-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଓ ଔଷଧ ବିତରଣ

03-May-2025



ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ସଦର ବ୍ଲକ ବିଡିଘାଟ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଜନକପୁର ଠାରେ  ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଓ ଔଷଧ ବିତରଣ ସେବା, ଜନ ସାଧାରଣଙ୍କୁ ପ୍ରଦାନ କରାଯାଇଥିଲା CHC  ଚୁଡାପାଲି ତରଫରୁ । ଉକ୍ତ କାର୍ଯ୍ୟକ୍ରମକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ଅନୁମତି ମତେ ତଥା ନିର୍ଦ୍ଦେଶ ଅନୁସାରେ ଚୁଡ଼ାପାଲି CHC INCHARGE   ଡକ୍ଟର ସନ୍ତୋଷ କୁମାର ସାହୁ ଓ ଡକ୍ଟର ପ୍ରକାଶ କୁମାର ଦାସ ଓ ତାଙ୍କ ଷ୍ଟାଫଙ୍କ ତତ୍ତ୍ଵାବଧାନରେ ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ , ବ୍ୟାପକ ପ୍ରସ୍ତୁତି ଓ ବ୍ୟବସ୍ଥା  କରାଯାଇ ଜଣ ସଧାରଣ ଔଷଧ ଓ ସ୍ବାସ୍ଥ୍ୟ ପରୀକ୍ଷା କିପରି ସୁବିଧା ଓ ସୁଯୋଗ ପାଇ ପାରିବେ ସେଥି ପାଇଁ  ପୁର୍ଣ୍ଣ ଭାବେ ସହଯୋଗ କରି ଥିଲେ ।ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନର ମୁଖ୍ୟ କର୍ମ କର୍ତ୍ତାମାନେ ହେଲେ ଆନନ୍ଦ ଚନ୍ଦ୍ର ବେହେରା, କାମେଶ୍ୱର ମହାଳିକ, ନୀଳକଣ୍ଠ ମେହେର, ୟାମୁଦ୍ଦ ମହମ୍ମଦ, ସୂର୍ଚ୍ଚନ ପୁଟେଲ, ଗୋପାଳ ଚନ୍ଦ୍ର ବସ୍ତିଆ, ବିରଞ୍ଚି ଗହୀର, ଆଶା ଦିଦି ବୀଣାପାଣି ଭଏ, ସହଦେବ ଧରୁଆ, ଗ୍ରାମର ଜଣେ ମହାନ୍ ସମାଜ ସେବୀ ଶ୍ରୀଯୁକ୍ତ ବିନୋଦ ରାଉତ ଓ ଅନ୍ୟାନ୍ୟ ଗ୍ରାମର ଭଦ୍ର ବ୍ୟକ୍ତି ଆଦି ସମସ୍ତଙ୍କ ସହଯୋଗରେ ଆଜିକାର କାର୍ଯ୍ୟକ୍ରମ ସୂଚାରୁ ରୁପେ ସମ୍ପନ୍ନ ହୋଇ ଥିଲା । ଶେଷରେ ସମସ୍ତ  ଜନସାଧାରଣଙ୍କୁ ମେଡିକାଲ ଷ୍ଟାଫ ଯୋଗ ସଂଗଠନର କର୍ମକର୍ତ୍ତାମାନଙ୍କୁ ସହଦେବ ଧରୁଆ ଧନ୍ୟବାଦ୍ ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା