-+91-9937148622 |

prerana_bgr@rediffmail.com |

  Wednesday 25th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||      ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||      ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||      ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||      ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||     

HOME   ଜିଲ୍ଲା

*ନୂଆପଡାରେ ବିଶ୍ୱପ୍ରାଣୀ ଚିକିତ୍ସା ଦିବସ ପାଳିତ। ପ୍ରାଣୀ ସମ୍ପଦର ଉନ୍ନତିରେ ଚାଷୀର ପ୍ରଗତି - ଜିଲ୍ଲାପାଳ*

26-Apr-2025



(ଡୋଲେଶ୍ୱର  ବାଗ )
ନୂଆପଡା ଜିଲ୍ଲାରେ  ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ଆନୁକୂଲ୍ୟରେ ବିଶ୍ୱପ୍ରାଣୀ ଚିକିତ୍ସା ଦିବସ ସ୍ଥାନୀୟ ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ଡଃ ଆଲୋକ କୁମାର ନାୟକଙ୍କ ସଭାପତିତ୍ବରେ ଆୟୋଜିତ ଏହି ସଭାରେ ଜିଲ୍ଲାପାଳ ମଧୁସୂଦନ ଦାଶ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ  ସମ୍ମାନିତ ଅତିଥି ଭାବରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଜଳ ବିଭାଜିକା ପ୍ରକଳ୍ପ ଉପ ନିର୍ଦ୍ଦେଶକ ରଶ୍ମି ରଞ୍ଜନ ପାତ୍ର ଯୋଗ ଦେଇଥିଲେ। ଡଃ ନାୟକ ସ୍ଵାଗତ ସମ୍ଭାଷଣ ସହିତ ପଶୁ ପାଳକ ଚାଷୀ ମାନଙ୍କ ବିକାଶ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବହୁମୁଖି ଯୋଜନା ସମ୍ବନ୍ଧରେ ଆଲୋଚନା କରିଥିଲେ । ଅତିଥି ମାନେ ପ୍ରାଣୀକୁଳ ମାନବ ସମାଜର ଏକ ଅପରିହାର୍ଯ୍ୟ ଅଙ୍ଗ ଏବଂ ଏହି ମୂକ ପ୍ରାଣୀ ମାନଙ୍କ ଯତ୍ନ ନେବା ଆମ ନୈତିକ କର୍ତ୍ତବ୍ୟ ବୋଲି କହିଥିଲେ । ସମନ୍ୱିତ ଚାଷ ପ୍ରଣାଳୀ ଅନୁସରଣ କଲେ ଜଣେ ଚାଷୀ ନିଶ୍ଚିତ ଭାବରେ ଲାଭବାନ ହେବ ବୋଲି ସେମାନେ କହିଥିଲେ। ସଭାକୁ ସମ୍ବୋଧନ କରି ଜିଲ୍ଲାପାଳ କହିଲେଯେ ନୂଆପଡା ଜିଲ୍ଲାରେ ପ୍ରାଣୀ ସମ୍ପଦ ବିକାଶ ପାଇଁ ପର୍ଯ୍ୟାପ୍ତ ସୁଯୋଗ ରହିଛି ବୋଲି କହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   25-Nov-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   25-Nov-2026
  ଜିଲ୍ଲା  
ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   25-Nov-2026
  ଜିଲ୍ଲା  
ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   25-Nov-2026
  ଜିଲ୍ଲା  
ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   25-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   25-Nov-2026
  ଜିଲ୍ଲା  
*ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   25-Nov-2026
  ଜିଲ୍ଲା  
ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ   25-Nov-2026
  ରାଜ୍ୟ  
ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   25-Nov-2026
  ଜିଲ୍ଲା  
ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି   25-Nov-2026
  ଜିଲ୍ଲା  
ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   24-Nov-2026
  ଜିଲ୍ଲା  
୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   24-Nov-2026

You Might Also Like