-+91-9937148622 |

prerana_bgr@rediffmail.com |

  Sunday 25th January 2026 |

| | | |

R.N.I. Regd No. ODIODI/2010/46693

Breaking News

ବଡ଼ଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଜାତୀୟ ବାଳିକା ଦିବସ ପାଳିତ   (24-Jan-2026)       ||      *୩୭ ତମ ସର୍ବ ଭାରତୀୟ ଲାଲ୍ ମନି କ୍ରିକେଟ - ସୁନ୍ଦରଗଡ ଦଳ ସେମି ଫାଇନାଲ ରେ ପ୍ରବେଶ* -   (24-Jan-2026)       ||      ବୋଡ଼େନ୍ ରେ ପାତାଳଗଙ୍ଗା ମହୋତ୍ସବ: ନୂଆପଡ଼ା ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା   (24-Jan-2026)       ||      ଗାନ୍ଧୀଜୀ ଓ ନେତାଜୀଙ୍କ ବୈଚାରିକ ବିଭେଦକୁ ବ୍ୟକ୍ତିଗତ ବିବାଦର ରୂପ ଦିଆଯାଉଛି   (24-Jan-2026)       ||      ଲୋଇସିଂହା ଆଦିବାସୀ ଭବନ ଠାରେ ଏକ ସ୍ଵାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ   (24-Jan-2026)       ||      ଜାତୀୟ ଶିଶୁ କନ୍ୟା ଦିବସରେ ସରକାରୀ ଶୁଖା ଉଚ୍ଚ ବିଦ୍ୟାଳୟ ଛାତ୍ରଛାତ୍ରୀ ଦ୍ୱାରା ଏକ ଅଭିନବ ନୁକ୍ଲଡ ନାଟକ ପ୍ରଦର୍ଶନ   (24-Jan-2026)       ||      କୁକୁଡାଗାଲି ଉପରେ ଚଢାଉ , ୫ ଗିରଫ   (24-Jan-2026)       ||      *ଆସନ୍ତା କାଲି ଠାରୁ ଶ୍ରୀ ଶ୍ରୀ ବଡ଼ ଗୋପାଳ ଜୀ ମହାପ୍ରଭୂଙ୍କ ଭବ୍ୟ ଉତ୍ସବ ଆରମ୍ଭ* - *ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଲେ ମହନ୍ତ ମହାରାଜ*-   (24-Jan-2026)       ||      ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଧାରଣ ପରିଷଦ ବୈଠକ, ବଲାଙ୍ଗୀରେ ପ୍ରସ୍ତାବିତ ନୂତନ ସିଭିଲ କୋର୍ଟ କୋଠା ନିର୍ମାଣ ନେଇ ଆଲୋଚନା   (24-Jan-2026)       ||      ବଲାଙ୍ଗୀର ପଲ୍ଲିଶ୍ରୀ ମେଳା ■ ୧କୋଟି ୩୦ଲକ୍ଷ ଟଙ୍କାର ବେପାର ■ ଯୋଗଦେଇଥିଲେ ୧୧ଟି ରାଜ୍ୟର ୩୦୩ ଗ୍ରୁପ   (24-Jan-2026)       ||      ଯୋଗୀସର୍ଡ଼l ପଂଚାୟତ ପରିସରରେ ଜଳ ଅର୍ପଣ ଦିବସ ପାଳିତ   (24-Jan-2026)       ||      ପାତାଳଗଙ୍ଗା ଲୋକ ମହୋତ୍ସବ ତୃତୀୟ ସନ୍ଧ୍ଯାରେ ମନ ମୋହିଛି ଦଳଗତ ନୃତ୍ଯ   (24-Jan-2026)       ||      ବୀର ସୁରେନ୍ଦ୍ର ସାଏ ପବ୍ଲିକ ସ୍କୁଲର ୧୫ତମ ବାର୍ଷିକୋତ୍ସବ   (24-Jan-2026)       ||      ସ୍ଥାନାନ୍ତରିତ ହେଲା ସୋନପୁର ବସଷ୍ଟାଣ୍ଡ; ସହରରେ ଖୁସିର ମାହୋଲ   (24-Jan-2026)       ||      ରୁଗୁଡ଼ିଖାଲ ମାନସ ବିହାର ଠାରେ ବିଶ୍ଵଶାନ୍ତି ପାଇଁ ୨୯ ତମ ଶ୍ରୀରାମ ଚରିତ ମାନସ ଯଜ୍ଞ ଅନୁଷ୍ଠିତ    (23-Jan-2026)       ||      ପର୍ଯ୍ୟଟନ ସ୍ଥଳୀରେ ପ୍ଲାଷ୍ଟିକ ମୁକ୍ତ ବଣଭୋଜି ପାଇଁ ସଚେତନତା   (23-Jan-2026)       ||      ଡାବୁଗାଁ ର ବିଭିନ୍ନ ବିଦ୍ୟାଳୟରେ ମାଁ ସରସ୍ଵତୀ ପୂଜା ପାଳନ   (23-Jan-2026)       ||      ଶିକେରପାଟ୍ ଚ୍ୟାମ୍ପିଆନ ଟ୍ରଫି ୨୦୨୬ ଉଦଘାଟିତ   (23-Jan-2026)       ||      ତୁଷୁରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ମା ସରସ୍ବତୀ ଙ୍କ ପୂଜା ଓ ବିଦ୍ୟାରମ୍ଭ ସଂସ୍କାର   (23-Jan-2026)       ||      ଧରଣୀମାଲ ଗ୍ରାମ ବସ୍ତିପଡ଼ା ରେ ଧୂମଧାମ ରେ ପାଳିତ ହେଲା "ମା ସରସ୍ବତୀ" ପୂଜା   (23-Jan-2026)       ||     

