-+91-9937148622 |

prerana_bgr@rediffmail.com |

  Wednesday 25th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||      ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||      ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||      ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||      ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||     

HOME   ଜିଲ୍ଲା

*ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜିଲ୍ଲା ସ୍ତରୀୟ ଜୟନ୍ତୀ ସମାରୋହ ପାଳିତ*

26-Apr-2025



(ଡୋଲେଶ୍ୱର ବାଗ )
ନୂଆପଡ଼ା ଜିଲ୍ଲା ସଦଭାବନା ସଭା ଗୃହ ପରିସର ମଧ୍ୟରେ ଜିଲ୍ଲା ପ୍ରଶାସନ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗର ମିଳିତ ଆନୁକୁଲ୍ୟରେ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ବିନ୍ଧାଣି  ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜିଲ୍ଲା ସ୍ତରୀୟ  ଜୟନ୍ତୀ ସମାରୋହ ପାଳିତ ହୋଇଯାଇଅଛି। ଏହି ଜୟନ୍ତୀ ପାଳନ ସମାରୋହରେ ଜିଲ୍ଲାପାଳ ମଧୁସୂଦନ ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଉତ୍କଳ ପ୍ରଦେଶ ଗଠନ ସହ ଓଡ଼ିଆ ଭାଷା ସାହିତ୍ୟ ଏବଂ ମାତୃଭାଷା ମମତା ଅନନ୍ୟା ପ୍ରୟାସ ଥିଲା।  ଜିଲ୍ଲା ସଂସ୍କୃତି ଅଧିକାରୀଙ୍କୁ ଜିଲ୍ଲା ରେ ପ୍ରଥମ ଥର ପାଇଁ ବିଷୁବ ମିଳନ ଓ କବିତା ପାଠୋତ୍ସବ ପାଳନ ହେବା ଆହ୍ବାନ କରିଥିଲେ । ସଭାରେ ସମ୍ମାନିତ ଅତିଥି ରୂପେ ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ବକ୍ତା ହିସାବରେ ପ୍ରାଧ୍ୟାପକ ଲୋହିତାକ୍ଷ ଯୋଷୀ ଓ ଅଧ୍ୟାପକ ସମୁଏଲ୍ ଦାନୀ ଯୋଗଦେଇଥିଲେ । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ସ୍ବାଗତ ସମ୍ଭାଷଣ ପ୍ରଦାନ କରିଥିଲେ। ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ , ବିଭିନ୍ନ ଶିକ୍ଷାନୁଷ୍ଠାନ ର ଛାତ୍ର ଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ଜିଲ୍ଲାର ବୁଦ୍ଧିଜୀବୀ, ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ଏହି ସଭାରେ ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   25-Nov-2026
  ଜିଲ୍ଲା  
ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   25-Nov-2026
  ଜିଲ୍ଲା  
ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   25-Nov-2026
  ଜିଲ୍ଲା  
ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   25-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   25-Nov-2026
  ଜିଲ୍ଲା  
*ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   25-Nov-2026
  ଜିଲ୍ଲା  
ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ   25-Nov-2026
  ରାଜ୍ୟ  
ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   25-Nov-2026
  ଜିଲ୍ଲା  
ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି   25-Nov-2026
  ଜିଲ୍ଲା  
ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   24-Nov-2026
  ଜିଲ୍ଲା  
୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   24-Nov-2026
  ଜିଲ୍ଲା  
ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   24-Nov-2026

You Might Also Like