-+91-9937148622 |

prerana_bgr@rediffmail.com |

  Monday 20th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||     

HOME   ଜିଲ୍ଲା

ବୃଦ୍ଧା ମହିଳାଙ୍କ ବେକରୁ ସୁନା ଚେନ ଟାଣିନେବା ଘଟଣାରେ ଝରୀଗାଁ ବ୍ଲକର ୨ ଦୁର୍ବୁତ୍ତ ଗିରଫ

02-May-2025



ନବରଙ୍ଗପୁର-(ମିହିର ଶଙ୍କର ପାତ୍ର)
ଡାବୁଗାଁ ଥାନା ଅଧୀନ କନ୍ୟାଆଶ୍ରମ ରାସ୍ତା ନିକଟରେ ମଙ୍ଗଳବାର ଅପରାହ୍ନ ରେ ବୃଦ୍ଧା ମହିଳା ଙ୍କ ବେକରୁ ସୁନା ଚେନ ଟାଣିନେବା ଘଟଣାରେ ଶୁକ୍ରବାର ଡାବୁଗାଁ ପୋଲିସ ୨ ଜଣ ଦୁର୍ବୁତ୍ତ ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି | ସୂଚନାଯୋଗ୍ୟ:-  ଉମୁରହାଣ୍ଡି ଗ୍ରାମର ଚଞ୍ଚଳା ମାଝି ମଙ୍ଗଳବାର ସକାଳୁ ପନିପରିବା ବିକ୍ରି କରିବାକୁ ପାପଡାହାଣ୍ଡି ହାଟକୁ ଯାଇଥିଲେ | ସେଠାରେ ବିକ୍ରି କରିବା ପରେ ଅପରାହ୍ନରେ ବସ ଯୋଗେ ଆସି କନ୍ୟାଶ୍ରମ ଛକ ଠାରେ ଓହ୍ଲାଇ  ନିଜ ଘର ଉମୁରହାଣ୍ଡି ଗ୍ରାମକୁ ଯିବା ବେଳେ ମୋଟରସାଇକେଲ ଯୋଗେ ୨ ଜଣ ଯୁବକ ମୁହଁରେ ମାସ ବାନ୍ଧି ଆସି ମହିଳାଙ୍କୁ ଝରିଗାଁ ରାସ୍ତା କେଉଁ ପଟେ ପଚାରିଥିଲେ | ମହିଳା ଜଣଙ୍କ ରାସ୍ତା କହି ନିଜ ଗ୍ରାମ ଆଡକୁ ଯାଉଥିବା ବେଳେ ୨ ଯୁବକ ଙ୍କ ମଧ୍ୟରୁ ଜଣେ ଯୁବକ ବୃଦ୍ଧା ମହିଳାଙ୍କ ବେକରୁ ପଛପଟୁ ତାଙ୍କ ସୁନା ଚେନ ଝାମ୍ପି ନେଇ ମୋଟର ସାଇକେଲରେ ଚାଲି ଯାଇଥିଲେ | ସେଦିନ ରାତ୍ରିରେ ମହିଳା ଚଞ୍ଚଳା ମାଝି ଥାନାରେ ଏତଲା ଦେଇଥିଲେ | ଉକ୍ତ ଏତଲାକୁ ଭିତ୍ତି କରି ଥାନା ପୋଲିସ ତଦନ୍ତ ଆରମ୍ଭ କରିଥିଲା | ଅଭିଯୁକ୍ତ ମାନେ ହେଲେ ଝରିଗାଁ ବ୍ଲକ ଅଧୀନ ପିତାସିଲ ଗ୍ରାମର ପରଶୁରାମ ସାନ୍ତା (୨୪) ଓ ମୁଣ୍ଡାଗୁଡା ଗ୍ରାମର ରାକେଶ ସାନ୍ତା (୨୩)  ଗିରଫ କରାଯାଇ ଆଜି ଅପରାହ୍ନରେ କୋର୍ଟ ଚାଲାଣ କରଯାଇଥିଲା | ଏହାସହ ଏକ ନମ୍ବର ବିହୀନ ମୋଟରସାଇକେଲ ଜବତ କରାଯାଇଛି | ଥାନା ସବଇନିସ୍ପେକ୍ଟର ଚନ୍ଦନ ସାହୁ ଘଟଣାର ତଦନ୍ତ କରୁଛନ୍ତି | ଏନି ଥାନା କେସ ନଂ ୮୬/୨୫ ରେ ଏକ ମାମଲା ରୁଜୁ କରାଯାଇଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   19-Jul-2026
  ଜିଲ୍ଲା  
ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   19-Jul-2026
  ଜିଲ୍ଲା  
ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   19-Jul-2026
  ଜିଲ୍ଲା  
ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   19-Jul-2026
  ଜିଲ୍ଲା  
ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   19-Jul-2026
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026

You Might Also Like