-+91-9937148622 |

prerana_bgr@rediffmail.com |

  Monday 23rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||      ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    (22-Nov-2026)       ||      ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ    (22-Nov-2026)       ||      ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ    (22-Nov-2026)       ||      ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ    (22-Nov-2026)       ||      ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   (22-Nov-2026)       ||      ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   (22-Nov-2026)       ||      *ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   (22-Nov-2026)       ||      ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   (22-Nov-2026)       ||      ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   (22-Nov-2026)       ||      ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   (22-Nov-2026)       ||      ବଲାଙ୍ଗୀର ହାଟପଡ଼ାରେ ଦ୍ୱାଦଶ ତମ ଚବିଶ ପ୍ରହରୀ ନାମଯଜ୍ଞ ପାଇଁ ଭବ୍ୟ କଳସ ଯାତ୍ରା   (22-Nov-2026)       ||      ସାଇଟ କଲେଜରେ ଶିଶୁ ସୁରକ୍ଷା ଓ  ସଚେତନତା ଶିବିର   (22-Nov-2026)       ||      ପାନ ଦୋକାନରେ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ, ଚୋରି ଟଙ୍କା ଉଦ୍ଧାର ସହ ଲୁହା ରଡ୍ ଜବତ   (22-Nov-2026)       ||      *ଓଡିଶା ପାଇଁ ଗୌରବ ଡା. ଜ୍ୟୋତିର୍ମୟ ନାୟକ ଜାତୀୟ ଶ୍ରେଷ୍ଠ ଚିକିତ୍ସା ଶିକ୍ଷକ ପୁରସ୍କାର ପାଇଁ ମନୋନୀତ*   (22-Nov-2026)       ||      ବାରିପଦା ବାସୀଙ୍କ ଦୀର୍ଘବର୍ଷର ସ୍ୱପ୍ନ ହେବ ପୂରଣ :ବୁଢାବଳଙ୍ଗ ରିଙ୍ଗରୋଡ଼ ପ୍ରକଳ୍ପ ପାଇଁ ୨୭୮.୧୩ କୋଟି ଟଙ୍କାର ଅନୁମୋଦନ   (22-Nov-2026)       ||      *ନବରଙ୍ଗପୁରରେ ଡାକ୍ତରଙ୍କୁ ଧମକ ଅଭିଯୋଗ, ଏକ ଦିନ ଓପିଡି ବନ୍ଦ କରିବ ଓଡ଼ିଶା ମେଡିକାଲ୍ ସର୍ଭିସ୍ ଆସୋସିଏସନ୍*   (22-Nov-2026)       ||      ବରପାଲି ରେ ଗଙ୍ଗାଧର ମେହେର କପ୍ ଫୁଟବଲ ଫାଇନାଲକୁ କୁଚିଣ୍ଡା ଦଳ ପ୍ରବେସ   (22-Nov-2026)       ||      ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ    (21-Nov-2026)       ||     

HOME   ଜିଲ୍ଲା

ବିଜେପୁର ବ୍ରାହ୍ମଣ ସମାଜ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ

02-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ବ୍ରାହ୍ମଣ ସମାଜ ପକ୍ଷରୁ ଏକ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଜ୍ଞାପିତ ଅଞ୍ଚଳ ପରିଷଦ ଅଞ୍ଚଳର ଆନନ୍ଦ ନଗର ସ୍ଥିତ ମାଉସୀ ମାଁ ମନ୍ଦିର ପରିସର ର ଅଇଳା ଆବର୍ଜନାକୁ ସମ୍ପୂର୍ଣ୍ଣ ରୂପେ ସଫା କରିବା ପାଇଁ ବ୍ରାହ୍ମଣ ସମାଜର ସଭାପତି ଶଶୀଭୂଷଣ ପଣ୍ଡା ଏକ ମେସେଜ ପ୍ରଦାନ କରିଥିଲେ।ଫଳ ସ୍ୱରୂପ ଆଜି ବ୍ରାହ୍ମଣ ସମାଜର ସଭ୍ୟ ଲୋକନାଥ ମହାପାତ୍ର, ଶାନ୍ତନୁ କୁମାର ମିଶ୍ର, ଶେଷଦେବ ମିଶ୍ର, ପଦ୍ମଲୋଚନ କର,ଅମର ଦାସ ତଥା ବିଜ୍ଞାପିତ ଅଞ୍ଚଳ ପରିଷଦର ସଫେଇ କର୍ମଚାରୀ ମାନେ ଏକତ୍ରିତ ଠୁଳ ହୋଇ ସକାଳୁ ସକାଳୁ ସଫେଇ କାର୍ଯ୍ୟକ୍ରମ ଆରମ୍ଭ କରିଦେଇଥିଲେ। ଏହି ମହତ କାର୍ଯ୍ୟରେ ସ୍ୱ-ଇଚ୍ଛାରେ ମାଉସୀ ମାଁ ମନ୍ଦିର କମିଟିର ସଭ୍ୟା ଶାନ୍ତିଲତା ବାଗ, ଶାନ୍ତିଲତା ଟୁଡୁ ପ୍ରମୁଖ ତଥା ଏନଏସି କାର୍ଯ୍ୟଳୟରେ କାର୍ଯ୍ୟରତ ଅର୍ଜୁନ ସିଂ,ମୋତିଲାଲ ଖମାରୀ ଏବଂ ତୁଷାର କାନ୍ତ ମେହେର ସାମିଲ ହୋଇ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ ।ଏହା ଏକ ସନ୍ଦେଶର ବାର୍ତ୍ତା ପ୍ରଦାନ କରୁଛି ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ଜୋର୍ ଧରିଛି। ଏପରିକି ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ସୀତା ବାରିକ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ସମସ୍ତ ସଭ୍ୟ ସଭ୍ୟା ଙ୍କୁ ଉତ୍ସାହିତ କରିଥିଲେ । ପରିବେଶ ସଫାସୁତୁରା ପ୍ରତ୍ୟେକ ନାଗରିକଙ୍କ କର୍ତ୍ତବ୍ୟ ବୋଲି ଶ୍ରୀମତୀ ବାରିକ ମତବ୍ୟକ୍ତ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     22-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   22-Nov-2026
  ଜିଲ୍ଲା  
ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    22-Nov-2026
  ଜିଲ୍ଲା  
ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ   22-Nov-2026
  ଜିଲ୍ଲା  
୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ   22-Nov-2026
  ଜିଲ୍ଲା  
ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ   22-Nov-2026
  ଜିଲ୍ଲା  
ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   22-Nov-2026
  ଜିଲ୍ଲା  
ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   22-Nov-2026
  ଜିଲ୍ଲା  
*ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   22-Nov-2026
  ଜିଲ୍ଲା  
ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   22-Nov-2026
  ଜିଲ୍ଲା  
ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   22-Nov-2026
  ରାଜ୍ୟ  
ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   22-Nov-2026

You Might Also Like