-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||     

HOME   ଜିଲ୍ଲା

ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ସମାରୋହ ଉତ୍ସବ ପାଳିତ

26-Apr-2025



ଢେଙ୍କାନାଳ (ଉଦୟ ଭାନୁ ସାହୁ): ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ସମାରୋହ ଉତ୍ସବ ସ୍ଥାନୀୟ ସୂଚନା କେନ୍ଦ୍ର ତଥା ପାଠାଗାରରେ  ଜିଲ୍ଲା  ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ଜିଲ୍ଲା ପ୍ରଶାସନ ସମନ୍ଵୟରେ ଅନୁଷ୍ଠିତ ହୋଇଯାଇଛି  | ଏହି ଅବସରରେ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା l ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୀବନୀ ଅନେକ ଜୀବନକୁ ସୃଜନଶୀଳ କରିବାକୁ ପ୍ରୋତ୍ସାହିତ କରିଥିଲେ । ଓଡିଆ ଭାଷା,ସାହିତ୍ୟ,ସଂସ୍କୃତିକୁ ଆଗକୁ ବଢେଇବାରେ କର୍ଣ୍ଣଧାର ସାଜିଥିଲେ ବୋଲି  ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ମତବ୍ୟକ୍ତ କରିଥିଲେ । ଏହି ଅବସରରେ ବରପୁତ୍ର ମାନଙ୍କ ଜୀବନୀ ଜାଣିବାରେ କୁଣ୍ଠା ବୋଧ ନ କରିବାକୁ ବର୍ତ୍ତମାନର ଯୁବପିଢୀ ପ୍ରେରଣା ନେବା ଉଚିତ ବୋଲି କହିଥିଲେ । କୃଷ୍ଣଚନ୍ଦ୍ର ଗଜପତି ଖଣ୍ଡ ବିଖଣ୍ଡିତ ଓଡ଼ିଶାକୁ ଏକତ୍ରିକରଣ କରିବା ସହିତ ଓଡ଼ିଶାର ଭାଷା ବଞ୍ଚେଇବା ପାଇଁ ଲଢେଇ କରିଥିଲେ । କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୀବନରୁ ସାଲିଶ ବିହୀନ ମାନସିକତାକୁ ହଟେଇ ଅନ୍ୟାୟ ବିରୁଦ୍ଧରେ ମୂହଁ ଖୋଲି ଆଗକୁ ବଢିବାକୁ ଶିଖିବା ଦରକାର ବୋଲି   ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଭିଷେକ ବେହେରାଙ୍କ ସମେତ କର୍ମଚାରୀ ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   26-Nov-2026
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026

You Might Also Like