-+91-9937148622 |

prerana_bgr@rediffmail.com |

  Thursday 12th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||     

HOME   ଜିଲ୍ଲା

ପବିତ୍ର ଅକ୍ଷୟ ତୃତୀୟା ଚଳ ଚଞ୍ଚଳ ଶବର ପୀଠ,ମତାତ୍ ବନ୍ନମ୍ ବା ଅକ୍ଷର ବ୍ରହ୍ମ ପୀଠ

30-Apr-2025



ମାତ ତାରବନ୍ନମ  ବିଜ୍ଞାନ ପ୍ରଚାର ସମିତି ଗୃହ ଉଦଘାଟନ କଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ 

ରାୟଗଡ/ଗୁଣପୁର:  ରାୟଗଡ଼ ଜିଲ୍ଲାର ପଦ୍ମପୁର ନିକଟସ୍ଥ ମରିଚଗୁଡା ର  ଶବର ସଂପ୍ରଦାୟର ଆରାଧ୍ୟ ଦେବତା ଅକ୍ଷର ବ୍ରହ୍ମ ବା ମାତତ୍ ବନ୍ନମ୍ ଙ୍କ ବିଜ୍ଞାନ ପ୍ରଚାର ଆଶ୍ରମ ଓ ଆଦିବାସୀ ପଣ୍ଡିତ ସ୍ଵର୍ଗତ ମାଙ୍ଗୋଇ ଗମାଙ୍ଗଙ୍କ ପ୍ରତିମୃତ୍ତି, ପ୍ରାର୍ଥନା ଗୃହ, ସଭାଗୃହ,  ମନ୍ଦିର ଉନ୍ନତି କରଣର ଉଦଘାଟନନି ଅବସରରେ  ହଜାର ହଜାର ସଂଖ୍ୟାରେ ଶବର ସଂପ୍ରଦାୟର ଲୋକମାନେ ଆଜି ପୀଠ ସମାଗମ ହୋଇଛନ୍ତି। ଏହି ଅବସରରେ ଆଜି ଗଣଶିକ୍ଷା ତଥା ଆଦିବାସୀ ହରିଜନ କଲ୍ୟାଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ମୁଖ୍ୟ ଅତିଥିଭାବେ ଯୋଗ ଦେଇ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କରିଥିଲେ ।  କୋରାପୁଟ ଲୋକସଭା  ସାଂସଦ ସପ୍ତଗିରି ଉଲ୍ଲାକା, ଗୁଣପୁର ବିଧାୟକ ସତ୍ୟଜିତ ଗମାଙ୍ଗ, ବିଷମକଟକ ବିଧାୟକ  ନୀଳ ମାଧବ ହିକକା, ପୂର୍ବତନ ମୁଖ୍ୟମନ୍ତ୍ରୀ ଡ଼ ଗିରିଧର ଗମାଙ୍ଗ, ପୂର୍ବତନ ବିଧାୟକ ରଘୁନାଥ ଗମାଙ୍ଗ, ତ୍ରିନାଥ ଗମାଙ୍ଗ, ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ସମୟରେ  ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଙ୍କ ଦ୍ଵାରା ଓଡ଼ିଶା ସରକାର ଙ୍କ ଦ୍ଵାରା ୩କୋଟି ୯୬ଲକ୍ଷ ଟଙ୍କା ର ନିର୍ମିତ ମତତ୍ ବନ୍ନମ୍ ବିଜ୍ଞାନ ପ୍ରଚାର ଆଶ୍ରମ ଓ ଶବର ପଣ୍ଡିତ ଏମ୍ ପି ମାଙ୍ଗେଇ ଙ୍କ ପ୍ରତିମୃତ୍ତି ର ଉଦଘାଟନ କରାଯାଇଥିଲା । ଶବର ସମାଜ ତଥା ଅକ୍ଷର ବ୍ରହ୍ମ ମନ୍ଦିର ଉପଦେଷ୍ଟା ଟିସିୟାଙ୍ଗପ୍ଳାଇ ଗମାଙ୍ଗ, ସଭାପତି ରାମପ୍ରସାଦ ଗମାଙ୍ଗ, ସଂପାଦକ ଡିଗାସ୍ମୀ ଗମାଙ୍ଗ ପ୍ରମୁଖ ଆରାଧ୍ୟ ଦେବତା ଅକ୍ଷର ବ୍ରହ୍ମ ଙ୍କ ଅବସ୍ଥାନ ସମଗ୍ର ଦେଶ କ'ଣ ପୃଥିବୀ ରେ ମଧ୍ୟ ବିରଳ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ ଓ ଶବର ପଣ୍ଡିତ ଏସ ପି ମାଙ୍ଗେଇ ଗମାଙ୍ଗ ଙ୍କ ସିଦ୍ଧିଲାଭ ଓ ଶବର ଭାଷା ଅକ୍ଷର ଉପରେ ମତବ୍ୟକ୍ତ କରିଥିଲେ । ମୁଖ୍ୟ ଅତିଥି ନିଜ ନୀକତ୍ବ ମାଧ୍ୟମରେ ଶହୀଦ ଲକ୍ଷ୍ମଣ ନାୟକ, ରବି ସିଂ ଆଦି ସ୍ୱାଧୀନତା ସଂଗ୍ରାମୀଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ । ସ୍ୱର୍ଗତ ମଳିଆ ଗମଙ୍ଗ, ବାଇରୁ ଗମାଙ୍ଗ, ମଙ୍ଗେଇ ଶବରଙ୍କ ଦ୍ୱାରା ପ୍ରତିଷ୍ଠିତ ଅକ୍ଷର ବ୍ରହ୍ମ ମନ୍ଦିର ଆଜି ଆମ ପାଇଁ ସ୍ମରଣୀୟ  ହୋଇ ରହିବ । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ନବିନ ଚନ୍ଦ୍ର ନାୟକ,ପ୍ରକଳ୍ପ ପ୍ରଶାସନ ଅଜୟ କୁମାର ପ୍ରଧାନ, ଜିଲ୍ଲା ମଙ୍ଗଳ ଅଧିକାରୀ ଅସୀମ ରାଓ, ପଦ୍ମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସ୍ଵସ୍ତିକ ଜମାଦାର, ବ୍ଳକ ମଙ୍ଗଳ ଅଧିକାରୀ ଅର୍ଚ୍ଚନା ପଣ୍ଡା, ଗୁଣପୁର ଉପଖଣ୍ଡ ଆରକ୍ଷୀ ଅଧୀକାରି ବାବୁଲି ନାୟକ, ପଦ୍ମପୁର ଥାନା ଅଧିକାରୀ ଧରଣୀଧର ପ୍ରଧାନ,କେନ୍ଦୁଗୁଡା ଫାଣ୍ଡି ଅଧିକାରୀ ଓ ପୋଲିସ ଆଇନ୍ ଶୃଙ୍ଖଳା ତଦାରଖ କରିଥିଲେ।

