-+91-9937148622 |

prerana_bgr@rediffmail.com |

  Monday 23rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||      ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    (22-Nov-2026)       ||      ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ    (22-Nov-2026)       ||      ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ    (22-Nov-2026)       ||      ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ    (22-Nov-2026)       ||      ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   (22-Nov-2026)       ||      ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   (22-Nov-2026)       ||      *ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   (22-Nov-2026)       ||      ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   (22-Nov-2026)       ||      ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   (22-Nov-2026)       ||      ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   (22-Nov-2026)       ||      ବଲାଙ୍ଗୀର ହାଟପଡ଼ାରେ ଦ୍ୱାଦଶ ତମ ଚବିଶ ପ୍ରହରୀ ନାମଯଜ୍ଞ ପାଇଁ ଭବ୍ୟ କଳସ ଯାତ୍ରା   (22-Nov-2026)       ||      ସାଇଟ କଲେଜରେ ଶିଶୁ ସୁରକ୍ଷା ଓ  ସଚେତନତା ଶିବିର   (22-Nov-2026)       ||      ପାନ ଦୋକାନରେ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ, ଚୋରି ଟଙ୍କା ଉଦ୍ଧାର ସହ ଲୁହା ରଡ୍ ଜବତ   (22-Nov-2026)       ||      *ଓଡିଶା ପାଇଁ ଗୌରବ ଡା. ଜ୍ୟୋତିର୍ମୟ ନାୟକ ଜାତୀୟ ଶ୍ରେଷ୍ଠ ଚିକିତ୍ସା ଶିକ୍ଷକ ପୁରସ୍କାର ପାଇଁ ମନୋନୀତ*   (22-Nov-2026)       ||      ବାରିପଦା ବାସୀଙ୍କ ଦୀର୍ଘବର୍ଷର ସ୍ୱପ୍ନ ହେବ ପୂରଣ :ବୁଢାବଳଙ୍ଗ ରିଙ୍ଗରୋଡ଼ ପ୍ରକଳ୍ପ ପାଇଁ ୨୭୮.୧୩ କୋଟି ଟଙ୍କାର ଅନୁମୋଦନ   (22-Nov-2026)       ||      *ନବରଙ୍ଗପୁରରେ ଡାକ୍ତରଙ୍କୁ ଧମକ ଅଭିଯୋଗ, ଏକ ଦିନ ଓପିଡି ବନ୍ଦ କରିବ ଓଡ଼ିଶା ମେଡିକାଲ୍ ସର୍ଭିସ୍ ଆସୋସିଏସନ୍*   (22-Nov-2026)       ||      ବରପାଲି ରେ ଗଙ୍ଗାଧର ମେହେର କପ୍ ଫୁଟବଲ ଫାଇନାଲକୁ କୁଚିଣ୍ଡା ଦଳ ପ୍ରବେସ   (22-Nov-2026)       ||      ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ    (21-Nov-2026)       ||     