HOME   ଜିଲ୍ଲା

ଜାରିଂ ହାଇସ୍କୁଲ ହିନ୍ଦୀ ଶିକ୍ଷକ ଙ୍କ ଅବସର ଗ୍ରହଣ

30-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାରିଂ ଉଚ୍ଚ ବିଦ୍ୟାଳୟ ର ହିନ୍ଦୀ ଶିକ୍ଷକ କାଶିରାମ ପ୍ରଧାନ ସରକାରୀ ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିତ୍ୟାନନ୍ଦ ଗଡତିଆ ଙ୍କ ଅଧ୍ୟକ୍ଷତା ଓ ପୂର୍ବତନ ଶିକ୍ଷକ ଗୋପବନ୍ଧୁ ପୁରୋହିତ ଙ୍କ ସଂଯୋଜନାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ପୂର୍ବତନ ପ୍ରଧାନ ଶିକ୍ଷକ ଶିବ ନାରାୟଣ ରଣା , ଅବସର ପ୍ରାପ୍ତ ଶିକ୍ଷକ କପିଲ ବାଗ ,ପ୍ରାକ୍ତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ଘନଶ୍ୟାମ ସାହୁ,ସ୍କୁଲ ପରିଚାଳନା କମିଟି ଅଧ୍ୟକ୍ଷ ଯୋଗେନ୍ଦ୍ର ପ୍ରଧାନ ସ୍କୁଲ କମିଟି ପୂର୍ବତନ ଅଧ୍ୟକ୍ଷ ଜୟନ୍ତ ପ୍ରଧାନ,ବରିଷ୍ଠ ଶିକ୍ଷକ ଦିବ୍ୟ କିଶୋର ପଣ୍ଡା, ପଞ୍ଚସଖା ଶିକ୍ଷା ସେତୁ କମିଟି ଅଧ୍ୟକ୍ଷ ଜିତେନ୍ଦ୍ରିୟ ଭୋଇ ,ସୁରେନ୍ଦ୍ର ମୋହନ ପ୍ରଧାନ ,ସଚ୍ଚିଦାନନ୍ଦ ମହାପାତ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ  ମଞ୍ଚାସୀନ ରହି ହିନ୍ଦୀ ଶିକ୍ଷକ ଶ୍ରୀ ପ୍ରଧାନଙ୍କୁ ସମ୍ବର୍ଦ୍ଧିତ କରିବା ସହ ଅବସରକାଳୀନ ଶୁଭେଚ୍ଛା ଜ୍ଞାପନ କରିଥିଲେ ।ଅନ୍ୟ ମାନଙ୍କ ମଧ୍ୟରେ ତ୍ରିପୁରା ଗଡତିଆ,ମନୋଜ ସାହୁ, ପ୍ରଦୀପ ସାହୁ ,ମିଶ୍ର ପାଣ୍ଡେ,ମହାଦେବ ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ପ୍ରିୟ ହିନ୍ଦୀ ଶିକ୍ଷକ ଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ସମ୍ବର୍ଦ୍ଧନା ର ଉତ୍ତର ରେ ଶ୍ରୀ ପ୍ରଧାନ ଆଗାମୀ ଦିନରେ ଛାତ୍ର ଛାତ୍ରୀଙ୍କ ପାଇଁ ମାଗଣା ଓ ନିରନ୍ତର ପାଠ୍ୟ ଦାନ ସେବା  ଯୋଗାଇବେ ବୋଲି ଦୃଢ଼ ପ୍ରତିଶ୍ରୁତି ଦେଇଥିଲେ । ଜାରିଂ ର ଶତାଧିକ ଗ୍ରାମବାସୀ ଅବସର ପ୍ରାପ୍ତ ହିନ୍ଦୀ ଶିକ୍ଷକଙ୍କ ନିଜ ଗ୍ରାମ ଛତିଶଗଡ଼ ରାଜ୍ୟ ଅନ୍ତର୍ଗତ  ବୋରୋଦା ଗ୍ରାମ ପର୍ଯ୍ୟନ୍ତ ଯାଇ ବିଦାୟ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଡ଼ଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଜାତୀୟ ବାଳିକା ଦିବସ ପାଳିତ   24-Jan-2026
