-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||     

HOME   ଜିଲ୍ଲା

*ନୂଆପଡ଼ା ଜିଲ୍ଲା ଖଡିଆଳ କାର୍ଯ୍ୟରତ ସାମ୍ବାଦିକ ପରିଷଦ ପକ୍ଷ ରୁ ଆନ୍ତର୍ଜାତିକ ପ୍ରେସ ସ୍ବାଧିନତା ଦିବସ ପାଳିତ*

03-May-2025



(ଡୋଲେଶ୍ୱର ବାଗ)
 ନୂଆପଡ଼ା ଜିଲ୍ଲା ଖଡିଆଳ ସ୍ଥିତ କଲ୍ୟାଣ ମଣ୍ଡପ ୨ ଠାରେ କାର୍ଯ୍ୟରତ ସାମ୍ବାଦିକ ପରିଷଦ ପକ୍ଷ ରୁ ଆନ୍ତର୍ଜାତିକ ପ୍ରେସ ସ୍ବାଧିନତା ଦିବସ ପାଳିତ ହୋଇଯାଇଅଛି। ମୁଖ୍ୟ ଅତିଥି ରୂପେ ବରିଷ୍ଠ ସାମ୍ବାଦିକ ଅଜିତ୍ କୁମାର ପଣ୍ଡା ଯୋଗ ଦେଇଥିବା  ବେଳେ ସଭାରେ ମୁଖ୍ୟ ଆବାହକ ତପନ ଦାଶ ଅଧ୍ୟକ୍ଷତା କରିଥିଲେ। ସହ ଆବାହକ ମୋତି ଲାଲ ବାଗ,  ବରିଷ୍ଠ ସାମ୍ବାଦିକ ବିଜୟ କୁମାର ସହିସ, କୋର କମିଟି ସଦସ୍ୟ ପରମେଶ୍ବର ବାରିକ ପ୍ରମୁଖ ମଞ୍ଚାସିନ ହୋଇଥିବା ବେଳେ କୋର କମିଟି ସଦସ୍ୟ ଯୋଗେଶ୍ୱର ସଗାରିଆ ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରେସ ସ୍ବାଧିନତା ସଙ୍ଗଠିତ ରୂପେ  ସଠିକ ଏବଂ ନିର୍ଭୁଲ ସମ୍ବାଦ ପରିବେଷଣ ଦ୍ବାରା ସୁନିଶ୍ଚିତ ଅଟେ ବୋଲି ପ୍ରକାଶ କରିଥିଲେ। ଚଳିତ ବର୍ଷ ପରିବେଶ ପ୍ରଦ୍ୟୁଷଣ, ଗ୍ଲୋବାଲ ୱର୍ମିଁଙ୍ଗ, ଜଳବାୟୁ ପରିବର୍ତ୍ତନ, ନେଇ ନିଜ ଅଞ୍ଚଳ ରେ ଘଟୁଥିବା ବିଷୟ ବସ୍ତୁ ଉପରେ ଖବର ସରବରାହ କରିବାକୁ ନିଷ୍ପତ୍ତି ହୋଇଅଛି। ନୂଆଁ ଯୁଗରେ ସାମ୍ବାଦିକ ସ୍ବାଧିନତା ଉପରେ ଆଲୋଚନା ହୋଇଅଛି। ସାମ୍ବାଦିକ କ୍ଷେତ୍ରରେ  ଯୁଗ ବୈପ୍ଲବିକ ପରିବର୍ତ୍ତନ ହୋଇଅଛି। ବରିଷ୍ଠ ସାମ୍ବାଦିକ ବିଜୟ ସହିଦ ଙ୍କ ପତ୍ନୀ ବିୟୋଗ ରେ ଦୁଇ ମିନିଟ ନୀରବ ପ୍ରାର୍ଥନା କରିଥିଲେ। କାର୍ଯ୍ୟରତ ସାମ୍ବାଦିକ ପରିଷଦ ର ସମସ୍ତ ସଦସ୍ୟ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026

You Might Also Like

                           
  ଜିଲ୍ଲା  

ଗଣିତ ଗବେଷଣା