-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ପରିବେଶ ଦିବସରେ ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟକୁ ‘ପ୍ରକୃତି ମିତ୍ର’ ପୁରସ୍କାର   (06-Jun-2026)       ||      ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||     

HOME   ମହାନଗର

ଯୁବ ସାମ୍ବାଦିକଙ୍କ ସରିଲା ନିର୍ବନ୍ଧ, ଖୁବ୍ ଶୀଘ୍ର ହେବ ବାହାଘର

03-May-2025



ରାୟଗଡ଼(ସୁପ୍ରିୟା ଷଡଙ୍ଗୀ)-  ଖୁବ୍ ଶୀଘ୍ର ଵିଵାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ଯୁବ ସାମ୍ବାଦିକ ଗୋପିନାଥ ଗୌଡ଼। 
ନିକଟରେ ପବିତ୍ର ଅକ୍ଷୟ ତୃତୀୟା ଶୁଭ ମୁହୂର୍ତ୍ତରେ କନ୍ୟା ପିତା ଙ୍କ ବାସ ଭବନରେ ନିର୍ବନ୍ଧ ସମ୍ପର୍ଣ୍ଣ ହୋଇଛି। ଦୀର୍ଘ ଦିନ ଅପେକ୍ଷାର ଅନ୍ତ ଘୋଟାଇ ଵିଵାହ ବନ୍ଧନରେ ଯୋଡ଼ି ହେବେ ଗୋପୀନାଥ। ଏଥିଯୋଗୁଁ ଗୋପିନାଥଙ୍କ ସାଙ୍ଗସାଥୀ, ପରିବାର ବନ୍ଧୁବାନ୍ଧବ, ବୁଦ୍ଧିଜୀବୀ ଏବଂ ନିଜ ଜିଲ୍ଲାରେ କାର୍ଯ୍ୟରତ ସାମ୍ବାଦିକ ବନ୍ଧୁମାନେ ଶୁଭେଛା ଓ ଶୁଭକାମନା ଜଣାଇଛନ୍ତି।  କିଛି ଦିନ ପରେ ଶୁଭ ଵିଵାହ ମୁହୂର୍ତ୍ତ ବାହାର କରି ବାହା ହେବା ପାଇଁ ନିଷ୍ପତ୍ତି ମଧ୍ୟ ହୋଇଛି। ଗୋପିନାଥ ଗୌଡ଼ ଙ୍କ ନିର୍ମଳ ଭାବମୂର୍ତ୍ତି, ନିଃସ୍ଵାର୍ଥପର ଏବଂ ମେଳାପି ବୁଦ୍ଧି ସହ ନିରାଡମ୍ୱର ପୂର୍ଣ୍ଣ ଜିବନ ବିତାଉ ଥିବା ଗୋପିନାଥଙ୍କୁ ସ୍ଥାନୀୟ ବାସି ବହୁତ୍ ଭଲ ପାଆନ୍ତି। ନିଜ ଅଞ୍ଚଳର ଲୋକ ମାନଙ୍କ ସୁବିଧା ଅସୁବିଧା ଗୁଡ଼ିକୁ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିବା ସହ, ତାହାର ସମାଧାନ ଦିଗରେ ଖବର ପ୍ରଚାର୍ ପ୍ରସାର କରି ବିଭାଗୀୟ ଅଧିକାରୀଙ୍କୁ ଅନୁରୋଧ କରି ସମାଧାନର ବାଟ ବାହାର କରି ଥାଆନ୍ତି। ଏହିଭଳି ବ୍ୟକ୍ତି ବିଶେଷଙ୍କ ବ୍ୟକ୍ତିତ୍ଵକୁ ଜିଲ୍ଳାର ସମସ୍ତ କାର୍ଯ୍ୟରତ ସାମ୍ୱାଦିକ ଭୂରି ଭୂରି ପ୍ରଶଂସା କରିବା ସହ ବୈବାହିକ ଜୀବନ ଶୁଭାରମ୍ଭ ର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। 
ଝାରସୁଗୁଡ଼ା ଜିଲ୍ଲାରେ ବୈଦିକ ରୀତିନୀତି ଅନୁସାରେ କନ୍ୟା ପିତାଙ୍କ ବାସ ଭବନରେ ଆୟୋଜିତ ହୋଇଥିଲା କାର୍ଯ୍ୟକ୍ରମ। ଉଭୟ କୁଳର ପରିବାର, ଅଞ୍ଚଳ ବାସି ଏବଂ କାର୍ଯ୍ୟରତ ସାମ୍ବାଦିକ ମାନେ ଉପସ୍ଥିତ ଥିଲେ। ପିଲାଟି ବେଳୁ ସଙ୍ଘର୍ଷମୟ ଜୀବନ ବିତାଉଥିବା ଗୋପିନାଥ ଗୌଡ଼ ବର୍ତ୍ତମାନ୍ ଗଣମାଧ୍ୟମରେ ଏକ ଚର୍ଚ୍ଚିତ ଚେହେରା ପାଲଟି ସମସ୍ତଙ୍କର ପ୍ରିୟଭାଜନ ହୋଇ ପାରିଛନ୍ତି। ଯୁବ ସାମ୍ବାଦିକ ଗୋପିନାଥ ଗୌଡ଼ Odisha news24 ରେ zonal head ଥିବା ବେଳେ, ଶ୍ରୀକ୍ଷେତ୍ର ନୀୟୁଜ୍ ଏବଂ ମିଡିଆ ଏଜ୍ ଖବର କାଗଜରେ ଜିଲ୍ଲା ପ୍ରତିନିଧି ଭାବରେ କାର୍ଯ୍ୟରତ ଅଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ କନ୍ୟା ପିତା, ମାତା, ଭାଇ, ଭଉଣୀ ସପରିବାର ଉପସ୍ଥିତ ଥିଲେ। ସେହିପରି ଗୋପିନାଥ ଗୌଡ଼ଙ୍କ ପରିବାର ପକ୍ଷରୁ ପିତା, ମାତା, ଭାଇ, ଭାଉଜ, ସ୍ଥାନୀୟ ଲୋକ ଏବଂ କାର୍ଯ୍ୟରତ ସାମ୍ବାଦିକ ଓ ବନ୍ଧୁ ବାନ୍ଧବ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସରେ ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟକୁ ‘ପ୍ରକୃତି ମିତ୍ର’ ପୁରସ୍କାର   06-Jun-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026

You Might Also Like