  ଜିଲ୍ଲା  
*୩୭ ତମ ସର୍ବ ଭାରତୀୟ ଲାଲ୍ ମନି କ୍ରିକେଟ - ସୁନ୍ଦରଗଡ ଦଳ ସେମି ଫାଇନାଲ ରେ ପ୍ରବେଶ* -   24-Jan-2026
  ଜିଲ୍ଲା  
ବୋଡ଼େନ୍ ରେ ପାତାଳଗଙ୍ଗା ମହୋତ୍ସବ: ନୂଆପଡ଼ା ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା   24-Jan-2026
  ଜିଲ୍ଲା  
ଗାନ୍ଧୀଜୀ ଓ ନେତାଜୀଙ୍କ ବୈଚାରିକ ବିଭେଦକୁ ବ୍ୟକ୍ତିଗତ ବିବାଦର ରୂପ ଦିଆଯାଉଛି   24-Jan-2026
  ଜିଲ୍ଲା  
ଲୋଇସିଂହା ଆଦିବାସୀ ଭବନ ଠାରେ ଏକ ସ୍ଵାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ   24-Jan-2026
  ଜିଲ୍ଲା  
ଜାତୀୟ ଶିଶୁ କନ୍ୟା ଦିବସରେ ସରକାରୀ ଶୁଖା ଉଚ୍ଚ ବିଦ୍ୟାଳୟ ଛାତ୍ରଛାତ୍ରୀ ଦ୍ୱାରା ଏକ ଅଭିନବ ନୁକ୍ଲଡ ନାଟକ ପ୍ରଦର୍ଶନ   24-Jan-2026
  ଜିଲ୍ଲା  
କୁକୁଡାଗାଲି ଉପରେ ଚଢାଉ , ୫ ଗିରଫ   24-Jan-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ଶ୍ରୀ ଶ୍ରୀ ବଡ଼ ଗୋପାଳ ଜୀ ମହାପ୍ରଭୂଙ୍କ ଭବ୍ୟ ଉତ୍ସବ ଆରମ୍ଭ* - *ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଲେ ମହନ୍ତ ମହାରାଜ*-   24-Jan-2026
  ଜିଲ୍ଲା  
ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଧାରଣ ପରିଷଦ ବୈଠକ, ବଲାଙ୍ଗୀରେ ପ୍ରସ୍ତାବିତ ନୂତନ ସିଭିଲ କୋର୍ଟ କୋଠା ନିର୍ମାଣ ନେଇ ଆଲୋଚନା   24-Jan-2026
  ଜିଲ୍ଲା  
ବଲାଙ୍ଗୀର ପଲ୍ଲିଶ୍ରୀ ମେଳା ■ ୧କୋଟି ୩୦ଲକ୍ଷ ଟଙ୍କାର ବେପାର ■ ଯୋଗଦେଇଥିଲେ ୧୧ଟି ରାଜ୍ୟର ୩୦୩ ଗ୍ରୁପ   24-Jan-2026
  ଜିଲ୍ଲା  
ଯୋଗୀସର୍ଡ଼l ପଂଚାୟତ ପରିସରରେ ଜଳ ଅର୍ପଣ ଦିବସ ପାଳିତ   24-Jan-2026
  ଜିଲ୍ଲା  
ପାତାଳଗଙ୍ଗା ଲୋକ ମହୋତ୍ସବ ତୃତୀୟ ସନ୍ଧ୍ଯାରେ ମନ ମୋହିଛି ଦଳଗତ ନୃତ୍ଯ   24-Jan-2026

You Might Also Like