-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||     

HOME   ଜିଲ୍ଲା

କ୍ରାନ୍ତିବୀର ରାମକୃଷ୍ଣ ସାମନ୍ତସିଂହାରଙ୍କ ଜୟନ୍ତୀ ଉଦଯାପିତ

04-May-2025



ବରୀ(ରଞ୍ଜିତ ମହାନ୍ତି):  ଯାଜପୁର ଜିଲ୍ଲାର ବରୀ ବ୍ଲକ ଅନ୍ତର୍ଗତ ଅଭିମନ୍ୟୁ ବାଲିଆ ସ୍ଥିତ ମା ଜାଗୁଳାଇଙ୍କ ପୀଠରେ କ୍ରାନ୍ତିବୀର ରାମକୃଷ୍ଣ ସାମନ୍ତସିଂହାରଙ୍କ ପ୍ରତିମୂର୍ତ୍ତି ପ୍ରତିଷ୍ଠା ସମାରୋହ ଶନିବାର ଉଦଯାପିତ ହୋଇଛି। ବିପ୍ଳବୀ ରାମକୃଷ୍ଣ ସାମନ୍ତସିଂହାର ସ୍ମୃତି ସଂସଦ ସଭାପତି ବସନ୍ତ କୁମାର ଜେନାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ ଆଳି ରାଜା ତଥା ବିଧାୟକ ପ୍ରତାପ କେଶରୀ ଦେବ ଯୋଗଦେଇ ଓଡ଼ିଶାର ସଂଗ୍ରାମୀ ଇତିହାସ ସମ୍ପର୍କରେ ଆଲୋଚନା କରି କହିଲେ ଯେ ଇତିହାସକୁ ଆଇନା କରି ନିଜକୁ ପରଖୁଲେ ଆମେ ଅତିଥ୍ କଥା ଅତ୍ୟନ୍ତ ସ୍ବଚ୍ଛ ଭାବେ ଦେଖୂପାରିବା  ଏ ମାଟି ଦେଶଦ୍ରୋହୀଙ୍କ ବିରୋଧରେସଂଗ୍ରାମ ପ୍ରତିଟି କରିଥିଲା ଯାହା ଏ ଅଞ୍ଚଳର ମଣିଷର ରକ୍ତବିନ୍ଦୁରେ ଅଛି। ସମ୍ମାନିତ ଅତିଥିଭାବେ ବରୀ ବିଧାୟକ ବିଶ୍ବରଂଜନ ମଲ୍ଲିକ ଯୋଗଦେଇ ବରୀ ଭଳି ସଂଗ୍ରାମୀ ମାଟିର ଦାୟାଦ ହିସାବରେ ମୁଁ ଗର୍ବିତ । ଏ ମାଟିର ବିକାଶ ପାଇଁ ମୋତେ ଯେତେବେଳେ ଯେଉଁଠି ବି ସହଯୋଗ ଆବଶ୍ୟକ ପଡିବ ସେଠାରେ ପ୍ରଥମେ ମୁଁ ରହିବି ବୋଲି କହିଥିଲେ । ମୁଖ୍ୟବକ୍ତା ଐତିହାସିକ ଅମୀୟ କୁମାର ମହାନ୍ତି ଭାରତ ଇତିହାସ ସହ ବରୀର ସଂଗ୍ରାମୀ ଇତିହାସକୁ ଆଲୋଚନା କରିଥିଲେ । ସମ୍ମାନିତ ବକ୍ତା ଡଃ ରବିନ୍ଦ୍ର ବିହାରୀ ବକ୍ତବ୍ୟ ରଖୁଥିଲେ । ଅନ୍ୟତମ ଅତିଥିଭାବେ ବରୀ ପଞ୍ଚାୟତ ସମିତି ଅଧ୍ଯକ୍ଷ ଅଶୋକ କୁମାର ଗେଡି,
ହାର ଉପାଧ୍ଯକ୍ଷା ଅର୍ଜନା ମଲିକ, ଜିଲ୍ଲାର ପରିଷଦ ସଭ ସଭ୍ୟ ଦିଲୀପ ମହାନ୍ତି, ଅଶୋକ କୁମାର ସାମଲ, ସୁମିତ୍ରା ଯାଦବ, ଅଭିମନ୍ୟୁ ସା ସାମନ୍ତସିଂହା ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ଦେବପ୍ରସାଦ ସାମଲ, ବାଲିଆ ସରପଞ୍ଚ ରେବତା ଜେନା ପ୍ରମୁଖ ଯୋଗ ଦେଇଥିଲେ। ସ୍ବାଗତ ଅଭିଭାଷଣ ଅତିପରିଚୟ ଶରତ କୁମାର ଜେନା ପ୍ରଦାନ କରିଥିବାବେଳେ ମନ୍ମଥ ରାୟ ଧନ୍ୟବାଦ ଅର୍ପଣ କରିଥିଲେ । ପ୍ରାରମ୍ଭରେ ଓଡ଼ିଶୀ ନୃତ୍ୟ ସୋମ୍ୟା ତ୍ରିପାଠୀ ନୃତ୍ୟ ପରିବେଷଣ କରିଥିବାବେଳେ ଅନୁଷ୍ଠାନ ପକ୍ଷରୁ ଅତିଥିମାନଙ୍କୁ ବିପ୍ଳବୀ ରାମକୃଷ୍ଣଙ୍କ ତୈଳଚିତ୍ର ସହ ଉପଢୌକନ ଓ ପୁଷ୍ପଗୁଚ୍ଛ ପ୍ରଦାନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026

You Might Also Like

                           
  ଜିଲ୍ଲା  

ଗଣିତ ଗବେଷଣା