HOME   ଜିଲ୍ଲା

ପଶ୍ଚିମାଂଚଳ ବିଦ୍ୟୁତ ଶ୍ରମିକ ସଂଘ ଦ୍ୱାରା ଶ୍ରମିକ ଦିବସ ପାଳିତ

02-May-2025



ସୋନପୁର -( ମନୋରଞ୍ଜନ ତ୍ରିପାଠୀ )
ପଶ୍ଚିମାଂଚଳ ବିଦ୍ୟୁତ କର୍ମଚାରୀ ସଂଘ କାର୍ଯ୍ୟାଳୟଠାରେ ମଇ ୧ ଶ୍ରମିକ ଦିବସ ପାଳିତ ହୋଇଯାଇଅଛି । ସଂଘର ସାଧାରଣ ସମ୍ପାଦକ ଶ୍ରୀଯୁକ୍ତ ବିଭୂତି ଭୂଷଣ ବିନ୍ଧାଣି ଙ୍କ ଦ୍ୱାରା ପତାକା ଉତୋଳନ ପରେ ପହଳଗ୍ରାମ୍‌ରେ ଘଟିଯାଇଥୁବା ଅମାନବୀୟ ହତ୍ୟାକାଣ୍ଡରେ ପ୍ରାଣ ହରାଇଥୁବା ମୃତକ ଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ୨ ମିନିଟ୍ ନୀରବ ପ୍ରାର୍ଥନା କରି ସହିଦ୍ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ ପୂର୍ବକ ଘଟଣାରେ ଜଡ଼ିତ ଆତଙ୍କବାଦୀ ଆକ୍ରମଣକୁ ଘୋର ନିନ୍ଦା କରାଯାଇ ଭାରତ ସରକାର ଏହା ଉପରେ ସବିଶେଷ ଦୃଷ୍ଟି ନେଇ ଦୃଷ୍ଟାନ୍ତ ମୂଳକ ପଦକ୍ଷେପ ଗ୍ରହଣ କରିବାକୁ ପ୍ରସ୍ତାବ ଗ୍ରହଣ କରାଯାଇଥିଲା । ମଇ ଦିବସ ଉପଲକ୍ଷେ ଅନୁଷ୍ଠିତ ସାଧାରଣ ସଭାରେ ଶ୍ରୀଯୁକ୍ତ ବିଭୂତି ଭୂଷଣ ବିନ୍ଧାଣି ସଭାପତିତ୍ବ କରିଥିବା ବେଳେ, ବିଶିଷ୍ଟ କୋଶଳବାଦୀ ନେତା ରବି ମିଶ୍ର, ରଣରାଜ ସିଂଦେଓ, ଶ୍ରମିକ ନେତା ବିରେନ୍ଦ୍ର ବନଛୋର, ଶିକ୍ଷକ ନେତା ଶ୍ରୀ ନରେନ୍ଦ୍ର ନାଥ ମିଶ୍ର, ବିଜୁଳି କର୍ମଚାରୀ ସଂଘର ସତ୍ୟବ୍ରତ ସିଂ, ସଜ୍ଜନ ବାରିକ, କଷ୍ଟ ବେହେରା, ସେଖ୍ ଅଲିମୁଦ୍ଦିନ, ମନୋରଞ୍ଜନ ଓଝା, ହେମନ୍ତ ପଧାନ, ଚନ୍ଦ୍ରଭାନୁ ବେହେରା, ସିଦ୍ଧେଶ୍ଵର ଭଞ୍ଜ ମଂଚାସୀନ ରହି ନିଜର ମତ ବ୍ୟକ୍ତ କରିବା ସହ ସମସ୍ତେ ଏକଜୁଟ ହୋଇ ଶ୍ରମିକ କର୍ମଚାରୀ ମାରଣ ନୀତି ବିରୁଦ୍ଧରେ ବିଷୋଦ୍‌ଶାର କରିଥିଲେ । ଏହି ସଭାରେ ବଲାଙ୍ଗିର ଓ ସୁବର୍ଣ୍ଣପୁର ଜିଲ୍ଲାର ଶତାଧୁକ ବିଜୁଳୀ କର୍ମଚାରୀ ଅଂଶଗ୍ରହଣ କରିଥିଲେ । ପରିଶେଷରେ ସଂଘର କୋଷାଧକ୍ଷ ଶ୍ରୀ ସତ୍ୟବ୍ରତ ସିଂ ଧନ୍ୟବାଦ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     22-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   22-Nov-2026
  ଜିଲ୍ଲା  
ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    22-Nov-2026
  ଜିଲ୍ଲା  
ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ   22-Nov-2026
  ଜିଲ୍ଲା  
୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ   22-Nov-2026
  ଜିଲ୍ଲା  
ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ   22-Nov-2026
  ଜିଲ୍ଲା  
ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   22-Nov-2026
  ଜିଲ୍ଲା  
ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   22-Nov-2026
  ଜିଲ୍ଲା  
*ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   22-Nov-2026
  ଜିଲ୍ଲା  
ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   22-Nov-2026
  ଜିଲ୍ଲା  
ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   22-Nov-2026
  ରାଜ୍ୟ  
ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   22-Nov-2026

You Might Also Like