-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||     

HOME   ଜିଲ୍ଲା

ସୁନାମଧନ୍ୟ ମୁହୁରି ବାଦକ ବଟ ସୁନା ଙ୍କ ପରଲୋକ

03-May-2025



(ମନୋରଞ୍ଜନ ତ୍ରିପାଠୀ)
ସୋନପୁର ବ୍ଲକ  ରାଇପାଲି ଗ୍ରାମର ବିଶିଷ୍ଠ ମୁହୁରି ବାଦକ ବଟ ସୁନା ଙ୍କ 85 ବର୍ଷରେ ପରଲୋକ ହେଇଯାଇଛି l ସେ କିଛି ଦିନ ହେଲା ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ l ଆଜି ମୃତ୍ୟୁ ଖବର ପଚାରିତ ହେବାପରେ ବହୁ ମାନ୍ୟଗଣ୍ୟ ସହିତ କଳାକାର ବ୍ୟକ୍ତି ମାନେ ଶେଷ ଦର୍ଶନ କରିଥିଲେ l ସେ ନିଶାନ କଳା ସଂସଦ ର ବରିଷ୍ଠ କଳାକାର ଭାବରେ ବେଶ ପରିଚିତ ଥିଲେ l ଜିଲ୍ଲା ତଥା ରାଜ୍ୟ ସ୍ତରରେ ଶତାଧିକ କାର୍ଯ୍ୟକ୍ରମ କରିଛନ୍ତି l ଜାନୁୟାରୀ ମାସରେ ପଏଁରୀ ଅନୁଷ୍ଠାନ ତରଫରୁ  ତାଙ୍କୁ ପଏଁରୀ ଲୋକକଳା ସମ୍ମାନ ରେ ସମ୍ମାନିତ କରାଯାଇଥିଲା l ଦୀର୍ଘ ବର୍ଷରୁ ସେ ବିବାହ  ତଥା ଅନାନ୍ୟା କାର୍ଯ୍ୟକ୍ରମ ରେ ସୁନ୍ଦର ମୁହୁରୀ ବାଦନ କରି ଉଚ୍ଚ ପ୍ରଶଂସିତ ହେଇଛନ୍ତି l ସେ ବହୁତ ଶିଷ୍ୟ ମାନଂକୁ ମୁହୁରୀ ଶିକ୍ଷାଦାନ ଦେଇ ଏଇ ନିଆରା ଯନ୍ତ୍ର ଟିକୁ ପ୍ରଚାର ପ୍ରସାର କରିଥିଲେ l ମୃତ୍ୟୁଶଯ୍ୟା ନିକଟରେ ତାଙ୍କର ପୁଅ ଚନ୍ଦ୍ର ସୁନା,  ବିଶ୍ୱାମିତ୍ର ସୁନା ବୋହୁ ଯଶୋଦା ସୁନା, ହେମକାନ୍ତି ସୁନା, ସୁମିତ୍ରା ସୁନା ନାତୁଣୀ ପୁଷ୍ପା ସୁନା, କରିନା ସୁନା,  ମଞ୍ଜୁଳା ସୁନା ଓ ବନ୍ଧୁବାନ୍ଧବ ପ୍ରମୁଖ  ଉପସ୍ଥିତ ଥିଲେ l ଗ୍ରାମର ଶ୍ମଶାନରେ ତାଙ୍କର ଶବଦାହ କରାଯାଇଥିଲାବେଳେ ତାଙ୍କର ବଡ ପୁଅ ଚନ୍ଦ୍ର ସୁନା ମୁଖାଗ୍ନି ଦେଇଥିଲେ l  ତାଙ୍କ ପରଲୋକରେ କଳାକାର ମହଲରେ ଶୋକର ଛାୟା ଖେଳିଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026

You Might Also Like

                   
  ଜିଲ୍ଲା  

ଗଣିତ ଗବେଷଣା