-+91-9937148622 |

prerana_bgr@rediffmail.com |

  Monday 23rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||      ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    (22-Nov-2026)       ||      ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ    (22-Nov-2026)       ||      ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ    (22-Nov-2026)       ||      ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ    (22-Nov-2026)       ||      ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   (22-Nov-2026)       ||      ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   (22-Nov-2026)       ||      *ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   (22-Nov-2026)       ||      ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   (22-Nov-2026)       ||      ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   (22-Nov-2026)       ||      ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   (22-Nov-2026)       ||      ବଲାଙ୍ଗୀର ହାଟପଡ଼ାରେ ଦ୍ୱାଦଶ ତମ ଚବିଶ ପ୍ରହରୀ ନାମଯଜ୍ଞ ପାଇଁ ଭବ୍ୟ କଳସ ଯାତ୍ରା   (22-Nov-2026)       ||      ସାଇଟ କଲେଜରେ ଶିଶୁ ସୁରକ୍ଷା ଓ  ସଚେତନତା ଶିବିର   (22-Nov-2026)       ||      ପାନ ଦୋକାନରେ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ, ଚୋରି ଟଙ୍କା ଉଦ୍ଧାର ସହ ଲୁହା ରଡ୍ ଜବତ   (22-Nov-2026)       ||      *ଓଡିଶା ପାଇଁ ଗୌରବ ଡା. ଜ୍ୟୋତିର୍ମୟ ନାୟକ ଜାତୀୟ ଶ୍ରେଷ୍ଠ ଚିକିତ୍ସା ଶିକ୍ଷକ ପୁରସ୍କାର ପାଇଁ ମନୋନୀତ*   (22-Nov-2026)       ||      ବାରିପଦା ବାସୀଙ୍କ ଦୀର୍ଘବର୍ଷର ସ୍ୱପ୍ନ ହେବ ପୂରଣ :ବୁଢାବଳଙ୍ଗ ରିଙ୍ଗରୋଡ଼ ପ୍ରକଳ୍ପ ପାଇଁ ୨୭୮.୧୩ କୋଟି ଟଙ୍କାର ଅନୁମୋଦନ   (22-Nov-2026)       ||      *ନବରଙ୍ଗପୁରରେ ଡାକ୍ତରଙ୍କୁ ଧମକ ଅଭିଯୋଗ, ଏକ ଦିନ ଓପିଡି ବନ୍ଦ କରିବ ଓଡ଼ିଶା ମେଡିକାଲ୍ ସର୍ଭିସ୍ ଆସୋସିଏସନ୍*   (22-Nov-2026)       ||      ବରପାଲି ରେ ଗଙ୍ଗାଧର ମେହେର କପ୍ ଫୁଟବଲ ଫାଇନାଲକୁ କୁଚିଣ୍ଡା ଦଳ ପ୍ରବେସ   (22-Nov-2026)       ||      ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ    (21-Nov-2026)       ||     

HOME   ଜିଲ୍ଲା

ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘର ଶ୍ରମିକ ଦିବସ ପାଳିତ

01-May-2025



ବଲାଙ୍ଗିର(ପ୍ରେରଣା ଖବର): ଆଜି ସ୍ଥାନୀୟ ପାୱାର ହାଉସ୍ ଠାରେ ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘର ଶ୍ରମିକ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ସଂଘର ଉପ ସଭାପତି ପବିତ୍ର ଖୁଣ୍ଟିଆ ଙ୍କ ନେତୃତ୍ଵରେ ବିଶିଷ୍ଟ ଶ୍ରମିକ ନେତା ତଥା ଶିକ୍ଷାବିତ୍ ମନୋରଞ୍ଜନ ସାହୁ, ଯୁଗ୍ମ ସମ୍ପାଦକ ସମ୍ବିତ କୁମାର ପଣ୍ଡା, ଡିଭିଜନ ସମ୍ପାଦକ ଉଦ୍ଧବ କରଣ, ଅମରେଶ ଚନ୍ଦ୍ର ଦାସ, ସୁଶୀଲ କୁମାର ବେହେରା ପ୍ରମୁଖ ମଞ୍ଚାସୀନ ହୋଇଥିଲେ। ଉକ୍ତ ସଭାର ପ୍ରାରମ୍ଭରୁ ପାହଲଗାମ ଠାରେ ହତ୍ଯା କରାଯାଇଥିବା ହତ୍ଯାକାରୀ ମାନଙ୍କୁ ସଂଘ ପକ୍ଷରୁ ଘୋର୍ ନିନ୍ଦା କରାଯାଇଥିଲା ଏବଂ ମୃତ ବ୍ଯକ୍ତିଙ୍କ ବିୟୋଗରେ ଶୋକ ସଭା ହୋଇଥିଲା। ଶ୍ରମିକ ମାନଙ୍କୁ କିପରି ସରକାରଙ୍କ ତରଫରୁ ସୁବିଧା ସୁଯୋଗ ମିଳିବା ସହିତ ଉଚିତ୍ ପ୍ରାପ୍ୟ ମିଲିବା ଏନେଇ ସଂଘ ସବୁବେଳେ ତତ୍ପର ରହିଥିବା କଥା ଶ୍ରୀ ଖୁଣ୍ଟିଆ କହିଥିଲେ । ଶ୍ରମିକ ଦିବସ କେମିତି ତିଆରିହେଲା ତାରି ସଂଘର୍ଷ ଏବଂ ଇତିହାସ ପଛର କଥା କହି ଆଗ କଥା ସବୁ ଆମ ସମସ୍ତଙ୍କୁ ମନେ ରଖିବା ଉଚିତ୍ ବୋଲି ମତବ୍ୟକ୍ତ କରିଥିଲେ। ସୁରେନ୍ଦ୍ର ସେଟ୍ , ହରିହର ପଧାନ, ଶଶବିନ୍ଦ୍ର ପଧାନ, ପ୍ରଶାନ୍ତ ଖଟୁଆ, ମନୋରଞ୍ଜନ ପାଢୀ, ଶିବପ୍ରସାଦ ମିସ୍ତ୍ରୀ, ବିଜୟ ମହାପାତ୍ର, କୈଲାସ ବିଶ୍ବାଲ, ବୃନ୍ଦାବନ ପାଣ୍ଡେ, ନେତ୍ରାନନ୍ଦ ଗଡତ୍ୟା, ସୁରେଶ ଭୋଇ, ପ୍ରଶାନ୍ତ ସାଏ, ରାଜେଶ ଦଣ୍ଡସେନା, ବିମ୍ବାଧର ସାଏ, ବାବୁଲାଲ ସାହୁ, ମନୋଜ ନନ୍ଦ ମଣ୍ଟୁ ଗୁପ୍ତା, ବିଜୟ ଦାସ ପ୍ରମୁଖ ଉପସ୍ଥିତ ରହିଥିଲେ। ଶେଷରେ ରାମକୁମାର ସା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     22-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   22-Nov-2026
  ଜିଲ୍ଲା  
ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    22-Nov-2026
  ଜିଲ୍ଲା  
ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ   22-Nov-2026
  ଜିଲ୍ଲା  
୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ   22-Nov-2026
  ଜିଲ୍ଲା  
ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ   22-Nov-2026
  ଜିଲ୍ଲା  
ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   22-Nov-2026
  ଜିଲ୍ଲା  
ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   22-Nov-2026
  ଜିଲ୍ଲା  
*ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   22-Nov-2026
  ଜିଲ୍ଲା  
ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   22-Nov-2026
  ଜିଲ୍ଲା  
ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   22-Nov-2026
  ରାଜ୍ୟ  
ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   22-Nov-2026

You Might Also Like