-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||     

HOME   ଜିଲ୍ଲା

ଜିଲ୍ଲା ଆଇନସେବା ପ୍ରାଧିକରଣ ରାୟଗଡା ଦ୍ୱାରା ଆଇନ ସଚେତନତା କାର୍ଯ୍ୟକ୍ରମ

26-Apr-2025



ରାୟଗଡ଼ା (ସୁପ୍ରିୟା ଷଡଙ୍ଗୀ): ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତାରେ ଅଦ୍ୟ ତା-୨୪.୦୪.୨୦୨୫ ରିଖ ସମୟ ଘ.୧୦.୦୦ମି ସମୟ ରେ ସ୍ଥାନୀୟ ବାରିଝୋଲା ୟୁ.ପି ସ୍କୁଲ ପରିସରରେ ଅନୁସୂଚିତ ଜାତି ର ଲୋକ ମାନଙ୍କ ପାଇ ଥିବା ଆଟ୍ରୋସିଟି ଆକ୍ଟ ସହିତ ପୋସ ଆକ୍ଟ ଉପରେ ଉପରେ ଏକ ଆଇନ୍ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି I ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ରାୟଗଡା ବାର ଆସୋସିଏସନର ଆଇନଜୀବି ସାମୁଏଲ ତାଣ୍ଡି, ଦେବରାଜ ନାୟକ, ବାରିଝୋଲା ଗ୍ରାମର ସରପଞ୍ଛ, ନାଏବ ସରପଞ୍ଛ ଓ ଗ୍ରାମର ଜନସାଧାରଣ ପ୍ରମୁଖ ଉପସ୍ଥିତ ଥିଲେ I ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ନିଜର ବକ୍ତବ୍ୟରେ ଅନୁସୂଚିତ ଜାତି ର ଲୋକ ମାନଙ୍କ ପାଇ ଥିବା ଆଟ୍ରୋସିଟି ଆକ୍ଟ ସହିତ ବାଲ୍ୟ ବିବାହ, ଶିଶୁ ଶ୍ରମିକ ଓ ଅନ୍ଧବିଶ୍ୱାସ ଏହା ସହିତ ବିଭିନ୍ନ ପ୍ରକାର ଆଇନ ଉପରେ ବିସୃତ ଭାବରେ ଅଂଶଗ୍ରହଣକାରୀ ମାନଙ୍କୁ ବୁଝାଇଥିଲେ I ସେହିପରି ଉପସ୍ଥିତ ଥିବା ଅନ୍ୟ ଅତିଥିମାନେ ନିଜର ବକ୍ତବ୍ୟରେ ମହିଳା ମାନେ କର୍ମକ୍ଷେତ୍ରରେ ଯୌନନିର୍ଯ୍ୟାତନର ସୀକାର ହେଉଛନ୍ତି ତାକୁ କିପରି ପ୍ରତିରୋଧ କରିବା ଓ  କିପରି ଯୌନ ନିର୍ଯ୍ୟାତନା ସୀକାର ନହୁଅନ୍ତି ସେଥିପାଇ ସେମାନେ କମ୍ପ୍ଲେନ କମିଟିର ସହଯୋଗ ନେବାକଥା ସେ ବିଷୟରେ ବିସୃତ ଭାବରେ ଅଶଗ୍ରହଣକାରୀମାନଙ୍କୁ ବୁଝାଇଥିଲେ I ପରିଶେଷରେ ବିଭିନ୍ନ ଅସୁବିଧା ସମୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଦ୍ୱାରସ୍ଥ ହେବା ପାଇ ସମସ୍ତ ଜନସାଧାରଣ ମାନଙ୍କୁ ବୁଝାଇଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ଗ୍ରାମର ସମସ୍ତ ଜନସାଧାରଣ ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହିତ ଶେସ ହୋଇଛି I


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   26-Nov-2026
  ଜିଲ୍ଲା  
ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   26-Nov-2026
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026

You Might Also Like