-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||     

HOME   ଜିଲ୍ଲା

ସ୍ବର୍ଗତ କୁଳପତି ପ୍ରଫେସର ସଞ୍ଜୟ ଶତପଥୀଙ୍କ ସ୍ମୃତିରେ ବକ୍ତବ୍ୟ ମାଳା ପ୍ରଥମ ଲୋକାର୍ପିତ

18-Apr-2025



(ଡୋଲେଶ୍ୱର ବାଗ )
 ମା ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟ ପ୍ରାକ୍ତନ କୁଳପତି ପ୍ରଫେସର ସଞ୍ଜୟ ଶତପଥୀଙ୍କ ସ୍ମୃତିରେ ପ୍ରଥମ ପ୍ରେରଣାଦାୟୀ ବକୃତା ମାଳା ଲୋକାର୍ପିତ ହୋଇଯାଇଅଛି। ମାଁ ମାଣିକେଶ୍ଵରୀ କୁଳପତି ଡଃ ନିବେଦିତା ନାଥ ଙ୍କ ସଭାପତିତ୍ବରେ ଆୟୋଜିତ ହୋଇଯାଇଛି । ପ୍ରଥମେ ମା ମାଣିକେଶ୍ଵରୀ ଓ ସଞ୍ଜୟ ଶତପଥୀଙ୍କ ଫଟୋ କୃତିରେ ଦୀପ ଧୂପ ପ୍ରଜ୍ବଳନ ପରେ ପ୍ରାରମ୍ଭିକ ସଙ୍ଗୀତ ଗାନ କରାଯାଇଥିଲା । ସହ କୁଳସଚିବ ମେଜର ଡଃ ଜୟଦେବ ସାହୁ ପ୍ରାରମ୍ଭିକ ସୂଚନା ଦେଇଥିବା ବେଳେ ବିତ୍ତ ଅଧିକାରୀ  ସୁରେଶ ପଡ଼ିଶିକା ଓ କୁଳପତି ସ୍ମୁତି ଚାରଣ କରିଥିଲେ । ମୁଖ୍ୟ ବକ୍ତା ଭାବେ ମେଜର ଡଃ ରାମ ଚନ୍ଦ୍ର ମିଶ୍ର ଯୋଗଦେଇ ଅବିଭକ୍ତ କଳାହାଣ୍ଡି ଜିଲ୍ଲାର ଲୋକ ଦେବ ଦେବୀ ଓ ଲୋକ ବିଶ୍ୱାସ ଉପରେ ପ୍ରଥମ ପ୍ରେରଣାଦାୟୀ ବକ୍ତବ୍ୟ ରଖିଥିଲେ । ସଞ୍ଜୟଙ୍କ ଜୀବନୀ ଏବଂ ଉଚ୍ଚ ଶିକ୍ଷା କ୍ଷେତ୍ରରେ ବିଶ୍ୱବିଦ୍ୟାଳୟ ପାଇଁ ତାଙ୍କ ଅବଦାନ ଅତୁଲନିୟ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ। ତାଙ୍କ ସ୍ମୃତିରେ ସମଗ୍ର କ୍ଷେତ୍ରରେ ସଫଳତା ପାଇଁ ଛାତ୍ରୀଙ୍କୁ ସମ୍ମାନିତ କରାଯାଇଥିଲା । ଶେଷରେ ରାଜନୀତି ବିଭାଗ ମୁଖ୍ୟ ଡଃ କୈଳାସ ଚନ୍ଦ୍ର ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026

You Might Also Like