-+91-9937148622 |

prerana_bgr@rediffmail.com |

  Saturday 24th May 2025 |

| | | |

R.N.I. Regd No. ODIODI/2010/46693

Breaking News

ଜନ ସେବକ ସୋମନାଥ ମିଶ୍ରଙ୍କ ଜନ୍ମ ଶତବାର୍ଷିକୀ ପାଳନ   (23-May-2025)       ||      *ଇଞ୍ଜିନିୟର ଅକ୍ଷୟ ସାମଲଙ୍କୁ ଅମୃତ କଳାକାର ପୁରସ୍କାର ପ୍ରଦାନ*   (23-May-2025)       ||      ରୋଜିତା ବାଗ ଙ୍କୁ ଯୁବ କଳାକାର ମେଧାବୃତ୍ତି   (23-May-2025)       ||      ଶ୍ରୀଅରବିନ୍ଦ ପାଠଚକ୍ର କର୍ମୀ ସମ୍ମିଳନୀ    (23-May-2025)       ||      ନୂଆପଡ଼ା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ କୃଷି ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତ   (23-May-2025)       ||      ରୋଜିତା ବାଗଙ୍କୁ ଯୁବ କଳାକାର ମେଧାବୃତ୍ତି   (23-May-2025)       ||      ଧବଳେଶ୍ଵର ମେହେର ପାଇଲେ ସମ୍ମାନ ଜନକ ଡକ୍ଟରେଟ୍ ଉପାଧି   (23-May-2025)       ||      ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଙ୍କ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପରିଦର୍ଶନ   (23-May-2025)       ||      ବିନିକାରେ ୩୦ଶଯ୍ୟା ବିଶିଷ୍ଟ ନୂତନ ଡାକ୍ତରଖାନାର ଶିଳାନ୍ୟାସ   (23-May-2025)       ||      ସୁବର୍ଣ୍ଣପୁର ସର୍କିଟ ହାଉସ ଠାରେ ମନ୍ତ୍ରୀ ରବି ନାରାୟଣ ନାୟକ ଙ୍କ ସାମ୍ୱାଦିକ ସମ୍ମିଳନୀ   (23-May-2025)       ||      *ମାନ୍ୟବର ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକଙ୍କ ଦିନିକିଆ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ*- *୨୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପ ର ଉଦଘାଟନ*- :   (23-May-2025)       ||      ସାଉନ୍ତେଶ୍ୱରୀ ଦେବୀ ମନ୍ଦିର ପର୍ଯ୍ଯଟନସ୍ଥଳୀ ମାନ୍ୟତା ଓ ପୁନରୁଦ୍ଧାର ଦାବି   (23-May-2025)       ||      ଏସ୍ ବି ଆଇ, ବଲାଙ୍ଗୀର ଶାଖା ପକ୍ଷରୁ କୋଏନ ଏକ୍ସଚେଞ୍ଜ ମେଳା ଅନୁଷ୍ଠିତ    (23-May-2025)       ||      ଆୟ-ବ୍ୟୟ ଆଲୋଚନା ସହ ଧନୁଯାତ୍ରା ଫିଲ୍ମ ଓ କଫି ଟେବୁଲ ବୁକ୍ ହେଲା ଉନ୍ମୋଚନ   (23-May-2025)       ||      ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ   (23-May-2025)       ||      ସୋନପୁର ହରଡଖୋଲ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା*- *ଦୁଇ ମୃତ ୮ ଗୁରୁତର*-   (23-May-2025)       ||      କଟଣୀ ଛଟଣୀରେ ଜର୍ଜରିତ ବରଗଡ଼ ଜିଲ୍ଲା ଚାଷୀ   (23-May-2025)       ||      ଆଜି ଠାରୁ ଜିଲ୍ଲାରେ ରବି ଧାନ କିଣା ଆରମ୍ଭ –ଭାଲେର ପେକ୍ସ ରେ ଧାନ କିଣା ର ଶୁଭାରମ୍ଭ କଲେ ଅତିରିକ୍ତ ଜିଲ୍ଲାପାଳ    (23-May-2025)       ||      ଆମ୍ବରୁ ବିଭିନ୍ନ ମୂଲ୍ୟ ଯୁକ୍ତ ପଦାର୍ଥର ପ୍ରସ୍ତୁତି ସମ୍ବନ୍ଦୀୟ ତାଲିମ କାର୍ଯ୍ୟକ୍ରମ   (23-May-2025)       ||      ଶତାୟୁ ୰ଧୋବେଇ ଚରଣ ଦାଶଙ୍କ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ   (23-May-2025)       ||     

