-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

ତୁଷୁରା ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ୨୦୨୫-୨୬ ଶିକ୍ଷାବର୍ଷର ପ୍ରଥମ ପିଟିଏମ୍ ଅନୁଷ୍ଠିତ

19-Apr-2025



ତୁଷୁରା/ଗୁଡଭେଲା- ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଗୁଡଭେଲା ବ୍ଲକ୍ ର ପ୍ରାଥମିକ ଠାରୁ ଆରମ୍ଭ କରି ମାଧ୍ୟମିକ ବିଦ୍ୟାଳୟ ପର୍ଯ୍ୟନ୍ତ ପ୍ରତ୍ୟେକ ବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ୨୦୨୫-୨୬ ର ପ୍ରଥମ ଅଭିଭାବକ ଶିକ୍ଷକ ଶିକ୍ଷୟିତ୍ରୀ ତଥା ବିଦ୍ୟାଳୟ ପରିଚାଳନା ସମିତି ବୈଠକ ଅନୁଷ୍ଠିତ ହୋଇ ଯାଇଛି। ତୁଷୁରା ଏନ୍‌ଏ‌ସି ଅଧୀନସ୍ଥ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅଭିଭାବିକା ଜନନୀ ଧରୁଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଏବିଇଓ ବିପିନ ବାଗ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନୂତନ ଶିକ୍ଷାନୀତି ସମ୍ପର୍କରେ ଅବଗତ କରାଇଥିଲେ। ସମ୍ମାନିତ ଅତିଥି ଭାବେ ସିଆର୍‌ସିସି ଜଗମୋହନ ତ୍ରିପାଠୀ ଯୋଗ ଦେଇ ଅଭିଭାବକମାନେ ନିୟମିତ ବ୍ୟବଧାନରେ ବିଦ୍ୟାଳୟ ପରିଦର୍ଶନରେ ଆସି ଶିଶୁର ଶୈକ୍ଷିକ ଅଗ୍ରଗତି ସଂପର୍କରେ ପଚାରି ବୁଝିବାକୁ ପରାମର୍ଶ ଦେଇଥିଲେ। ବିଶିଷ୍ଟ କଳାକାର ପ୍ରିୟବ୍ରତ ଛତ୍ରିଆ (ବଡ)ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଗିତ ମାଧ୍ଯମରେ ଅଂଶୁଘାତର ସଚେତନତା କରାଇଥିଲେ। ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶ ସଭା ସଞ୍ଚାଳନ କରିଥିଲେ ଓ ସହକାରୀ

ଶିକ୍ଷୟିତ୍ରୀ ପ୍ରଶାନ୍ତି ଦାସ ଧନ୍ୟବାଦ ଅର୍ପଣ କରିଥିଲେ। ଗୁଡଭେଲା ବ୍ଲକ୍ ବିଇଓ ନମିତା ରାଣୀ ଭୋଇ ପରିଦର୍ଶନରେ ଆସି ବୈଠକ ସମ୍ପର୍କରେ ଆଲୋଚନା କରିଥିଲେ। ସହକାରୀ ଶିକ୍ଷୟିତ୍ରୀ ରଞ୍ଜିତା ନାଗ, ବିନ୍ଦୁ ମାହାଣା ଓ ଆକାଂକ୍ଷା ରାଣୀ ଯୋଶୀ ସହଯୋଗ କରିଥିଲେ। ଏଥିରେ ୪୩ ଜଣ ଅଭିଭାବକ ଅଭିଭାବିକା, ୫ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଓ ୧୧ଜଣ ଏସ୍‌ଏମ୍‌ସି ସଦସ୍ୟ ସଦସ୍ୟା ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like