-+91-9937148622 |

prerana_bgr@rediffmail.com |

  Monday 20th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||     

HOME   ଜିଲ୍ଲା

ଡାବୁଗାଁ ରେ ବିଦ୍ୟୁତ କାଟ ହେଲେ ଅନ୍ଧାରରେ ରହୁଛି ଥାନା

21-Apr-2025



(ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ଜିଲ୍ଲା ଅଧୀନ ଡାବୁଗାଁ ଥାନା ଅଞ୍ଚଳରେ  ବିଦ୍ୟୁତ କାଟ ହେଲେ ଅନ୍ଧକାରରେ ରହୁଛି ଥାନା | ବିନା ବିଦ୍ୟୁତ ଆଲୁଅରେ କାର୍ଯ୍ୟ କରୁଛନ୍ତି କର୍ମଚାରୀ | ବିଭାଗକୁ ଜଣାଇବା ପରେ ବି ହେଉନି ମରାମତି | ଦୀର୍ଘ ଦିନ ଧରି ଥାନା ର ଇନଭର୍ଟର ମରାମତି ହେଉନଥିବାରୁ ଏପରି ଅବସ୍ଥା ହୋଇଥିବା ଦେଖିବାକୁ ମିଳିଛି | ବର୍ତମାନ ସମସ୍ତ କାର୍ଯ୍ୟ କମ୍ପ୍ୟୁଟରୀକରଣ ସହ ଅନଲାଇନରେ ହେଉଥିବା ବେଳେ କର୍ମଚାରୀ ମାନଙ୍କୁ ଏଥି ଲାଗି ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି | କାଳ ବୈଶାଖୀ ଯୋଗୁଁ ପ୍ରାୟ ଦିନ ବର୍ଷା ପଵନ ଦେଖି ବିଦ୍ୟୁତ କାଟ କରାଯାଉଛି | ବିଦ୍ୟୁତ ନ ଥିଲେ ଥାନାର କୌଣସି କାର୍ଯ୍ୟ ହୋଇପାରୁନଥିବା ବେଳେ ଥାନାକୁ ଯାଉଥିବା ଲୋକ ବହୁ ଅସୁବିଧାର ସମ୍ମୁଖିନ ହେଉଛନ୍ତି | ବର୍ତ୍ତମାନ କାଳ ବୈଶାଖୀ କାରଣରୁ ପ୍ରତିଦିନ ସନ୍ଧ୍ୟାରେ ବିଦ୍ୟୁତ କଟିଯାଉଥିବାରୁ ଥାନା ଅନ୍ଧକାରରେ ରହୁଛି | ବିଭିନ୍ନ କାରଣରୁ ଅଭିଯୋଗ ନେଇ ଥାନାକୁ ଆସୁଥିବା ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି,  କାରଣ ଥାନାର ବାମ ପଟକୁ  ଲାଗି ଜଙ୍ଗଲ ଏବଂ  ଡାହାଣ ଓ ପଛ ପଟେ ରହିଛି ଚାଷ ଜମି ସେଠାରୁ ବିଷାକ୍ତ ସାପ ମଧ୍ୟ ଥାନା ପରିସରକୁ ଚାଲି ଆସୁଛନ୍ତି | ଯାହାକି ଥାନା ପରିସର ଅନ୍ଧାର ରହୁଥିବାରୁ ଲୋକଙ୍କୁ ସାପ ଙ୍କ ଭୟ ମଧ୍ୟ ରହୁଛି | ଏନେଇ  ଥାନା ଆଇଆଇସି ଗୋପାଳକୃଷ୍ଣ ଆଗୁପାତ୍ରଙ୍କୁ  ପଚାରିବାରୁ ଏନେଇ ଉପରିସ୍ଥ କର୍ତ୍ତୁପକ୍ଷଙ୍କୁ ଜଣାଇଥିବା କହିଛନ୍ତି | ତେବେ କେବେ ଏହାର ସମାଧାନ ହେବ, ଲୋକେ ଥାନାକୁ ଆସିବା ବିପଦ ମୁକ୍ତ ହେବେ, ତାହା ଦେଖିବାକୁ ବାକି ରହିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   19-Jul-2026
  ଜିଲ୍ଲା  
ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   19-Jul-2026
  ଜିଲ୍ଲା  
ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   19-Jul-2026
  ଜିଲ୍ଲା  
ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   19-Jul-2026
  ଜିଲ୍ଲା  
ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   19-Jul-2026
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026

You Might Also Like