-+91-9937148622 |

prerana_bgr@rediffmail.com |

  Tuesday 17th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ

29-Apr-2025



ବଲାଙ୍ଗୀର, (ପ୍ରେରଣା ଖବର)ଆଜି ୨୯ ଅପ୍ରେଲ  ମଙ୍ଗଳବାର  ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳନ କରିଥିଲା ବଲାଙ୍ଗୀର ର ଅଗ୍ରଣୀ ନୃତ୍ଯ ସଂଗୀତ ଅନୁଷ୍ଠାନ ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ।,ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଆୟୋଜିତ ଏହି ନୃତ୍ଯ ସଂଗୀତର  ଅପୂର୍ବ  ସଂଯୋଜନାର ଆରମ୍ଭରେ ଅନୁଷ୍ଠିତ ସାଂସ୍କୃତିକ ସଭାରେ  ଏକାଡେମୀର ସଭାପତି ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀଙ୍କ ସଭାପତିତ୍ବରେ ବଲାଙ୍ଗୀର ଜିଲ୍ଲା ପରିଷଦ ,ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ ମୁଖ୍ଯ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ଅଧ୍ୟକ୍ଷା ,ବଲାଙ୍ଗୀର ପୌର ପରିଷଦ ଶ୍ରୀମତୀ ଲିକା ସାହୁ, ସମ୍ମାନୀତ ଅତିଥି ଭବରେ ଯୋଗ ଦେଇଥିଲେ। ଅନୁଷ୍ଠାନର ସଂପାଦିକା  ସୁଶ୍ରୀ ଜ୍ୟୋତିରେଖା ତ୍ରିପାଠୀ ଓ ଉପଦେଷ୍ଟା  ସନ୍ଦୀପ କୁମାର  କୁଅଁର ମଂଚାସୀନ ହୋଇ ଥିଲେ। ଏହି ଅବସରରେ ବିଶିଷ୍ଟ ତବଲାବାଦକ ସୂରଜ କୁମାର ଦୋରା ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।ସାଂସ୍କୃତିକ ସଭାକୁ କବି ରତ୍ନମୟ ତ୍ରିପାଠୀ ସଂଯୋଜନା କରିଥିଲେ।  ଅତିଥି ମାନେ ଆନୁଷ୍ଠାନିକ ନୃତ୍ଯ ଓ ସଂଗୀତ ଶିକ୍ଷା ଉପରେ ବର୍ତ୍ତମାନ  ଗରୁତ୍ବ ଆରୋପ କରିବା ସହ  ସମସ୍ତଙ୍କ ସର୍ବାଙ୍ଗିନ ବିକାଶ ପାଇଁ ନୃତ୍ଯ ଗୀତ ର ଆବଶ୍ୟକତା ରହିଥିବା ପ୍ରକାଶ କରି ବଲାଙ୍ଗୀର ରେ ଶାସ୍ତ୍ରୀୟ ନୃତ୍ୟର  ପରଂପରା ରହିଥିବା ପ୍ରକାଶ କରିଥିଲେ। ପରେ ପରେ ଆରମ୍ଭ ହୋଇଥିଲା ନୃତ୍ଯ  କାର୍ଯ୍ୟକ୍ରମ।  ସୁନୀଲ ମେହେରଙ୍କ  ସଂଯୋଜନାରେ ଏକାଡେମୀର ଛାତ୍ରୀ ମାନେ ସୃତି ପଟେଲ,ସୃତିରନ୍,ଓମି, ଆଦ୍ୟ ଅଭିଳାଷା ,ଆଦ୍ୟାଶା , ଶ୍ରୀୟଂଶି, ପ୍ରିୟଙ୍କା, ଆଦ୍ୟା, ଶ୍ରିଷ୍ଟି, ରାଜଶ୍ରୀ, ସିଦ୍ଧି, ଅନ୍ୱେଷା,ଶ୍ରାବଣୀ ଓ ଅନ୍ଯମାନେ ଓଡିଶୀ, ଲୋକନୃତ୍ଯ  ଓ ଆଧୁନିକ ନୃତ୍ଯ  ପରିବେଷଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like