-+91-9937148622 |

prerana_bgr@rediffmail.com |

  Saturday 24th May 2025 |

| | | |

R.N.I. Regd No. ODIODI/2010/46693

Breaking News

ଜନ ସେବକ ସୋମନାଥ ମିଶ୍ରଙ୍କ ଜନ୍ମ ଶତବାର୍ଷିକୀ ପାଳନ   (23-May-2025)       ||      *ଇଞ୍ଜିନିୟର ଅକ୍ଷୟ ସାମଲଙ୍କୁ ଅମୃତ କଳାକାର ପୁରସ୍କାର ପ୍ରଦାନ*   (23-May-2025)       ||      ରୋଜିତା ବାଗ ଙ୍କୁ ଯୁବ କଳାକାର ମେଧାବୃତ୍ତି   (23-May-2025)       ||      ଶ୍ରୀଅରବିନ୍ଦ ପାଠଚକ୍ର କର୍ମୀ ସମ୍ମିଳନୀ    (23-May-2025)       ||      ନୂଆପଡ଼ା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ କୃଷି ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତ   (23-May-2025)       ||      ରୋଜିତା ବାଗଙ୍କୁ ଯୁବ କଳାକାର ମେଧାବୃତ୍ତି   (23-May-2025)       ||      ଧବଳେଶ୍ଵର ମେହେର ପାଇଲେ ସମ୍ମାନ ଜନକ ଡକ୍ଟରେଟ୍ ଉପାଧି   (23-May-2025)       ||      ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଙ୍କ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପରିଦର୍ଶନ   (23-May-2025)       ||      ବିନିକାରେ ୩୦ଶଯ୍ୟା ବିଶିଷ୍ଟ ନୂତନ ଡାକ୍ତରଖାନାର ଶିଳାନ୍ୟାସ   (23-May-2025)       ||      ସୁବର୍ଣ୍ଣପୁର ସର୍କିଟ ହାଉସ ଠାରେ ମନ୍ତ୍ରୀ ରବି ନାରାୟଣ ନାୟକ ଙ୍କ ସାମ୍ୱାଦିକ ସମ୍ମିଳନୀ   (23-May-2025)       ||      *ମାନ୍ୟବର ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକଙ୍କ ଦିନିକିଆ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ*- *୨୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପ ର ଉଦଘାଟନ*- :   (23-May-2025)       ||      ସାଉନ୍ତେଶ୍ୱରୀ ଦେବୀ ମନ୍ଦିର ପର୍ଯ୍ଯଟନସ୍ଥଳୀ ମାନ୍ୟତା ଓ ପୁନରୁଦ୍ଧାର ଦାବି   (23-May-2025)       ||      ଏସ୍ ବି ଆଇ, ବଲାଙ୍ଗୀର ଶାଖା ପକ୍ଷରୁ କୋଏନ ଏକ୍ସଚେଞ୍ଜ ମେଳା ଅନୁଷ୍ଠିତ    (23-May-2025)       ||      ଆୟ-ବ୍ୟୟ ଆଲୋଚନା ସହ ଧନୁଯାତ୍ରା ଫିଲ୍ମ ଓ କଫି ଟେବୁଲ ବୁକ୍ ହେଲା ଉନ୍ମୋଚନ   (23-May-2025)       ||      ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ   (23-May-2025)       ||      ସୋନପୁର ହରଡଖୋଲ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା*- *ଦୁଇ ମୃତ ୮ ଗୁରୁତର*-   (23-May-2025)       ||      କଟଣୀ ଛଟଣୀରେ ଜର୍ଜରିତ ବରଗଡ଼ ଜିଲ୍ଲା ଚାଷୀ   (23-May-2025)       ||      ଆଜି ଠାରୁ ଜିଲ୍ଲାରେ ରବି ଧାନ କିଣା ଆରମ୍ଭ –ଭାଲେର ପେକ୍ସ ରେ ଧାନ କିଣା ର ଶୁଭାରମ୍ଭ କଲେ ଅତିରିକ୍ତ ଜିଲ୍ଲାପାଳ    (23-May-2025)       ||      ଆମ୍ବରୁ ବିଭିନ୍ନ ମୂଲ୍ୟ ଯୁକ୍ତ ପଦାର୍ଥର ପ୍ରସ୍ତୁତି ସମ୍ବନ୍ଦୀୟ ତାଲିମ କାର୍ଯ୍ୟକ୍ରମ   (23-May-2025)       ||      ଶତାୟୁ ୰ଧୋବେଇ ଚରଣ ଦାଶଙ୍କ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ   (23-May-2025)       ||     

