-+91-9937148622 |

prerana_bgr@rediffmail.com |

  Thursday 19th November 2026 |

| | | |

R.N.I. Regd No. ODIODI/2010/46693

Breaking News

୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ପଞ୍ଚମ ଦିବସ    (18-Nov-2026)       ||      ଯୁବକକୁ ଗୁଳି କରି ହତ୍ୟା, ଲୋକେ ଆତଙ୍କିତ   (18-Nov-2026)       ||      ମାଁ ଚରଦେଇ ଆଞ୍ଚଳିକ ଲୋକ ମହୋତ୍ସବ ଉଦଘାଟିତ(ଏ ଅଞ୍ଚଳର କଳା,ସଂସ୍କୃତି,ପରମ୍ପରା ଅନନ୍ୟ)   (18-Nov-2026)       ||      ବିନିକା ଏନଏସିରୁ ମଧୁବାବୁ ବାର୍ଦ୍ଧକ୍ୟ ଭତ୍ତାପାଇଁ ରଖାଯାଇଥିବା ସାଢେ ୪ ଲକ୍ଷ ଟଙ୍କା ଚୋରି   (18-Nov-2026)       ||      ସମ୍ଭାବ୍ୟ ବାତ୍ୟା ‘ଅକଓ୍ୱାନ’ ମୁକାବିଲା ପାଇଁ ବିଏମ୍‌ସିର ବ୍ୟାପକ ପ୍ରସ୍ତୁତି♦️ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ, ହେଡ୍ କ୍ୱାର୍ଟର ନ ଛାଡିବାକୁ ନିର୍ଦେଶ   (18-Nov-2026)       ||      ଦୁଲଦୁଲି ୨୦୨୭’ ପାଇଁ ଝାରସୁଗୁଡା ଜ଼ିଲ୍ଲା ମହୋତ୍ସବ ସମିତିର ପ୍ରଥମ ପ୍ରସ୍ତୁତି ବୈଠକ   (18-Nov-2026)       ||      କୃଷି ବିଶ୍ୱବିଦ୍ୟାଳୟର ପ୍ରତିଶ୍ରୁତି ଦେଇ ମହାବିଦ୍ୟାଳୟର ଶିଳାନ୍ୟାସ — ତାହା ବି କେବଳ ଫମ୍ପା ଘୋଷଣା କି ?    (18-Nov-2026)       ||      ସପ୍ତାହ ପାରାୟଣ ପାଇଁ କଳସ ଶୋଭାଯାତ୍ରା   (18-Nov-2026)       ||      ବିଚ ରାସ୍ତାରେ ଯୁବକକୁ ଗୁଳିମାରି ହତ୍ୟା,ଦୁର୍ବୁର୍ତ୍ତ ଫେରାର I   (18-Nov-2026)       ||      ବଲାଙ୍ଗିର ମାଟିର ପୁଅ ସତ୍ୟବାନ ନାଗ ଙ୍କ ବିଶ୍ୱ ରେକର୍ଡ ଯାତ୍ରା, ସମ୍ବଲପୁର ମହୋତ୍ସବରେ ଲେଖିଲେ ନୂଆ ଅଧ୍ୟାୟ   (18-Nov-2026)       ||      ନବନିର୍ବାଚିତ ଓଷ୍ଟା ରାଜ୍ୟ ନେତୃବୃନ୍ଦଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (18-Nov-2026)       ||      ସମ୍ବିଧାନ ଦିବସ ଅବସରରେ ‘ସମ୍ବିଧାନ ରକ୍ଷା ଶୋଭାଯାତ୍ରା’♦️ ପଂଚାୟତ ଓ ପୌର ନିର୍ବାଚନ ପାଇଁ ଏହା କଂଗ୍ରେସର ବିଗୁଲ ହେବ: ଭକ୍ତ   (18-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଚତୁର୍ଥ ଦିବସ    (18-Nov-2026)       ||      ନର୍ଲା ଡାକ ବଙ୍ଗଳା ପରିସରରେ ଜାତୀୟ ପ୍ରେସ ଦିବସ ପାଳିତ   (17-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଚତୁର୍ଥ ଦିବସ    (17-Nov-2026)       ||      ଦଶମ ଶ୍ରେଣୀ ମେଧାବୀ ଛାତ୍ରୀଙ୍କୁ ଶିକ୍ଷାବିତ୍ ପୀତବାସ ପଣ୍ଡାଙ୍କ ଦିଗଦର୍ଶନ   (17-Nov-2026)       ||      ବେଲପଡ଼ାରେ ଶିଶୁଙ୍କ ପ୍ରତିଭାର ମହାମଞ୍ଚ ‘ପତାଙ୍ଗୀ-୨୦୨୬’ ଉଦ୍‌ଘାଟିତ   (17-Nov-2026)       ||      ଦେବଗିରି ବାର୍ତ୍ତା ସମ୍ମାନରେ ସମ୍ମାନୀତ ହେବେ ଯୁବ ସାମ୍ବାଦିକ ତୁଳାରାମ ବେହେରା   (17-Nov-2026)       ||      ପୂର୍ବତନ ଖେଳାଳି ଫୁଟବଲ୍ ପ୍ରତିଯୋଗିତା   (17-Nov-2026)       ||      ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୂହ ସନ୍ତରଣ ଚାମ୍ପିୟନସିପ୍‌-୨୦୨୬ ଅନୁଷ୍ଠିତ   (17-Nov-2026)       ||     