HOME   ଅପରାଧ

ମନୋଜ ହତ୍ୟାକାଣ୍ଡ,ଅଭିଯୁକ୍ତ ବିଜୁ ସେଠ ଭୁବନେଶ୍ୱରରୁ ଗିରଫ

22-Apr-2025



ବଲାଙ୍ଗୀର(ପ୍ରେରଣା ଖବର): ଗତ ଅପ୍ରେଲ ୧୩ ତାରିଖରେ ବଲାଙ୍ଗୀର ସହରର ବିଷ୍ଣୁମୁଣ୍ଡାଠାରେ ସଂଧ୍ୟାରେ ମନୋଜ ନାଏକ ନାମକ ଜଣେ ବ୍ୟବସାୟୀକୁ ହାଣି ହତ୍ୟା କରାଯାଇଥିଲା । ସେହି ଘଟଣାରେ ଅଭିଯୁକ୍ତଥିବା ବିଷ୍ଣୁମୁଣ୍ଡା ଗାଁର ବିଜୁ ସେଠକୁ ଘଟଣାର ୯ଦିନ ପରେ ପୋଲିସ ଭୁବନେଶ୍ୱରରୁ ଗିରଫ କରିଛି । ଭୁବନେଶ୍ୱର ବାଲିଅନ୍ତା ଠାରେ ଏକ ନିର୍ମାଣକାରୀ ସଂସ୍ଥାରେ କାମ କରୁଥିବା ବେଳେ ବିଜୁକୁ ପୋଲିସ ଧରିଥିଲା । ପୂର୍ବରୁ ମନୋଜ ସହିତ ବିଜୁର ଶତୃତା ରହିଥିଲା । ମନୋଜର ଜଣେ ସହ ଯୋଗୀକୁ ଆକ୍ରମଣ କରି ବିଜୁ ଜେଲ ଯାଇଥିଲା । ମନୋଜ କୁଆଡେ ବିଜୁକୁ ମାଡମାରିଥିଲା ଓ ଜେଲକୁ ପଠାଇଥିଲା । ସେହି କାରଣରୁ ବିଜୁ ସୁଯୋଗ ଖୋଜି ସେଦିନ ସଂଧ୍ୟାରେ ବିଦ୍ୟୁତ ଚାଲିଯାଇଥିବା ବେଳେ ମନୋଜକୁ ହତ୍ୟା କରିଥିଲା ବୋଲି ଆଜି ବଲାଙ୍ଗୀର ଏସପି ଅଭିଲାଷ ଜୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏସପି ଅଭିଲାଷ ଜୀ ସାମ୍ବାଦିକ ସମ୍ବିଳନୀରେ ସୂଚନା ଦେଇ କହିଛନ୍ତି ଯେ,ଘଟଣାଦିନର ସିସିଟିଭି ଫୁଟେଜ

