପି ସରକାର ବିଫଳ ହୋଇଛି। ଏହାରୀ ପ୍ରତିବାଦରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତଚରଣ ଦାସଙ୍କ ନିର୍ଦ୍ଦେଶ କ୍ରମେ ଆଜି ସାରା ରାଜ୍ୟରେ ରାଜ୍ୟରେ ବଢୁଥିବା ନାରୀ ନିର୍ଯାତନା ଓ ଦୁଷ୍କର୍ମ ପ୍ରତିବାଦରେ ଓ ରାଜ୍ୟରେ ନାରୀ ସୁରକ୍ଷା ଆଇନ ପ୍ରଣୟନ ଦାବିନେଇ ଆଜି ସନ୍ଧ୍ୟାରେ କଂଗ୍ରେସ କର୍ମୀଙ୍କ ତରଫରୁ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି।ବିନିକା ବ୍ଲକ କଂଗ୍ରେସ କମିଟି ସଭାପତି ରବୀନ୍ଦ୍ର ହୋତାଙ୍କ ନେତୃତ୍ୱରେ ଶତାଧିକ କଂଗ୍ରେସ କର୍ମୀ ସ୍ଥାନୀୟ ବିନିକା ତହସିଲ ଛକରେ ଏକତ୍ରିତ ହୋଇଥିଲେ । ସମସ୍ତ କର୍ମୀ ହାତରେ ମଶାଲ ଧରି ନାରୀଙ୍କୁ ସୁରକ୍ଷା ଦେବାରେ ବିଫଳ ରାଜ୍ୟ ବିଜେପି ସରକାର ବିରୋଧରେ ନାରାବାଜି ଦେଇଥିଲେ।ପରେ ବିରାଟ ଶୋଭାଯାତ୍ରାରେ କଂଗ୍ରେସ କର୍ମୀ ମାନେ ସହର ପରିକ୍ରମା କରି ବସଷ୍ଟାଣ୍ଡ ସ୍ଥିତ ଆମ୍ବେଦକର ଛକ ପର୍ଯ୍ୟନ୍ତ ଆସିଥିଲେ ।ସେଠାରେ ଅନୁଷ୍ଠିତ ସଭାରେ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପର୍ଯ୍ୟବେକ୍ଷକ ଗଣେଶ ସାହୁ,ବରିଷ୍ଟ କଂଗ୍ରେସ ନେତା ସଂଗ୍ରାମ କେଶରୀ ନାୟକ,ପ୍ରଦୀପ ସେଠୀ ପ୍ରମୁଖ ରାଜ୍ୟ ବିଜେପି ସରକାରଙ୍କ ବିରୋଧରେ ବକ୍ତବ୍ୟ ପ୍ରଦାନ କରିଥିଲେ।ଅନୁଷ୍ଠିତ ଏହି ମଶାଲ ଶୋଭାଯାତ୍ରାରେ ବରିଷ୍ଟ କଂଗ୍ରେସ ନେତା ରାଘବ ଦାସ,ସୁଧାଂଶୁ ପଣ୍ଡା,ନରେନ୍ଦ୍ର ସାହୁ,ସପନେଶ୍ୱର ପୃଷ୍ଟି,ନରେନ୍ଦ୍ର ପଣ୍ଡା,ଶ୍ରୀନିବାସ ଖମାରୀ,ବିଜୟ ଭୋଇ,କୃଷ୍ଣଚନ୍ଦ୍ର ପ୍ରଧାନ,ଉମାକାନ୍ତ ଦୀପ,ଅନିଲ ନାଏକ,ସୁମନ୍ତ ସାହୁ,ଟିକୁ ହୋତା,ଚୌବର୍ଗ ଭୋଇ,ସୂର୍ଯ୍ୟ କ୍ଷେତି,ଭାଗିରଥି ବଗର୍ତ୍ତି,ସୁବ୍ରତ ପାତ୍ର, ଟିକେଶ୍ୱର ପ୍ରଧାନ,ନାରୀ ନେତ୍ରୀ ନିକିତା ହୋତା ପ୍ରମୁଖଙ୍କ ସମେତ ବହୁ ପୁରୁଷ ଓ ମହିଳା କଂଗ୍ରେସ କର୍ମୀ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026

You Might Also Like