-+91-9937148622 |

prerana_bgr@rediffmail.com |

  Sunday 25th January 2026 |

| | | |

R.N.I. Regd No. ODIODI/2010/46693

Breaking News

ବଡ଼ଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଜାତୀୟ ବାଳିକା ଦିବସ ପାଳିତ   (24-Jan-2026)       ||      *୩୭ ତମ ସର୍ବ ଭାରତୀୟ ଲାଲ୍ ମନି କ୍ରିକେଟ - ସୁନ୍ଦରଗଡ ଦଳ ସେମି ଫାଇନାଲ ରେ ପ୍ରବେଶ* -   (24-Jan-2026)       ||      ବୋଡ଼େନ୍ ରେ ପାତାଳଗଙ୍ଗା ମହୋତ୍ସବ: ନୂଆପଡ଼ା ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା   (24-Jan-2026)       ||      ଗାନ୍ଧୀଜୀ ଓ ନେତାଜୀଙ୍କ ବୈଚାରିକ ବିଭେଦକୁ ବ୍ୟକ୍ତିଗତ ବିବାଦର ରୂପ ଦିଆଯାଉଛି   (24-Jan-2026)       ||      ଲୋଇସିଂହା ଆଦିବାସୀ ଭବନ ଠାରେ ଏକ ସ୍ଵାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ   (24-Jan-2026)       ||      ଜାତୀୟ ଶିଶୁ କନ୍ୟା ଦିବସରେ ସରକାରୀ ଶୁଖା ଉଚ୍ଚ ବିଦ୍ୟାଳୟ ଛାତ୍ରଛାତ୍ରୀ ଦ୍ୱାରା ଏକ ଅଭିନବ ନୁକ୍ଲଡ ନାଟକ ପ୍ରଦର୍ଶନ   (24-Jan-2026)       ||      କୁକୁଡାଗାଲି ଉପରେ ଚଢାଉ , ୫ ଗିରଫ   (24-Jan-2026)       ||      *ଆସନ୍ତା କାଲି ଠାରୁ ଶ୍ରୀ ଶ୍ରୀ ବଡ଼ ଗୋପାଳ ଜୀ ମହାପ୍ରଭୂଙ୍କ ଭବ୍ୟ ଉତ୍ସବ ଆରମ୍ଭ* - *ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଲେ ମହନ୍ତ ମହାରାଜ*-   (24-Jan-2026)       ||      ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଧାରଣ ପରିଷଦ ବୈଠକ, ବଲାଙ୍ଗୀରେ ପ୍ରସ୍ତାବିତ ନୂତନ ସିଭିଲ କୋର୍ଟ କୋଠା ନିର୍ମାଣ ନେଇ ଆଲୋଚନା   (24-Jan-2026)       ||      ବଲାଙ୍ଗୀର ପଲ୍ଲିଶ୍ରୀ ମେଳା ■ ୧କୋଟି ୩୦ଲକ୍ଷ ଟଙ୍କାର ବେପାର ■ ଯୋଗଦେଇଥିଲେ ୧୧ଟି ରାଜ୍ୟର ୩୦୩ ଗ୍ରୁପ   (24-Jan-2026)       ||      ଯୋଗୀସର୍ଡ଼l ପଂଚାୟତ ପରିସରରେ ଜଳ ଅର୍ପଣ ଦିବସ ପାଳିତ   (24-Jan-2026)       ||      ପାତାଳଗଙ୍ଗା ଲୋକ ମହୋତ୍ସବ ତୃତୀୟ ସନ୍ଧ୍ଯାରେ ମନ ମୋହିଛି ଦଳଗତ ନୃତ୍ଯ   (24-Jan-2026)       ||      ବୀର ସୁରେନ୍ଦ୍ର ସାଏ ପବ୍ଲିକ ସ୍କୁଲର ୧୫ତମ ବାର୍ଷିକୋତ୍ସବ   (24-Jan-2026)       ||      ସ୍ଥାନାନ୍ତରିତ ହେଲା ସୋନପୁର ବସଷ୍ଟାଣ୍ଡ; ସହରରେ ଖୁସିର ମାହୋଲ   (24-Jan-2026)       ||      ରୁଗୁଡ଼ିଖାଲ ମାନସ ବିହାର ଠାରେ ବିଶ୍ଵଶାନ୍ତି ପାଇଁ ୨୯ ତମ ଶ୍ରୀରାମ ଚରିତ ମାନସ ଯଜ୍ଞ ଅନୁଷ୍ଠିତ    (23-Jan-2026)       ||      ପର୍ଯ୍ୟଟନ ସ୍ଥଳୀରେ ପ୍ଲାଷ୍ଟିକ ମୁକ୍ତ ବଣଭୋଜି ପାଇଁ ସଚେତନତା   (23-Jan-2026)       ||      ଡାବୁଗାଁ ର ବିଭିନ୍ନ ବିଦ୍ୟାଳୟରେ ମାଁ ସରସ୍ଵତୀ ପୂଜା ପାଳନ   (23-Jan-2026)       ||      ଶିକେରପାଟ୍ ଚ୍ୟାମ୍ପିଆନ ଟ୍ରଫି ୨୦୨୬ ଉଦଘାଟିତ   (23-Jan-2026)       ||      ତୁଷୁରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ମା ସରସ୍ବତୀ ଙ୍କ ପୂଜା ଓ ବିଦ୍ୟାରମ୍ଭ ସଂସ୍କାର   (23-Jan-2026)       ||      ଧରଣୀମାଲ ଗ୍ରାମ ବସ୍ତିପଡ଼ା ରେ ଧୂମଧାମ ରେ ପାଳିତ ହେଲା "ମା ସରସ୍ବତୀ" ପୂଜା   (23-Jan-2026)       ||     

