-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

ଚହଗାଁ ପଞ୍ଚାୟତ ଘଣ୍ଟବାହାଲି ଗାଁକୁ ଡ୍ରେନ ଓ ରାସ୍ତା ନିର୍ମାଣ ପାଇଁ ପଞ୍ଚାୟତ ଓ ବ୍ଲକ ପ୍ରାସନର ଆନ୍ତରିକତା ଅଭାବ

19-Apr-2025



(ଚିନ୍ତାମଣି  ନାଏକ )
 କଳାହାଣ୍ଡି ଜିଲ୍ଲାରେ ଗତ ଦୁଇ ଦଶହନ୍ଧି ଧରି ଅନେକ ଗ୍ରାମକୁ ରାଜ୍ୟ ସରକାର ବିଭିନ୍ନ ଯୋଜନାରେ ଅନ୍ତର୍ଭୁକ୍ତ କରି ପିଚୁ ସଡ଼କ ଓ କଂକ୍ରିଟ ରାସ୍ତା ମାନ ନିର୍ମାଣ କରିଛନ୍ତି । ଏହା ଦ୍ୱାରା କଳାହାଣ୍ଡି ଜିଲ୍ଲାର ବହୁ ଦୁର୍ଗମ ଅଞ୍ଚଳ କୁ ଗମନା ଗମନ ସୁଗମ ହେଉଥିବା ବେଳେ ବାଦ ପଡିଛି ଜିଲ୍ଳା ସଦର ମହକୁମା ଭବାନୀପାଟଣା ବ୍ଲକ ଏହି ଗ୍ରାମକୁ ଖଣ୍ଡେ ଭଲ ରାସ୍ତା ନ ଥିବାରୁ ଗ୍ରାମ ବାସି ମାନେ ବର୍ଷା ଦିନରେ ଯିବା ଆସିବା ସମୟ ରେ ନାନା ସମସ୍ୟା ର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି ଏବଂ ବିଶେଷ କରି ଗତ ଚବିଶ ବର୍ଷର ବିଜେଡ଼ି ସରକାର ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି  ପ୍ରାପ୍ତ ସୂଚନା ଅନୁଯାଇ  ଭବାନୀପାଟଣା ସଦର ବ୍ଲକର ଚହଗାଁ ପଞ୍ଚାୟତ ୩୬ଟି ପଞ୍ଚାୟତ ମଧ୍ୟରୁ ଗୋଟିଏ। ପଞ୍ଚାୟତ ବିଭାଜିକରଣ ପୂର୍ବରୁ ଏହା କର୍ଲାପଡା ପଞ୍ଚାୟତର ଅନ୍ତର୍ଭୁକ୍ତ ଥିଲା। ଏହି ଅଞ୍ଚଳର ପ୍ରତ୍ୟେକ ଗ୍ରାମକୁ ବିଭିନ୍ନ ଯୋଜନାରେ ପକ୍କା ପିଚୁ  କଂକ୍ରିଟ ରାସ୍ତା ନିର୍ମାଣ ପ୍ରାୟତଃ ହୋଇ ସାରିଛି। 
 ଏନେଇ ଗ୍ରାମବାସୀ ସ୍ଥାନୀୟ ନେତା ପ୍ରଶାସନ ଓ ସ୍ଥାନୀୟ ବିଧାକଙ୍କ ଠାରେ ଯେତେ ନେହୁରା ହୋଇ ଗାଁ ରାସ୍ତା ଘାଟ କଥା ଜଣାଇଥିଲେ ମଧ୍ୟ କେହି କର୍ଣ୍ଣପାତ କରୁ ନଥିବା କଥା ଅଭଯୋଗ ଆଣିଛନ୍ତି ଏଣୁ ଏଥିପ୍ରତି ଜିଲ୍ଲା ପାଳ ସ୍ୱତନ୍ତ୍ର ଦୃଷ୍ଟି ଦେଇ ଏହାର ଆସୁ ସମାଧାନ ନିମନ୍ତେ ଦାବି ହୋଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like