-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||     

HOME   ଜିଲ୍ଲା

ପଶ୍ଚିମ’ର ୱେବ ସିରିଜ ପାଇଁ ମେଗା ଅଡିସନ୍ ଅନୁଷ୍ଠିତ, ୭୦ ଜଣ କଳାକାର ଯୋଗ ଦେଲେ ।

19-Apr-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ପଶ୍ଚିମ ଓଡିଶାର କଳା, ସଂସ୍କୃତି, ପରମ୍ପରା ଏବଂ ଦୈନନ୍ଦିନ ଘଟଣାବଳିକୁ ନେଇ ଖୁବ୍ ଶୀଘ୍ର ପଶ୍ଚିମ ମିଡିଆ ନେଟୱାର୍କ ପକ୍ଷରୁ ଏକ ଓଟିଟି ପ୍ଲାଟଫର୍ମ ଆରମ୍ଭ ହେବାକୁ ଯାଉଛି । ଓଡିଶାରେ ପ୍ରଥମ ଥର ପାଇଁ ଏହି ଓଟିଟି ପ୍ଲାଟଫର୍ମରେ ଉଭୟ ନ୍ୟୁଜ୍ ଏବଂ ମନୋରଞ୍ଜନ କାର୍ଯ୍ୟକ୍ରମ ପ୍ରସାରଣ ହେବ । ଏହି ସଂସ୍ଥାର ପ୍ରଥମ ପ୍ରୟୋଜନାରେ ପଶ୍ଚିମ ଓଡିଶାର ଗୋଟିଏ ନିଚ୍ଛକ କଥାବସ୍ତୁକୁ ନେଇ ଏକ ମେଗା ୱେବ ସିରିଜ୍ ନିର୍ମାଣ 
ହେବ । ଏହି ୱେବ ସିରିଜରେ ଅଭିନୟ ପାଇଁ ସୋନପୁର ବ୍ଲକ ଛକ ସ୍ଥିତ ରୟାଲ କନଭେନ୍‌ସନ୍ ପରିସରରେ ଏକ ମେଗା ଅଡିସନ୍ ଅନୁଷ୍ଠିତ ହୋଇଛି । ଏହି ମେଗା ଅଡିସନ୍ କାର୍ଯ୍ୟକ୍ରମରେ ସମ୍ବଲପୁର, ବଲାଙ୍ଗିର, ସୋନପୁର, ବରଗଡ, ବୌଦ୍ଧ, କଳାହାଣ୍ଡି, ନୂଆପଡା, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ ଆଦି ଜିଲ୍ଲାର ପ୍ରାୟ ୭୦ ଜଣ ବଛା ବଛା କଳାକାର ଯୋଗ ଦେଇ ନିଜ ନିଜ ଅଭିନୟର ଯାଦୁ ଦେଖାଇ ଥିଲେ । କଳାକାର ଚୟନ ବେଳେ ଏନ୍‌ଏସ୍‌ଡିଆନ ତଥା ବଲିଉଡ ଅଭିନେତା ଜଗନ୍ନାଥ ସେଠ ଏବଂ ନାଟ୍ୟଶ୍ରୀ ଗଦାଧର ବାରିକ  ବିଚାରକ ଭାବେ ଯୋଗ ଦେଇଥିଲେ ।  ଏହି କାର୍ଯ୍ୟକ୍ରମରେ କଣ୍ଠଶିଳ୍ପୀ ମାନସୀ ପାଣିଗ୍ରାହୀ, ଡିଓପି ଗୋପାଳ ପ୍ରଧାନ, କଣ୍ଠଶିଳ୍ପୀ ପଙ୍କଜ ଜାଲ, ଅଭିନେତା ତଥା ସଂଳାପ ଲେଖକ ବବଲୁ ବାଘ,ପ୍ରମୁଖ ଉପସ୍ଥିତ ଥିଲେ । ପ୍ରାରମ୍ଭରୁ ସଂସ୍ଥାର ଚେୟାରମ୍ୟାନ ଶୁଭାଶିଷ ରଥ ଯୋଗ ଦେଇ କଳା ବଞ୍ଚିଲେ କଳାକାର ବଞ୍ଚିବ ବୋଲି କହିଥିଲେ । ପଶ୍ଚିମ ଓଡିଶାର ବିଭିନ୍ନ ଅଞ୍ଚଳରେ ବହୁ ପ୍ରତିଭାବାନ କଳାକାର ରହିଛନ୍ତି । ତାଙ୍କୁ ଲୋକ ଲୋଚନକୁ ଆଣି ଆର୍ଥିକ ସ୍ୱଚ୍ଛଳ କରିବା ଆମର ଲକ୍ଷ୍ୟ ବୋଲି  ସେ କହିଥିଲେ । ସଂସ୍ଥାର ନିର୍ଦ୍ଦେଶକ ଶିବରାମ ମହାପାତ୍ର, ସାମ୍ବାଦିକ ଗଣପତି ବାଘ, ଧରଣୀଧର ମିଶ୍ରଙ୍କ ତତ୍ତ୍ୱାବଧାନରେ ସମସ୍ତ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା । କାର୍ଯ୍ୟକ୍ରମକୁ ସିନେ ଅଭିନେତା ଜିତ୍ ଏବଂ ସୁଶୋଭିତା ସଂଚାଳନ କରିଥିଲେ । ମେଗା ଅଡିସନ୍ ଆୟୋଜନରେ ମନୋଜ ବାରିକ, ଦେବକୀନନ୍ଦନ  ମିଶ୍ର,ବାସୁଦେବ ତ୍ରିପାଠୀ, ଅବକାଶ ମିଶ୍ର, କୌଶିକ୍‌,ନରେନ୍, ମାନଭଞ୍ଜନ ପୂଜାରୀ, ଗୋପାଳ ମହାକୁଡ, ନାରଦ ହାତୀ, ପ୍ରମୁଖ ସହଯୋଗ କରିଥିଲେ । ଶେଷରେ ଜଗନ୍ନାଥ ସେଠଙ୍କ ଅଭିନୟର ଝଲକ ଦେଖି ସମସ୍ତେ ଅଭିଭୂତ ହୋଇ ଯାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026

You Might Also Like