HOME   ଜିଲ୍ଲା

ମହାରାଜ ବୀରମିତ୍ରୋଦୟ ସିଂହ ଦେବଙ୍କ ୮୮ତମ ଶ୍ରାଦ୍ଧ ଦିବସ ପାଳିତ

29-Apr-2025



ସୋନପୁର(ମନୋରଞ୍ଜନ ତ୍ରିପାଠୀ )ଓଡିଆ  ଭାଷାଭିତ୍ତିକ ଆମ ରାଜ୍ୟ ଓଡ଼ିଶା ଗଠନରେ ସୋନପୁର ମହାରାଜା ବୀର ମିତ୍ରୋଦୟ ସିଂହଦେବଙ୍କ ଅବଦାନକୁ ଅସ୍ବୀକାର କରାଯାଇ ନପାରେ। ସେହି ସମୟରେ ସବୁ କ୍ଷେତ୍ରରେ  ସାମଗ୍ରିକ ବିକାଶ ପାଇଁ ମହାରାଜା ପୁରା ସହଯୋଗ ଯୋଗାଇ ଦେଇଥିବା କଥା ଇତିହାସ ପୃଷ୍ଠାରୁ ଜଣାଯାଏ। ଏ ଜିଲ୍ଲା ତଥା ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ମଧ୍ୟ ତାଙ୍କର ଅବଦାନ ଚୀର ସ୍ମରଣୀୟ ଅଟେ। ଆଜି ୨୯ ଅପ୍ରେଲ ତାଙ୍କ  ୮୮ତମ ଶ୍ରାଦ୍ଧଦିବସରେ ସରକାରୀବାଳିକା ବାଳିକା ଉଚ୍ଚବିଦ୍ୟାଳୟ ଛକରେ ଥିବା ସେହି ମହାନ ମହାତ୍ମାଙ୍କ ପ୍ରତିମୂର୍ତ୍ତିରେ ଧୂପ ଦୀପ ଓ ପୁଷ୍ପ ମାଲ୍ୟ ପ୍ରଦାନ ପୂର୍ବକ ତାଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କଲେ ସୁବର୍ଣ୍ଣପୁର ଏଡିଏମ୍ ଶ୍ରୀମତୀ ଅଞ୍ଜଳିନା ପଧାନ ଓ ପୌର ପରିଷଦ ନିର୍ବାହୀ ଅଧିକାରୀ ଶ୍ରୀ ଋଷି ମାଝୀ l ସୁବର୍ଣ୍ଣପୁର ସଚେତନ ନାଗରିକ ମଞ୍ଚ, ମଝିପଡ଼ା ରମଧୂନ୍ କ୍ଲବ ଓ ସ୍ୱଚ୍ଛ ଭାରତ ସଂଗଠନ ମିଳିତସହଯୋଗରେ  ଓ ସଂଗଠକ ମନୋରଞ୍ଜନ ତ୍ରୀପାଠୀ, ପୀୟୁଷ ପଣ୍ଡlଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶ୍ରୀ ଗୋପାଳଜୀ ଯୋଗାଳୟର ସଭାପତି ହରିନାରାୟଣ ଶତପଥି, ଆଇନଜାବୀ ପ୍ରଦୀପ ପୁରୋହିତ, ସଚେତନ ନାଗରିକ ମଞ୍ଚର ସଭାପତି ସିତାଂଶୁ  ମିଶ୍ର, ସ୍ବଚ୍ଛ ଭାରତ ସଙ୍ଗଠନର ବରିଷ୍ଠ ସଦସ୍ୟ ଇନ୍ଦୁମତି ପୁରୋହିତ, ପ୍ରମୋଦ କୁମାର ସାହୁ,  ସାମ୍ୱାଦିକ ରଞ୍ଜନ ବାରିକ, ସୁଶାନ୍ତ ପଣ୍ଡା,  ରାମଧୁନ କ୍ଲବର ସଂପାଦକ ବିକାଶ ପଣ୍ଡା, ହୃଷୀକେଶ୍ ପଣ୍ଡା, ରାଜକୁମାର ନାଏକ, ଚନ୍ଦନ ସାହୁ, ଚୈତନ୍ୟ ନାଏକ, ସୁନିଲ ନାଏକ ପ୍ରମୁଖ ଅନେକ ସ୍ବେଛାସେବୀ ବୁଦ୍ଧିଜୀବୀ ଯୋଗ ଦେଇ ମହାରାଜ ସିଂହ ଦେଵଙ୍କୁ ଶ୍ରଦ୍ଧା ସୁମନ ଜ୍ଞାପନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଡ଼ଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଜାତୀୟ ବାଳିକା ଦିବସ ପାଳିତ   24-Jan-2026
