-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ପୂର୍ତ୍ତମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ

29-Apr-2025



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
ଦୀର୍ଘ ଦିନ ହେଲା ବନ୍ଦ ହୋଇ ପଡିଛି ସୋନପୁରର ବହୁ ପ୍ରତିକ୍ଷୀତ ରିଙ୍ଗ ରୋଡ ପ୍ରକଳ୍ପ। ଏନେଇ ଦିନକୁ ଦିନ ବ୍ୟାପକ ଜନ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ସେପଟେ ମୂରବୀ ବିହୀନ ନେତା ଶୂନ୍ୟ ସୋନପୁର ସହର ରେ ପ୍ରଶାସନ ମଧ୍ୟ ସ୍ଥାଣୁ ପାଲଟି ଥିବା ସହରରେ ଚର୍ଚ୍ଚା। ଏ ନେଇ ଆଜି ପୂର୍ବାହ୍ନ ୧୦ଟା ବେଳେ ସୋନପୁର ସଚେତନ ନାଗରିକ ମଞ୍ଚର କର୍ମକର୍ତ୍ତା ମାନେ ଆଇନ, ଅବକାରୀ ତଥା ପୂର୍ତ୍ତମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ଜରୀଆରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଐତିହ୍ୟ ସମ୍ପନ୍ନ ସୁବର୍ଣ୍ଣପୁର ସଦର ମହକୁମାର ମହାନଦୀ ସେତୁ ଠାରୁ ତେଲନଦୀ ସେତୁ ପର୍ଯ୍ୟନ୍ତ ରିଙ୍ଗରୋଡ୍ କାର୍ଯ୍ୟକୁ ଶୀଘ୍ର ସମ୍ପୂର୍ଣ୍ଣ କରିବା ପାଇଁ ଦୃଢ଼ ଦାବୀ କରିଛନ୍ତି। ଜିଲ୍ଲା ପ୍ରଶାସନ ସହ ଆଲୋଚନା କରିବା ସହ ମନ୍ତ୍ରୀ ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଉକ୍ତ ପ୍ରକଳ୍ପ ଆରମ୍ଭ ହେବାର ୧୨ ବର୍ଷରୁ ଉର୍ଦ୍ଧ୍ବ ସମୟ ହୋଇଗଲାଣି କିନ୍ତୁ ସମ୍ପୂର୍ଣ୍ଣ ନ ହେବା ଦ୍ୱାରା ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେଥିପାଇଁ ଉକ୍ତ ପ୍ରକଳ୍ପକୁ ସମ୍ପୂର୍ଣ୍ଣ କରିବା ଉପରେ ଜିଲ୍ଲା ପ୍ରଶାସନ ତତ୍ପରତା ପ୍ରକାଶ କରିବା ଉଚିତ୍ ବୋଲି ସେମାନେ ଦାବୀ ଜଣାଇଛନ୍ତି। ଏହି ଦାବିପତ୍ର ପ୍ରଦାନ ସମୟରେ ସଚେତନ ନାଗରିକ ମଞ୍ଚର ସଭାପତି ସିତାଂଶୁ ଶେଖର ମିଶ୍ର, ବାଙ୍କାନିଧି ରାୟଗୁରୁ, ମହେଶ ପୂଝାରୀ, ନିରଞ୍ଜନ ତ୍ରିପାଠୀ, ଅକ୍ଷୟ କୁମାର ସେଠୀ, ଦୁଃଖିରାମ ନାୟକ, ନବଘନ ଷାଣ୍ଢ, ବିଜୟ କେତନ ରାୟଗୁରୁ, ଜନ୍ମଜୟ ପାତ୍ର, ମାଗୁଣି ସାହୁ, ତ୍ରିପୁରାରୀ ପଣ୍ଡା, ଶେଷଦେବ ପଟ୍ଟନାୟକ, ଆନନ୍ଦ ବାରିକ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like