-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||     

HOME   ଜିଲ୍ଲା

ପୁଣି ଥରେ ରାଜ୍ୟ ଯୁବ କଂଗ୍ରେସ ର ସାଧାରଣ ସମ୍ପାଦିକା ମନ୍ଦାକିନୀ ବାଣୁଆ

25-Apr-2025



ଭବାନୀପାଟଣା(ଜଗନ୍ନାଥ ନାଏକ): ରାଜ୍ୟ ଯୁବ କଂଗ୍ରେସ ସାଧାରଣ ସମ୍ପାଦିକା ହେଲେ ମନ୍ଦାକିନୀ ବାଣୁଆ l ଦ୍ଵିତୀୟ ଥର ପାଇଁ ପୁଣି ଥରେ ରାଜ୍ୟ ଯୁବ କଂଗ୍ରେସ ର ସାଧାରଣ ସମ୍ପାଦିକା ହେଲେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହର ୱାର୍ଡ଼ ନଂ ୧୯
ମଦନମୋହନ  ପଡା(ଦର୍ପଣ ସାଗର ପଡା)ର କମଳ ଲୋଚନ ବାଣୁଆ କଂଗ୍ରେସରେ ସେ ୫୦  ବର୍ଷ ଧରି କାମ କରି ଆସୁଥିଲେ। କମଳ ଲୋଚନ ବାଣୁଆଙ୍କ ପରେ ତାଙ୍କ ସାନ ଭାଇ ଦୁର୍ଯ୍ୟୋଧନ ବାଣୁଆ କଂଗ୍ରେସରେ ମଧ୍ୟ ୩୦ ବର୍ଷରୁ ଊର୍ଦ୍ଧ୍ୱ ହେବ କାମ କରି ଆସୁଥିଲେ। ଦୁର୍ଯ୍ୟୋଧନ ବାଣୁଆଙ୍କ ତାଙ୍କ ସ୍ତ୍ରୀ କୁମୁଦିନୀ ବାଣୁଆଙ୍କ ସୁପୁତ୍ରୀ ମନ୍ଦାକିନୀ ବାଣୁଆ କଂଗ୍ରେସରେ ଏହା ପୂର୍ବରୁ ସେ ରାଜ୍ୟ ସାଧାରଣ ସମ୍ପାଦିକା ଭାବେ ଦାୟିତ୍ୱ ତୁଲାଇ ଆସିଛନ୍ତି । ୨୦୨୩ ମସିହାରେ ଭବାନୀପାଟଣା ପୌର ନିର୍ବାଚନରେ ସେ ମ୍ୟୁନିସିପାଲିଟି ରେ ପୌରଧ୍ୟକ୍ଷା ପଦ ପାଇଁ ନିର୍ବାଚନ ଲଢ଼ିଥିଲେ । ପୁଣିଥରେ ଯୁବ କଂଗ୍ରେସ ର ସାଧାରଣ ସମ୍ପାଦିକା ହେବା ପରେ ସେ ଆଗାମୀ ଦିନରେ ଓଡ଼ିଶା ର ଯୁବକ ଯୁବତୀ ମାନଙ୍କ ନ୍ୟାର୍ଯ୍ୟ ଦାବି ପାଇଁ ଲଢେଇ ଜାରି ରଖିବା ସହ ଯୁବକ ଯୁବତୀମାନଙ୍କୁ କଂଗ୍ରେସ ପ୍ରତି ଆକୃଷ୍ଟ କରାଇ ତୃଣ ମୂଳ ସ୍ତରରେ ଦଳକୁ ମଜବୁତ କରିବେ ବୋଲି ତାଙ୍କ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି । ଏହି ଖବର ଶୁଣିବା ପରେ ତାଙ୍କ ସମର୍ଥକ ଓ ଅଞ୍ଚଳ ବାସି ଶୁବେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ତାଙ୍କୁ ଆଶୀର୍ବାଦ ଓ ସହଯୋଗ କରିଥିବା କଂଗ୍ରେସ ପରିବାର ର ସମସ୍ତ ସଦସ୍ୟ କୁ ସେ ଧନ୍ୟବାଦ ଦେବା ସହ କଂଗ୍ରେସ ର ସମସ୍ତ ନେତୃ ବୃନ୍ଦ ମାନଙ୍କୁ ତାଙ୍କର କୃତଜ୍ଞତା ଜ୍ଞାପନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   26-Nov-2026
  ଜିଲ୍ଲା  
ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   26-Nov-2026
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026

You Might Also Like