  ଜିଲ୍ଲା  
*୩୭ ତମ ସର୍ବ ଭାରତୀୟ ଲାଲ୍ ମନି କ୍ରିକେଟ - ସୁନ୍ଦରଗଡ ଦଳ ସେମି ଫାଇନାଲ ରେ ପ୍ରବେଶ* -   24-Jan-2026
  ଜିଲ୍ଲା  
ବୋଡ଼େନ୍ ରେ ପାତାଳଗଙ୍ଗା ମହୋତ୍ସବ: ନୂଆପଡ଼ା ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା   24-Jan-2026
  ଜିଲ୍ଲା  
ଗାନ୍ଧୀଜୀ ଓ ନେତାଜୀଙ୍କ ବୈଚାରିକ ବିଭେଦକୁ ବ୍ୟକ୍ତିଗତ ବିବାଦର ରୂପ ଦିଆଯାଉଛି   24-Jan-2026
  ଜିଲ୍ଲା  
ଲୋଇସିଂହା ଆଦିବାସୀ ଭବନ ଠାରେ ଏକ ସ୍ଵାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ   24-Jan-2026
  ଜିଲ୍ଲା  
ଜାତୀୟ ଶିଶୁ କନ୍ୟା ଦିବସରେ ସରକାରୀ ଶୁଖା ଉଚ୍ଚ ବିଦ୍ୟାଳୟ ଛାତ୍ରଛାତ୍ରୀ ଦ୍ୱାରା ଏକ ଅଭିନବ ନୁକ୍ଲଡ ନାଟକ ପ୍ରଦର୍ଶନ   24-Jan-2026
  ଜିଲ୍ଲା  
କୁକୁଡାଗାଲି ଉପରେ ଚଢାଉ , ୫ ଗିରଫ   24-Jan-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ଶ୍ରୀ ଶ୍ରୀ ବଡ଼ ଗୋପାଳ ଜୀ ମହାପ୍ରଭୂଙ୍କ ଭବ୍ୟ ଉତ୍ସବ ଆରମ୍ଭ* - *ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଲେ ମହନ୍ତ ମହାରାଜ*-   24-Jan-2026
  ଜିଲ୍ଲା  
ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଧାରଣ ପରିଷଦ ବୈଠକ, ବଲାଙ୍ଗୀରେ ପ୍ରସ୍ତାବିତ ନୂତନ ସିଭିଲ କୋର୍ଟ କୋଠା ନିର୍ମାଣ ନେଇ ଆଲୋଚନା   24-Jan-2026
  ଜିଲ୍ଲା  
ବଲାଙ୍ଗୀର ପଲ୍ଲିଶ୍ରୀ ମେଳା ■ ୧କୋଟି ୩୦ଲକ୍ଷ ଟଙ୍କାର ବେପାର ■ ଯୋଗଦେଇଥିଲେ ୧୧ଟି ରାଜ୍ୟର ୩୦୩ ଗ୍ରୁପ   24-Jan-2026
  ଜିଲ୍ଲା  
ଯୋଗୀସର୍ଡ଼l ପଂଚାୟତ ପରିସରରେ ଜଳ ଅର୍ପଣ ଦିବସ ପାଳିତ   24-Jan-2026
  ଜିଲ୍ଲା  
ପାତାଳଗଙ୍ଗା ଲୋକ ମହୋତ୍ସବ ତୃତୀୟ ସନ୍ଧ୍ଯାରେ ମନ ମୋହିଛି ଦଳଗତ ନୃତ୍ଯ   24-Jan-2026

You Might Also Like