HOME   ଜିଲ୍ଲା

ପଦ୍ମପୁର ବ୍ରାହ୍ମଣ ସମାଜ କଲ୍ୟାଣ ମଣ୍ଡପ ଉଦଘାଟିତ

30-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ପବିତ୍ର ଅକ୍ଷୟ ତୃତୀୟା ତଥା ପର୍ଶୁରାମ ଜୟନ୍ତୀ ଅବସରରେ ବରଗଡ଼ ଜିଲ୍ଲା ଅନ୍ତର୍ଗତ ପଦ୍ମପୁର ନେହେରୁଗଲି ଠାରେ  ବ୍ରାହ୍ମଣ ସମାଜ ର କଲ୍ୟାଣ ମଣ୍ଡପ କୁ ବ୍ରାହ୍ମଣ ସମାଜ ର ପୂର୍ବତନ ସଭାପତି ଆନନ୍ଦ ଚନ୍ଦ୍ର ତ୍ରିପାଠୀ ଆନୁଷ୍ଠାନିକ ଭାବେ ଫିତା କାଟି ଉଦଘାଟନ କରିଛନ୍ତି ।  ଆୟୋଜିତ ସଭା ରେ ବରଗଡ଼ ସାଂସଦ ଶ୍ରୀଯୁକ୍ତ ପ୍ରଦୀପ ପୁରୋହିତ ,ପଦ୍ମପୁର ବିଧାୟିକା ଶ୍ରୀମତୀ ବର୍ଷା ସିଂ ବରିହା ଯୋଗ କରିଥିଲେ।  ଉଦଘାଟନୀ କାର୍ଯ୍ୟକ୍ରମରେ ସାଂସଦ ଶ୍ରୀଯୁକ୍ତ ପୁରୋହିତ ଓ ବିଧାୟିକା  ଶ୍ରୀମତୀ ବରିହା ପଦ୍ମପୁର ର ବ୍ରାହ୍ମଣ ସମାଜ ଏକଜୁଟ ହୋଇ ଅଞ୍ଚଳର ଉନ୍ନତି ପାଇଁ ଯୋଗଦାନ କରିବାକୁ ଆହ୍ବାନ କରିଥିଲେ । ପରେ କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ଅର୍ଥ ଓ ଶ୍ରମ ଦାନ କରିଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯାଇଥିଲା। ପଦ୍ମପୁର ତଥା ଆଖପାଖ ଅଞ୍ଚଳର ସମସ୍ତ ବ୍ରାହ୍ମଣ ପରିବାର ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ପଞ୍ଚମ ଦିବସ   18-Nov-2026
  ଜିଲ୍ଲା  
ଯୁବକକୁ ଗୁଳି କରି ହତ୍ୟା, ଲୋକେ ଆତଙ୍କିତ   18-Nov-2026
  ଜିଲ୍ଲା  
ମାଁ ଚରଦେଇ ଆଞ୍ଚଳିକ ଲୋକ ମହୋତ୍ସବ ଉଦଘାଟିତ(ଏ ଅଞ୍ଚଳର କଳା,ସଂସ୍କୃତି,ପରମ୍ପରା ଅନନ୍ୟ)   18-Nov-2026
  ଜିଲ୍ଲା  
ବିନିକା ଏନଏସିରୁ ମଧୁବାବୁ ବାର୍ଦ୍ଧକ୍ୟ ଭତ୍ତାପାଇଁ ରଖାଯାଇଥିବା ସାଢେ ୪ ଲକ୍ଷ ଟଙ୍କା ଚୋରି   18-Nov-2026
  ଜିଲ୍ଲା  
ସମ୍ଭାବ୍ୟ ବାତ୍ୟା ‘ଅକଓ୍ୱାନ’ ମୁକାବିଲା ପାଇଁ ବିଏମ୍‌ସିର ବ୍ୟାପକ ପ୍ରସ୍ତୁତି♦️ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ, ହେଡ୍ କ୍ୱାର୍ଟର ନ ଛାଡିବାକୁ ନିର୍ଦେଶ   18-Nov-2026
  ଜିଲ୍ଲା  
ଦୁଲଦୁଲି ୨୦୨୭’ ପାଇଁ ଝାରସୁଗୁଡା ଜ଼ିଲ୍ଲା ମହୋତ୍ସବ ସମିତିର ପ୍ରଥମ ପ୍ରସ୍ତୁତି ବୈଠକ   18-Nov-2026
  ଜିଲ୍ଲା  
କୃଷି ବିଶ୍ୱବିଦ୍ୟାଳୟର ପ୍ରତିଶ୍ରୁତି ଦେଇ ମହାବିଦ୍ୟାଳୟର ଶିଳାନ୍ୟାସ — ତାହା ବି କେବଳ ଫମ୍ପା ଘୋଷଣା କି ?   18-Nov-2026
  ଜିଲ୍ଲା  
ସପ୍ତାହ ପାରାୟଣ ପାଇଁ କଳସ ଶୋଭାଯାତ୍ରା   18-Nov-2026
  ଜିଲ୍ଲା  
ବିଚ ରାସ୍ତାରେ ଯୁବକକୁ ଗୁଳିମାରି ହତ୍ୟା,ଦୁର୍ବୁର୍ତ୍ତ ଫେରାର I   18-Nov-2026
  ଜିଲ୍ଲା  
ବଲାଙ୍ଗିର ମାଟିର ପୁଅ ସତ୍ୟବାନ ନାଗ ଙ୍କ ବିଶ୍ୱ ରେକର୍ଡ ଯାତ୍ରା, ସମ୍ବଲପୁର ମହୋତ୍ସବରେ ଲେଖିଲେ ନୂଆ ଅଧ୍ୟାୟ   18-Nov-2026
  ଜିଲ୍ଲା  
ନବନିର୍ବାଚିତ ଓଷ୍ଟା ରାଜ୍ୟ ନେତୃବୃନ୍ଦଙ୍କୁ ଭବ୍ୟ ସମ୍ବର୍ଦ୍ଧନା   18-Nov-2026
  ଜିଲ୍ଲା  
ସମ୍ବିଧାନ ଦିବସ ଅବସରରେ ‘ସମ୍ବିଧାନ ରକ୍ଷା ଶୋଭାଯାତ୍ରା’♦️ ପଂଚାୟତ ଓ ପୌର ନିର୍ବାଚନ ପାଇଁ ଏହା କଂଗ୍ରେସର ବିଗୁଲ ହେବ: ଭକ୍ତ   18-Nov-2026

You Might Also Like