HOME   ଜିଲ୍ଲା

ଅର୍ଥ ମଞ୍ଜୁରୀ ପରେବି ହେଉନି ଟେଣ୍ଡର; ଉନ୍ନୟନ କାର୍ଯ୍ୟ ବାଧାପ୍ରାପ୍ତ

29-Apr-2025



ବରୀ(ରଞ୍ଜିତ ମହାନ୍ତି):  ସରକାରଙ୍କ ତରଫରୁ ଗମନା ଗମନର ସୁବିଧା ପାଇଁ  ଅର୍ଥ ମଞ୍ଜୁରୀ ହେଉଥିଲେ ହେଁ ଦାୟିତ୍ୱରେ ଥିବା ଅଧିକାରୀଙ୍କ କାଳକ୍ଷେପଣ ନୀତି ଯୋଗୁଁ ମଞ୍ଜୁର ଅର୍ଥ ନିର୍ଦ୍ଧିଷ୍ଟ ସମୟ ସୀମା ମଧ୍ୟରେ ଖର୍ଚ୍ଚ ହୋଇ ନ ପାରିବାରୁ ଉନ୍ନୟନ କାର୍ଯ୍ୟ ବାଧା ପ୍ରାପ୍ତ ହେଉଛି। ସୂଚନା ମୁତାବକ ବରୀ-ବିଦ୍ରୁପା ପୂର୍ତ୍ତ ବିଭାଗ ରାସ୍ତାର ସମ୍ପ୍ରସାରଣ କାର୍ଯ୍ୟ ଚାଲୁ ଅଛି। ମାତ୍ର ଏହି ରାସ୍ତା ଉପରେ ବିଭିନ୍ନ ସ୍ଥାନ ମାନଙ୍କରେ ରାସ୍ତା ଉପରେ ବିଦ୍ୟୁତ ଖୁଣ୍ଟ ଓ ଟ୍ରାନ୍ସଫର୍ମର ରହି ଥିବାରୁ ଏହାକୁ ସ୍ଥାନାନ୍ତରିତ କରିବା ନିମନ୍ତେ ସରକାରଙ୍କ ତରଫରୁ ୧ କୋଟି ୭୮ଲକ୍ଷ ୭୩ ହଜାର ୮ଶହ ୧୬ଟଙ୍କା ତା ୬/୨/୨୦୨୫ ରିଖରୁ  ଅର୍ଥ ମଞ୍ଜୁର ହୋଇଥିଲେ ହେଁ ଅଦ୍ୟାବଧି ଟେଣ୍ଡର ନ ହେବା ଯୋଗୁଁ ବର୍ଷା ରିତୁ ପୂର୍ବରୁ କାର୍ଯ୍ୟ ସମ୍ପୂର୍ଣ ହେବା ପାଇଁ ଆଶଙ୍କା ପ୍ରକାଶ ପାଇଛି। ବିଶେଷ କରି ବ୍ରାହ୍ମଣୀ ନଦୀର ବାମ ପାର୍ଶ୍ଵ ରେ ଥିବା ନଦୀ ବନ୍ଧରେ ସୁରକ୍ଷା ନିମନ୍ତେ ମଞ୍ଜୁର ଅର୍ଥର ଟେଣ୍ଡର କରାଯାଇ ଶୀଘ୍ର କାର୍ଯ୍ୟ ଆରମ୍ଭ କରାଯିବାକୁ ସାଧାରଣରେ ଦାବି ହେଉଛି। ଏ ବିଷୟରେ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ ବିରେନ ବସୁଙ୍କୁ ପଚାରିବାରୁ ସେ କୁହନ୍ତି ସରକାରଙ୍କ ତରଫରୁ ଅର୍ଥ ମଞ୍ଜୁର ହୋଇଛି। ଖୁବ ଶୀଘ୍ର ଟେଣ୍ଡର କରାଯାଇ କାର୍ଯ୍ୟାରମ୍ଭ କରାଯିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜନ ସେବକ ସୋମନାଥ ମିଶ୍ରଙ୍କ ଜନ୍ମ ଶତବାର୍ଷିକୀ ପାଳନ   23-May-2025
  ଜିଲ୍ଲା  
*ଇଞ୍ଜିନିୟର ଅକ୍ଷୟ ସାମଲଙ୍କୁ ଅମୃତ କଳାକାର ପୁରସ୍କାର ପ୍ରଦାନ*   23-May-2025
  ଜିଲ୍ଲା  
ରୋଜିତା ବାଗ ଙ୍କୁ ଯୁବ କଳାକାର ମେଧାବୃତ୍ତି   23-May-2025
  ଜିଲ୍ଲା  
ଶ୍ରୀଅରବିନ୍ଦ ପାଠଚକ୍ର କର୍ମୀ ସମ୍ମିଳନୀ   23-May-2025
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ କୃଷି ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତ   23-May-2025
  ଜିଲ୍ଲା  
ରୋଜିତା ବାଗଙ୍କୁ ଯୁବ କଳାକାର ମେଧାବୃତ୍ତି   23-May-2025
  ଜିଲ୍ଲା  
ଧବଳେଶ୍ଵର ମେହେର ପାଇଲେ ସମ୍ମାନ ଜନକ ଡକ୍ଟରେଟ୍ ଉପାଧି   23-May-2025
  ଜିଲ୍ଲା  
ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଙ୍କ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପରିଦର୍ଶନ   23-May-2025
  ଜିଲ୍ଲା  
ବିନିକାରେ ୩୦ଶଯ୍ୟା ବିଶିଷ୍ଟ ନୂତନ ଡାକ୍ତରଖାନାର ଶିଳାନ୍ୟାସ   23-May-2025
  ଜିଲ୍ଲା  
ସୁବର୍ଣ୍ଣପୁର ସର୍କିଟ ହାଉସ ଠାରେ ମନ୍ତ୍ରୀ ରବି ନାରାୟଣ ନାୟକ ଙ୍କ ସାମ୍ୱାଦିକ ସମ୍ମିଳନୀ   23-May-2025
  ଜିଲ୍ଲା  
*ମାନ୍ୟବର ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକଙ୍କ ଦିନିକିଆ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ*- *୨୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପ ର ଉଦଘାଟନ*- :   23-May-2025
  ଜିଲ୍ଲା  
ସାଉନ୍ତେଶ୍ୱରୀ ଦେବୀ ମନ୍ଦିର ପର୍ଯ୍ଯଟନସ୍ଥଳୀ ମାନ୍ୟତା ଓ ପୁନରୁଦ୍ଧାର ଦାବି   23-May-2025

You Might Also Like