-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ମଣ୍ଡଳ ସହ ଶିକ୍ଷା ଅଧିକାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

03-May-2025



ବରା(ରଞ୍ଜିତ ମହାନ୍ତିଙ୍କ ରିପୋର୍ଟ): ବରୀ ଶିକ୍ଷା ମଣ୍ଡଳ ଅଧୁନରେ କାର୍ଯ୍ୟରତ ଥିବା ଅତିରିକ୍ତ ମଣ୍ଡଳ ଶିକ୍ଷା । ଅଧିକାରି ସୁରେନ୍ଦ୍ର କୁମାର ସାହୁଙ୍କୁ ଆଜି ସେବା ନିବୃତ୍ତ ବିଦାୟ କାଳୀନ ସମ୍ବ ସମ୍ବର୍ଦ୍ଧନା ପ୍ରଦା ଦାନ କରାଯାଇଛି। ଏ ନେଇ ଆଜି କୃପାସିନ୍ଧୁ ସରକାରି ବିଦ୍ୟାଭବନ ପ‌ ପରିସରରେ ଏକ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। କୃପାସିନ୍ଧୁ ସରକାରି ବିଦ୍ୟାଭବନା |ଭବନର ପ୍ରଧାନ ଶିକ୍ଷକ ଜ୍ୟୋତି ରଞ୍ଜନ ସାହୁଙ୍କ ସଭାପତିତ୍ୱରେ । । ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ଯାଜପୁର ଜିଲ୍ଲା ଶିକ୍ଷା ଅଧୁକାରୀ ନିତ୍ଯାନନ୍ଦ ବାରିକ ଯୋଗଦାନ କରିଥିବା ମୁଖ୍ୟ ବକ୍ତା ଭାବେ ପୂର୍ବତନ ବିଇଓ ଭି ଭିକାରୀ ଚରଣ କବି ଯୋଗଦାନ କରିଥିଲେ । ସେହିପରି ସମ୍ମାନିତ ଅତିଥ୍‌ ଭାବେ ବରୀ ମଣ୍ଡଳ ଶିକ୍ଷା ଅଧିକାରୀ ସୁଶ୍ରୀ ପ୍ରତିଶୃତି ସିଂହ, ବରୀ ତହନ୍ତି ହସିଲଦାର ମାନସ  ରଞ୍ଜନ ସ୍ୱାଇଁ, ବରୀ ଅତିରିକ୍ତ ତହସିଲଦାର କଲ୍ଲୋଳ ମିଶ୍ର, ବରୀ ଅତିରିକ୍ତ ମଣ୍ଡଳ ଉ ଉନ୍ନୟନ ଅଧିକାରୀ ମହେଶ୍ୱର ସେଠୀ, ଯୋଗଦାନ କରିଥିଲେ । ଡେରାବିଶ ମଣ୍ଡଳ ସହ ଶିକ୍ଷାଧୂକାରୀ ସଚିକାନ୍ତ ମିଶ୍ର, ରସୁଲପୁର ମଣ୍ଡଳ ସହ ଶିକ୍ଷାଧୂକାର ପ୍ରଭଞ୍ଜନ ପତି, ବରୀ ମଣ୍ଡଳ ସହ ଶିକ୍ଷାଧିକାରୀ ସଂଯୁକ୍ତା ମିଶ୍ର, ଜଳଧର ଖଟୁଆ, ପ୍ରାକ୍ତନ ଆଳି ସହ ଶିକ୍ଷାଧିକାରି ଉଦକର ସାମଲ, ବାଙ୍କ ବିହାରି ଦାସ, କୁଞ୍ଜ ବିହାରୀ ଦାସ, ବିଜୟ ଜୟ କୁମାର ମଲ୍ଲିକ, ବଳରାମ ପତି, ନିର୍ମଳ ଚନ୍ଦ୍ର ଜେନା ପ୍ରମୁଖ ଯୋଗ ଦଇଥିବା ବେଳେ ମନୋଜ କୁମର ସାହୁ ଧନ୍ୟବାଦ୍ ଅର୍ପଣ ଓ ଗଗନ ବିହାରି ସାହୁ ଅତିଥ୍ ତିଥି ପରିଚୟ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମ ଶେଷରେ ଆଞ୍ଚଳିକ ସାଧନା କେନ୍ଦ୍ରର ସଂଯୋଜକ, ଶିକ୍ଷାବିତ, ସଂଗଠନର କର୍ମକର୍ତ୍ତା ବୃନ୍ଦ ଏବଂ ଛାତ୍ର,ଛାତ୍ରୀ ମାନେ ଜା, ବାଣ ଫୁଟାଇ ଶ୍ରୀ ସାହୁଙ୍କୁ ଏକସଜ୍ଜିଟ ଗାଡ଼ିରେ ଶୋଭାଯାତ୍ରାରେ ତାଙ୍କ ଗାଁକୁ ନେବା ସମୟରେ ଏକ ଆବେଗ ପୂର୍ଣ ଦୃଶ୍ୟ ଦେଖ ? ବାକୁ ମିଳିଥିଲା। ବାଜା,


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା