-+91-9937148622 |

prerana_bgr@rediffmail.com |

  Monday 23rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||      ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    (22-Nov-2026)       ||      ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ    (22-Nov-2026)       ||      ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ    (22-Nov-2026)       ||      ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ    (22-Nov-2026)       ||      ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   (22-Nov-2026)       ||      ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   (22-Nov-2026)       ||      *ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   (22-Nov-2026)       ||      ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   (22-Nov-2026)       ||      ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   (22-Nov-2026)       ||      ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   (22-Nov-2026)       ||      ବଲାଙ୍ଗୀର ହାଟପଡ଼ାରେ ଦ୍ୱାଦଶ ତମ ଚବିଶ ପ୍ରହରୀ ନାମଯଜ୍ଞ ପାଇଁ ଭବ୍ୟ କଳସ ଯାତ୍ରା   (22-Nov-2026)       ||      ସାଇଟ କଲେଜରେ ଶିଶୁ ସୁରକ୍ଷା ଓ  ସଚେତନତା ଶିବିର   (22-Nov-2026)       ||      ପାନ ଦୋକାନରେ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ, ଚୋରି ଟଙ୍କା ଉଦ୍ଧାର ସହ ଲୁହା ରଡ୍ ଜବତ   (22-Nov-2026)       ||      *ଓଡିଶା ପାଇଁ ଗୌରବ ଡା. ଜ୍ୟୋତିର୍ମୟ ନାୟକ ଜାତୀୟ ଶ୍ରେଷ୍ଠ ଚିକିତ୍ସା ଶିକ୍ଷକ ପୁରସ୍କାର ପାଇଁ ମନୋନୀତ*   (22-Nov-2026)       ||      ବାରିପଦା ବାସୀଙ୍କ ଦୀର୍ଘବର୍ଷର ସ୍ୱପ୍ନ ହେବ ପୂରଣ :ବୁଢାବଳଙ୍ଗ ରିଙ୍ଗରୋଡ଼ ପ୍ରକଳ୍ପ ପାଇଁ ୨୭୮.୧୩ କୋଟି ଟଙ୍କାର ଅନୁମୋଦନ   (22-Nov-2026)       ||      *ନବରଙ୍ଗପୁରରେ ଡାକ୍ତରଙ୍କୁ ଧମକ ଅଭିଯୋଗ, ଏକ ଦିନ ଓପିଡି ବନ୍ଦ କରିବ ଓଡ଼ିଶା ମେଡିକାଲ୍ ସର୍ଭିସ୍ ଆସୋସିଏସନ୍*   (22-Nov-2026)       ||      ବରପାଲି ରେ ଗଙ୍ଗାଧର ମେହେର କପ୍ ଫୁଟବଲ ଫାଇନାଲକୁ କୁଚିଣ୍ଡା ଦଳ ପ୍ରବେସ   (22-Nov-2026)       ||      ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ    (21-Nov-2026)       ||     

HOME   ଜିଲ୍ଲା

ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ଶ୍ରମିକ ଦିବସ ପାଳିତ

01-May-2025



ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀଙ୍କ ରିପୋର୍ଟ): ଆଜି ବିଶ୍ୱ ଶ୍ରମିକ ଅବସରରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ଆଜି ମଧ୍ୟ ଏହି ଶ୍ରମିକ ଦିବସ ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଦ୍ୱାରା ଜିଲ୍ଲା ଓ ଦୌରା ଜର୍ଜ ଶ୍ରୀମତୀ ରୂପଶ୍ରୀ ଚୌଧୁରୀଙ୍କ ନିର୍ଦ୍ଦେଶ କ୍ରମେ ସଚିବ ଶ୍ରୀମତୀ ଦେବଶ୍ରୀ ସାହୁଙ୍କ ପରିଚାଳନା ରେ ବ୍ରହ୍ମପୁର ଗୋସାଇଁ ନୂଆଗାଁ ସ୍ଥିତ ମା କାଳୁଆ ମନ୍ଦିର କଲ୍ୟାଣ ମଣ୍ଡପ ଠାରେ ପାଳିତ ହୋଇଛି । ପ୍ରତି ଶ୍ରମିକ ମାନଙ୍କୁ ସମ୍ମାନୀତ କରିବା ସହ ସେମାନଙ୍କ କାର୍ଯକୁ ସମ୍ମାନ ଦେବା ଏବଂ ସେମାନଙ୍କର ଅଧିକାର ପ୍ରତି ଗୁରୁତ୍ୱ ଦେବା ଉଦ୍ଦେଶ୍ୟ ରଖି ଆଜିର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା l ଯେଉଁଥିରେ ବରିଷ୍ଠ ଓକିଲ ତଥା ଗଞ୍ଜାମ ଓକିଲ ସଂଘ ଉପ-ସଭାପତି ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଦସ୍ୟ ଶ୍ରୀ ଟି.କେ ରେଡ୍ଡୀ, ସଦସ୍ୟା ତଥା ଓକିଲ ଡ଼ଃ ମିନାକ୍ଷୀ ଦେଵୀ ଓ ସବିତା ସାହୁକାର, ଜିଲ୍ଲା ପ୍ରଶାସନ ପକ୍ଷରୁ ଦିଲ୍ଲୀପ କୁମାର ଶତପଥୀ, ଅତିରିକ୍ତ ଶ୍ରମ ଅଧିକାରୀ କାର୍ତ୍ତିକ ସେନାପତି ଓ ପ୍ରକାଶ କୁମାର ପରିଡାଙ୍କ ସମେତ ବହୁ ଶ୍ରମିକ ଉପସ୍ଥିତ ରହିଥିଲେ l ଏହି କାର୍ଯ୍ୟକ୍ରମରେ ୨୪ ଜଣ ଶ୍ରମ ଉପଭୋକ୍ତାଙ୍କୁ ବିଭିନ୍ନ ସେବା ପାଇଁ ୩ ଜଣ ମୃତ ଶ୍ରମିକଙ୍କ ପରିବାର ସଦସ୍ୟଙ୍କୁ ୨ ଲକ୍ଷ ଟଙ୍କା କ୍ଷତିପୁରଣ, ଦୁଇ ଶ୍ରମିକ ବିବାହ କାର୍ଯ୍ୟକ୍ରମ ନିମନ୍ତେ ୫୦ ହଜାର ଟଙ୍କା ଓ ୧୯ ଜଣଙ୍କୁ ଶ୍ରମ କାର୍ଡ ପ୍ରଦାନ କରାଯାଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     22-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   22-Nov-2026
  ଜିଲ୍ଲା  
ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    22-Nov-2026
  ଜିଲ୍ଲା  
ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ   22-Nov-2026
  ଜିଲ୍ଲା  
୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ   22-Nov-2026
  ଜିଲ୍ଲା  
ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ   22-Nov-2026
  ଜିଲ୍ଲା  
ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   22-Nov-2026
  ଜିଲ୍ଲା  
ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   22-Nov-2026
  ଜିଲ୍ଲା  
*ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   22-Nov-2026
  ଜିଲ୍ଲା  
ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   22-Nov-2026
  ଜିଲ୍ଲା  
ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   22-Nov-2026
  ରାଜ୍ୟ  
ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   22-Nov-2026

You Might Also Like