-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||     

HOME   ଜିଲ୍ଲା

ପଞ୍ଚାୟତିରାଜ ବିଭାଗରୁ ପ୍ରଥମ ସ୍ଥାନ ଅଧିକାର କଲେ କାନୁଟ ଗ୍ରାମ ପଞ୍ଚାୟତ

25-Apr-2025



ପାଟଣାଗଡ଼: ଗତକାଲି ସାରା ଓଡ଼ିଶାରେ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ପଞ୍ଚାୟତିରାଜ ଦିବସ ପାଳନ କରାଯାଇଥିଲାବେଳେ ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଳକ କାର୍ଯ୍ୟାଳୟ ପରିସରରେ ମଧ୍ୟ ପାଳନ କରାଯାଇଥିଲା। ବେଲପଡା ବିଡ଼ିଓ ରାଜେଶ କୁମାର ମେହେରଙ୍କ ତତ୍ବାବଧାନରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସାଂସଦ ପ୍ରତିନିଧି କୁନୁ ମୁଣ୍ଡା ଓ ବିଧାୟକଙ୍କ ପ୍ରତିନିଧି ତନ୍ମୟ କୁମାର ଦାଶ ମଞ୍ଚାସୀନ ଥିଲେ।ଜିପିଡିଓ ଦେବେନ୍ଦ୍ର ସାହୁ ଏଇଇ ଭୁବନ ସିଂ ନାଏକ ବ୍ଳକର ସମସ୍ତ କର୍ମଚାରୀ, ସମସ୍ତ ଜନ ପ୍ରତିନିଧି ଉପସ୍ଥିତ ଥିଲେ।କେନ୍ଦ୍ର ସରକାରଙ୍କ ଦ୍ବାରା ଯୋଗାଇ ଦିଆଯାଇଥିବା ରାସନ୍ ସାମଗ୍ରୀ ପାଇଁ ନୂତନ ହିତାଧିକାରୀ ମାନଙ୍କୁ ରାସନ୍ କାର୍ଡ ବଣ୍ଟନ କରା ଯାଇଛି। ପ୍ରତ୍ୟେକ ବର୍ଷ ଯେଉଁ ଗ୍ରାମ ପଞ୍ଚାୟତରେ ସରକାରଙ୍କ ଅନୁଦାନ ପାଣ୍ଠିରୁ ଆସିଥିବା ଟଙ୍କା ସଦ୍ ବିନିଯୋଗ କରି ଉନ୍ନୟନମୂଳକ କାର୍ଯ୍ୟ କରିଥାନ୍ତି ସେମାନଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ପଞ୍ଚାୟତିରାଜ ଦିବସ ରେ ପୁରସ୍କାର ବିତରଣ କରାଯାଇଥାଏ। ଚଳିତ ବର୍ଷ ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଳକ କାନୁଟ ଗ୍ରାମ ପଞ୍ଚାୟତ ଓ ମଧ୍ୟପୁର ଗ୍ରାମ ପଞ୍ଚାୟତ ରେ ସର୍ବାଧିକ ଉନ୍ନୟନ ମୂଳକ କାର୍ଯ୍ୟ ହେଇଥିବାରୁ ସେମାନଙ୍କୁ ଆଜି ରାଜ୍ୟ ସରକାର ଙ୍କ ତରଫରୁ ପୁରସ୍କୃତ କରାଯାଇଛି। ପ୍ରଥମ ସ୍ଥାନ ରେ କାନୁଟ ଗ୍ରାମ ପଞ୍ଚାୟତ ରହିଥିବା ଯୋଗୁଁ କାନୁଟ ଗ୍ରାମ ପଞ୍ଚାୟତ ର‌ ସରପଞ୍ଚ ଅଶୋକ କୁମାର ମହାପାତ୍ର ଓ ପିଇଓ ପିଣ୍ଟୁ ମଲ୍ଲିକ କୁ ମାନପତ୍ର ପ୍ରଦାନ କରାଯାଇଥିବା ସହିତ ୩୮୬୪୭୩ ର ଏକ ଚେକ୍ ପ୍ରଦାନ କରାଯାଇଥିଲା। ସେଭଳି ମଧ୍ୟପୁର ଗ୍ରାମ ପଞ୍ଚାୟତ ର‌ ସରପଞ୍ଚ ରାମଗୋପାଳ ନାଏକ ଓ ପିଇଓ ଭବାନୀ ଶଙ୍କର ଭୋଇ ଙ୍କୁ ମାନପତ୍ର ସହ ଚେକ୍ ପ୍ରଦାନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଅଙ୍ଗନବାଡ଼ି କର୍ମୀ,ସି ଆର୍ ପି , ଏମ୍ ବି କେ ମଧ୍ୟ ଯୋଗଦାନ କରି ମାନପତ୍ର ପାଇଥିବା ଦୁଇଟି ସରପଞ୍ଚ ଙ୍କୁ ପ୍ରଶଂସା କରିଥିଲେ। ଆଗାମୀ ଦିନରେ ସରକାରଙ୍କ ବିଭନ୍ନ ଯୋଜନା କୁ ଲୋକ ଙ୍କୁ ପହଞ୍ଚାଇବା ସହ ଲୋକଙ୍କ ପାଇଁ କାମ କରିବି ବୋଲି କାନୁଟ ଗ୍ରାମ ପଞ୍ଚାୟତ ର‌ ସରପଞ୍ଚ ଅଶୋକ କୁମାର ମହାପାତ୍ର ମନ୍ତବ୍ୟ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   26-Nov-2026
  ଜିଲ୍ଲା  
ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   26-Nov-2026
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026

You Might Also Like