-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||     

HOME   ଜିଲ୍ଲା

ସମ୍ବଲପୁର ରେ ଏସୟୁଜେ ପକ୍ଷରୁ ବିଶ୍ୱ ସାମ୍ବାଦିକ ସ୍ୱାଧୀନତା ଦିବସ ପାଳିତ

03-May-2025



ସମ୍ବଲପୁର - ଆଜି ସମ୍ବଲପୁର ଜିଲ୍ଳା ସାମ୍ବାଦିକ ଭବନ ଠାରେ ଏସୟୁଜେ ସମ୍ବଲପୁର(ଷ୍ଟେଟ ୟୁନିଅନ ଅଫ ଜର୍ଣ୍ଣାଲିଷ୍ଟ) ପକ୍ଷରୁ ବିଶ୍ୱ ସାମ୍ବାଦିକ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି l ସମ୍ବଲପୁର ଜିଲ୍ଳା ସଭାପତି ରାଧେଶ୍ୟାମ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ବହୁ ବରିଷ୍ଠ ସାମ୍ବାଦିକ ଯୋଗଦାନ

କରିଥିଲେ l ସମ୍ବାଦିକତା କରୁଥିବା ବ୍ୟକ୍ତିର କୋଣସି ସୁରକ୍ଷା ନାହିଁ l ବାକ ସ୍ୱାଧୀନତା ଥିଲେ ମଧ୍ୟ ସାମ୍ବାଦିକତାର କଣ୍ଠରୋଧ କରାଯାଉଛି l ଆମର ମୌଲିକ ଅଧିକାର କେବଳ କାଗଜ କଲମରେ ଲିପିବଦ୍ଧ ହେଉଛି ବୋଲି ଅତିଥିଗଣ ପ୍ରକାଶ କରିଥିଲେ l ସଂଯୁକ୍ତରାଷ୍ଟ୍ରରେ ପ୍ରଥମ କରି ସାମ୍ବାଦିକ ଗଣ ୧୯୯୧ ମସିହା ୩ମଇ ଦିନ ସମ୍ବାଦିକ ସୁରକ୍ଷା ନେଇ ଅଣ୍ଟା ଭିଡ଼ିଥିଲେ l 

ଏହି ଅବସରରେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦାନ କରିଥିଲେ l ସମ୍ବଲପୁର ଜିଲ୍ଳା ଉପସଭାପତି ଆତ୍ମାରାମ ସୁପକାର, ଟିକେଶ୍ୱର ପ୍ରଧାନ, ଚନ୍ଦ୍ରଚୂଡ଼ ସିଂ, ସମ୍ପାଦକ ହରିଶଙ୍କର ମିଶ୍ର, ରମେଶ ଚନ୍ଦ୍ର ପ୍ରଧାନ, ଶ୍ରୀମତୀ ସବିତା ମିଶ୍ର,ସତମନ ବାଗ, ସମ୍ଭୁ ମହାନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026

You Might Also Like

                           
  ଜିଲ୍ଲା  

ଗଣିତ ଗବେଷଣା