-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||     

HOME   ଜିଲ୍ଲା

ରାଣୀପୁର ଝରିଆଲ ବିକାଶ ନେଇ ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ ବୈଠକ

04-May-2025



ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ) ରାଜ୍ୟର ଅନନ୍ୟ ଐତିହାସିକ ୬୪ ଯୋଗିନୀ ପୀଠ ରାଣୀପୁର ଝରିଆଲର ବିକାଶ ଓ ଉନ୍ନତି ପାଇଁ ଭିତ୍ତିଭୂମି ବିଷୟରେ ସବିଶେଷ ତଥ୍ୟ ଉପସ୍ଥାପନ କରିବାପାଇଁ ଟିଟିଲାଗଡ଼ ଉପଜିଲ୍ଲାପାଳ ସହାୟକ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେହି କ୍ରମରେ ସହାୟକ ଜିଲ୍ଲାପାଳ ସନ୍ଦିପ ଚନ୍ଦ୍ରକାର ଏପ୍ରିଲ ୨୬ ତାରିଖ ରାଣୀପୁର ଝରିଆଲ ପହଞ୍ଚି ବିଭିନ୍ନ ବିଭାଗର ଅଧିକାରୀ ତଥା ମନ୍ଦିର ଟ୍ରଷ୍ଟ କମିଟି ସହ ଆଲୋଚନା କରି ଥିଲେ। ଏବଂ ଉପସ୍ଥିତ ଥିବା ବିଭିନ୍ନ ଅଧିକାରୀ ମାନଙ୍କୁ ନିଜ ନିଜ ବିଭାଗ ତରଫରୁ କଣ କଣ କାମ କରାଯାଇପାରିବ ତାର ସବିଶେଷ ବିବରଣୀ ଶିଘ୍ର ପ୍ରଦାନ କରିବାକୁ କହିଥିଲେ। ତେବେ ଏହାକୁ ନେଇ ଶନିବାର ଟିଟିଲାଗଡ଼ ଉପଜିଲ୍ଲାପାଳ ରେହାନ ଖତ୍ରି ନିଜ ଅଫିସରେ ସହାୟକ ଜିଲ୍ଲାପାଳ ଙ୍କ ସହ ସମସ୍ତ ଅଧିକାରୀ ଏବଂ ମନ୍ଦିର ଟ୍ରଷ୍ଟ କମିଟି ସହ ୪ ଘଣ୍ଟା ଧରି ମାରାଥନ ବୈଠକ କରି ପରେ ଆଭାସି ମାଧ୍ୟମରେ ରାଣୀପୁର ଝରିଆଲ ର ଡିପିଆର ତିଆରି କରୁଥିବା ଓଟିଡିସି ଭୁବନେଶ୍ୱର ଆର୍କିଟେକ ସହ ଆଲୋଚନା କରିଥିଲେ। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବଙ୍ଗୋମୁଣ୍ଡା ବିଡ଼ିଓ ବାସନ୍ତୀ ସେଠୀ, ଏଏଇ ଦେବ କୁମାର ପ୍ରଧାନ,ଅତିରିକ୍ତ ତହସିଲଦାର ହେମନ୍ତ କୁମ୍ଭାର, ବଙ୍ଗୋମୁଣ୍ଡା ରେଞ୍ଜର ପଦ୍ମନାଭ କୁମ୍ଭାର, ଆରଡବ୍ଲୁଏସଏସ କଣ୍ଟାବାଞ୍ଜି ଇଇ ପ୍ରଶାନ୍ତ କୁମାର ବାଗେ, କନିଷ୍ଠ ଯନ୍ତ୍ରୀ ସତ୍ୟ ସାରଦା ମହାନ୍ତି, ଓଏଲଏମ୍ ସତ୍ୟ ବେହେରା, ବିଦ୍ୟୁତ ବିଭାଗ କନିଷ୍ଠ ଯନ୍ତ୍ରୀ ଶିବ ଶଙ୍କର ଦାସ, ରାଜସ୍ବ ନୀରିକ୍ଷକ ରାକେଶ ବେହେରା, ଉଦ୍ୟାନ କୃଷି ଅଧିକାରୀ ଟିଟିଲାଗଡ଼,ଏଡିଏମ୍ଓ ଟିଟିଲାଗଡ଼ ପ୍ରମୁଖଙ୍କ ସହ ରାଣୀପୁର ଝରିଆଲ ମନ୍ଦିର ଟ୍ରଷ୍ଟ କମିଟିର ସଭାପତି ମାଣିକ ