-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||     

HOME   ଜିଲ୍ଲା

ବିନିକା ଅଞ୍ଚଳରେ ଢଳିଲା ଗଛ, ଉଡ଼ିଗଲା ଆଜବେଷ୍ଟସ୍ ।

03-May-2025



ବିନିକା(ହିମାଂଶୁ ଶେଖର ପୁଟେଲ) ଆଜି ସନ୍ଧ୍ୟାରେ ଅଚାନକ ପ୍ରବଳ ବେଗରେ ବୋହିଥିଲା ପବନ ।ନିମିଷକ ମଧ୍ୟରେ ଘଟି ଯାଇଥିଲା କ୍ଷତି ।କେହି ବି ନିଜ ସାମଗ୍ରୀ ଉଦ୍ଧାର କରି ପାରି ନଥିଲେ ।ଉଦ୍ଧାର ପାଇଁ ଚେଷ୍ଟା ଜାରି ରଖିଥିବା ଲୋକେ ମଧ୍ୟ ପବନର ବେଗରେ ଠେଲି ହୋଇ ପଡ଼ି ଯାଉଥିବା ଦେଖିବାକୁ ମିଳିଥିଲା।ସୁବର୍ଣ୍ଣପୁର ଜିଲ୍ଲା ବିନିକା ଅଞ୍ଚଳରେ  ସନ୍ଧ୍ୟାରେ ମାଡ଼ି ଆସିଥିଲା ଝଡ଼ ତୋଫାନ।  ପରେ ପରେ ତୁହାକୁ ତୁହା ବର୍ଷା ଲାଗି ରହିଥିଲା ।ପବନ ସହିତ ବର୍ଷା ଯୋଗୁଁ ରାସ୍ତାଘାଟ ପୁରାପୁରି ଶୂନଶାନ ହୋଇ ପଡିଥିବା ବେଳେ ଗାଡି ମଟର ଗୁଡିକ ମଧ୍ୟ ସେହି ସ୍ଥାନରେ ହିଁ ଅଟକି ରହିଥିଲା ।ବିଶେଷ କରି ସିଂଘିଯୁବା,ବାବୁପାଲି,ଅସୁରଗଡ଼, ଫଳସାପଳି,ତାଲମୁଣ୍ଡା,ଫୁଲମୁଠି ଆଦି ଅଞ୍ଚଳରେ କାଳବୈଶାଖୀର ମହାପ୍ରକୋପ ଦେଖ‌ିବାକୁ ମିଳିଥିବା ବେଳେ ଏହି ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ମଧ୍ୟ ହୋଇଛି । କେଉଁଠି ଗଛ ପଡ଼ି ଘରଭାଙ୍ଗି ଯାଇଥିବା ବେଳେ ଆଉ କେଉଁଠି ରାସ୍ତା ଅବରୋଧ ହୋଇଛି । ବିଦ୍ୟୁତ ସରବରାହ ବିଚ୍ଛିନ୍ନ ହୋଇଯାଇଛି । ଲୋକଙ୍କ ଘର,ଚାଳ ଛପର ଓ ଆଜବେଷ୍ଟସ୍ ଉଡ଼ାଇ ନେଇଛି । ସହରାଞ୍ଚଳ ସମେତ ଗ୍ରାମାଞ୍ଚଳରେ କାଳବୈ ଶାଖୀ ଯୋଗୁଁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। କାଳବୈଶାଖୀ ର ତାଣ୍ଡବ ଲୀଳା ଦୀର୍ଘ ସମୟ ଧରି ଜାରି ରହିଥିବା ବେଳେ ଘଡଘଡି ସହ ବର୍ଷା ଓ ପବନ ଲାଗି ରହିଛି। ବିଦ୍ୟୁତ ସରବରାହ ସମ୍ପୂର୍ଣ୍ଣ ବିଛିନ୍ନ ଯୋଗୁଁ ସାରା ବିନିକା ଅଞ୍ଚଳ ଅନ୍ଧାରରେ ରହିଛି ।ଅନେକ ସ୍ଥାନରେ ଗଛ ଗୁଡ଼ିକ ଢଳିପଡ଼ିବା,ଆଜ୍‌ବେଷ୍ଟସ୍ ଉଡ଼ିଯିବା ଯୋଗୁଁ ଲୋକେ ପ୍ରଭାବିତ ହୋଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026

You Might Also Like

               
  ଜିଲ୍ଲା  

ଗଣିତ ଗବେଷଣା