ଅପରାହ୍ନରେ ମନ୍ତ୍ରୀ ରାମନଗୁଡା ବ୍ଲକ ଅନ୍ତର୍ଗତ କୁଜେନ୍ଦ୍ରୀ ଗ୍ରାମଠାରେ ଅକ୍ଷୟ ତୃତୀୟା, ଆକ୍ଷିମୁଠି ଅନୁକୂଳ  କାର୍ଯ୍ୟକ୍ରମରେ ଯୋଗଦେଇ କୁଜେନ୍ଦ୍ରୀ ଅଞ୍ଚଳର ଚାଷୀଙ୍କ ସହ ଭାବ ବିନିୟମ କରିଥିଲେ । ରାମନଗୁଡା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ନୂତନ ସ୍ୱାସ୍ଥ୍ୟ ସେବା କେନ୍ଦ୍ର, ନୂତନ ଭାବେ ନିର୍ମିତ ରାମନଗୁଡା ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଉଦଘାଟନ କରିଥିଲେ । ରାୟଗଡ ଅତିରିକ୍ତ ଜିଲ୍ଲାପାଳ ନିହାର ରଞ୍ଜନ କହଁର, ଅତିରିକ୍ତ ତହସିଲଦାର ଗୟା ବେହେରା, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   11-Mar-2026
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   11-Mar-2026
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026

You Might Also Like