-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ରେଡି ଭୋଲଣ୍ଟିଅର୍ସ ଦ୍ବାରା ପ୍ରେସ ଫ୍ରିଡ଼ମ ଡେ ପାଳିତ

03-May-2025



 ଆଜି ୩ ମେ , ବିଶ୍ବ ପ୍ରେସ ସ୍ବାଧୀନତା ଦିବସ l ଏହି ଉପଲକ୍ଷେ, ମୟୂରଭଞ୍ଜ ଜିଲ୍ଲା ବାମନଘାଟୀ ଉପଖଣ୍ଡ ରାଇରଙ୍ଗପୁର ସହରସ୍ତ  ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣ ରେ ସ୍ବେଚ୍ଛାସେବୀ ସଂଗଠନ ରେଡି ଭୋଲଣ୍ଟିଅର୍ସ ଆନୁକୁଲ୍ଯରେ ବିଶ୍ବ ପ୍ରେସ ସ୍ଵତନ୍ତ୍ରତା ଦିବସ ପାଳିତ ହୋଇ ଯାଇଛି। ରେଡି ଭୋଲଣ୍ଟିଅର କ୍ୟାପଟେନ ବିଜୟ କୁମାର ରାମଙ୍କ ଆବାହକତ୍ବରେ ଆୟୋଜିତ ଏହି ବାର୍ତ୍ତା କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ସୌରଭ କୁମାର ପଟ୍ଟନାୟକ ମୁଖ୍ଯ ଅତିଥି ଭାବେ ଉପସ୍ଥିତ ରହି ରେଡି ଭୋଲଣ୍ଟିଅର୍ସ ଏବଂ ଉପସ୍ଥିତ ଅନ୍ଯମାନଙ୍କୁ ପ୍ରେସ ର ନିଷ୍ପକ୍ଷ ଭୁମିକା ଉପରେ ବକ୍ତବ୍ଯ ପ୍ରଦାନ କରିଥିଲେ।ବିଜୟ ରାମ ଏହି ଦିବସ ପାଳନର ଆବଶ୍ୟକତା ଉପରେ ମତବ୍ୟକ୍ତ କରିଥିଲେ।ସମସ୍ତେ "ପ୍ରେସ ଲୋଙ୍ଗ ଲିଭ" ସ୍ଲୋଗାନ

ଦେଇ ପ୍ରେସ କୁ ସେଲ୍ୟୁଟ କରିଥିଲେ। ରେଡି ଭୋଲଣ୍ଟିଅର ପ୍ରୀତି ରାଜ ଧନ୍ୟବାଦ ଅର୍ପଣ କରିଥିଲେ। ରେଡି ଭୋଲଣ୍ଟିଅର୍ସ ତୋପାଇ ବେହେରା, ସୁଭଦ୍ରା ବାରିକ, ଆଦିତ୍ଯ ଗୁପ୍ତା ପିୟୁଷ ବଳ, ଶମିତା ବେହେରା, ରିତା ବିନ୍ଧାଣୀ, ନମିତା ବିନ୍ଧାଣୀ, ସିମରନ ଖାନ, ଆଦିତ୍ଯ ବଳ, ଅଂତିମା ଶୁକ୍ଲା, ପୁଜା ମହାକୁଡ, ଦୁର୍ଗୀ ପାତ୍ର, ଆର୍ୟନ ମହାକୁଡ, ଆକାଶ ଗିରି, ନରେନ୍ଦ୍ର କାରୁଆ, କ୍ରିଷ୍ଣା ରାମ, ସୁଭମ ସିଂହ, ସୁଭଙ୍କର ମହାନ୍ତ, ପଦ୍ମଲୋଚନ ଧୀର  ,ପ୍ରେମାନନ୍ଦ ଓ ଅନ୍ଯମାନେ ଉପସ୍ଥିତ ଥିଲେ l (ମୟୂରଭଞ୍ଜ ରାଇରଙ୍ଗପୁରରୁ ଶ୍ଯାମଳେନ୍ଦୁ ପରିଡାଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା