-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ କଂଗ୍ରେସ ତରଫରୁ ବୁଦୁଲା ଠାରେ ମଶାଲ ଶୋଭାଯାତ୍ରା

16-Apr-2025



ଆଗଲପୁର, (ବିନୋଦ ଦୀପ) ଆଜି ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ୍ ଅନ୍ତର୍ଗତ ବୁଦୁଲା ଗ୍ରାମରେ ଆଗଲପୁର ବ୍ଲକ କଂଗ୍ରେସ ଦଳ ତରଫରୁ ଏକ ମଶାଲ ଶୋଭାଯାତ୍ରା  ବାହାରି ଗ୍ରାମ ପରିଭ୍ରମଣ କରିଥିଲା l ରାଜ୍ୟରେ ବଢ଼ି ଚାଲିଥିବା ନାରୀ ନିର୍ଯାତନା ଓ ରନ୍ଧନ ଗ୍ୟାସ ର ଦରବୃଦ୍ଧି ବିରୁଦ୍ଧ ରେ ଏହି ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା l ଏଥିରେ ବଲାଙ୍ଗୀର ଜିଲ୍ଲା ମହିଳା କଂଗ୍ରେସ ର ସଭାପତି ଶ୍ରୀମତୀ ମିଲନି ସାହୁ ଯୋଗ ଦେଇଥିଲେ। ତାଙ୍କରି ସଭାପତିତ୍ବ ରେ ଆଜିର ଏହି କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା। ତା ସହିତ ଆଗଲପୁର ବ୍ଲକ୍ କଂଗ୍ରେସ ସଭାପତି ଶ୍ରୀ ମନ ମୋହନ ପଟେଲ୍ ଓ କାର୍ଯ୍ୟକାରୀ ସଭାପତି ଶ୍ରୀ ଚିନ୍ତାମଣି ଭୋଇ ଉପସ୍ଥିତ ଥିଲେ l ଏହାସହ ସକ୍ରିୟ ସଦସ୍ୟ ଭାବରେ ଶ୍ରୀ ବିଶ୍ୱଜିତ୍ ସିଂଦେଓ, ସର୍ବେଶ୍ଵର ଗଡତିଆ, ସାଧୁ ମେହେର ମଧୁ ପଧାନ୍ ଓ ଉତ୍ତର ନାୟକ ମଧ୍ୟ ଯୋଗ ଦେଇଥିଲେ। ଶହ ଶହ ସଂଖ୍ୟାରେ କଂଗ୍ରେସ କର୍ମୀ ଉପସ୍ଥିତ ରହି କେଣ୍ଡେଲ ଶୋଭାଯାତ୍ରା ରେ ସାମିଲ ହୋଇଥିଲେ। ବିଭିନ୍ନ ପ୍ରକାରର ସ୍ଳୋଗାନ ଦେଇ ନାରୀ ନିର୍ଯାତନା ଓ ଗ୍ୟାସ ର ଦରବୃଦ୍ଧି ପ୍ରତିବାଦରେ ନାରାବାଜି ଦେଇଥିଲେ। ସରକାର ଏ ଦିଗରେ ପୁରା ବିଫଳ ହୋଇଥିବା ନେଇ ସେମାନେ ତାଙ୍କର ପ୍ରତିକ୍ରିୟା ରେ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026

You Might Also Like