ପୋଲିସ ହାତରେ ପ୍ରଥମଦିନରେ ହିଁ ଲାଗିଥିଲା । ଘଟଣାଦିନ ଅନେକ ଲୋକ ହତ୍ୟାକାଣ୍ଡକୁ ସ୍ୱଚକ୍ଷୁରେ ଦେଖିଛନ୍ତି । ଅଭିଯୁକ୍ତ ହତ୍ୟା କଲାପରେ ହତ୍ୟାରେ ବ୍ୟବହୃତ ଟାଙ୍ଗିଆକୁ ଧରି ଗ୍ରାମର ବସ୍ତିଭିତରେ ଯାଇଥିଲା । ପରେ ସେ ବରଗଡ ପାଇକମାଳକୁ ତାର ଜଣେ ସଂମ୍ପର୍କିୟ ଘରକୁ ଚାଲିଯାଇଥିଲା । କିନ୍ତୁ ସେଠାରୁ ସେ ଖସିଯାଇ ଭୁବନେଶ୍ୱର ବାଲିଅନ୍ତା ଅଞ୍ଚଳକୁ ଚାଲିଯାଇ ଏକ ଠିକା କାମ କରୁଥିବା ଠିକଦାର ପାଖରେ ଶ୍ରମିକ ଭାବରେ କାମ କରୁଥିଲା । ସୋମବାର ସକାଳେ କେନାଲ ଖଣ୍ଡିରେ ବସିଥିବାବେଳେ ପୋଲିସ ତାକୁ ଧରିବାରେ ସଫଳ ହୋଇଥିଲା ବୋଲି ଏସପି ସୂଚନା ଦେଇଛନ୍ତି । ହତ୍ୟାକାରି ଠାରୁ ହତ୍ୟାରେ ବ୍ୟବହୃତ ଟାଙ୍ଗିଆକୁ ପୋଲିସ ଜବତ କରି ସିନ ରିକ୍ରେସନ କରାଇ ଆଜି କୋର୍ଟ ଚାଲାଣ କରାଯାଇଛି । ଆଜିର ସାମ୍ବାଦିକ ସମ୍ବିଳନୀରେ ସଦର ଏସଡିପିଓ ସରୋଜ ଉପାଧ୍ୟାୟ,ଟାଉନ ଆଇଆଇସି ଅବନୀ ସାହୁ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜନ ସେବକ ସୋମନାଥ ମିଶ୍ରଙ୍କ ଜନ୍ମ ଶତବାର୍ଷିକୀ ପାଳନ   23-May-2025
  ଜିଲ୍ଲା  
*ଇଞ୍ଜିନିୟର ଅକ୍ଷୟ ସାମଲଙ୍କୁ ଅମୃତ କଳାକାର ପୁରସ୍କାର ପ୍ରଦାନ*   23-May-2025
  ଜିଲ୍ଲା  
ରୋଜିତା ବାଗ ଙ୍କୁ ଯୁବ କଳାକାର ମେଧାବୃତ୍ତି   23-May-2025
  ଜିଲ୍ଲା  
ଶ୍ରୀଅରବିନ୍ଦ ପାଠଚକ୍ର କର୍ମୀ ସମ୍ମିଳନୀ   23-May-2025
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ କୃଷି ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତ   23-May-2025
  ଜିଲ୍ଲା  
ରୋଜିତା ବାଗଙ୍କୁ ଯୁବ କଳାକାର ମେଧାବୃତ୍ତି   23-May-2025
  ଜିଲ୍ଲା  
ଧବଳେଶ୍ଵର ମେହେର ପାଇଲେ ସମ୍ମାନ ଜନକ ଡକ୍ଟରେଟ୍ ଉପାଧି   23-May-2025
  ଜିଲ୍ଲା  
ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଙ୍କ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପରିଦର୍ଶନ   23-May-2025
  ଜିଲ୍ଲା  
ବିନିକାରେ ୩୦ଶଯ୍ୟା ବିଶିଷ୍ଟ ନୂତନ ଡାକ୍ତରଖାନାର ଶିଳାନ୍ୟାସ   23-May-2025
  ଜିଲ୍ଲା  
ସୁବର୍ଣ୍ଣପୁର ସର୍କିଟ ହାଉସ ଠାରେ ମନ୍ତ୍ରୀ ରବି ନାରାୟଣ ନାୟକ ଙ୍କ ସାମ୍ୱାଦିକ ସମ୍ମିଳନୀ   23-May-2025
  ଜିଲ୍ଲା  
*ମାନ୍ୟବର ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକଙ୍କ ଦିନିକିଆ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ*- *୨୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପ ର ଉଦଘାଟନ*- :   23-May-2025
  ଜିଲ୍ଲା  
ସାଉନ୍ତେଶ୍ୱରୀ ଦେବୀ ମନ୍ଦିର ପର୍ଯ୍ଯଟନସ୍ଥଳୀ ମାନ୍ୟତା ଓ ପୁନରୁଦ୍ଧାର ଦାବି   23-May-2025

You Might Also Like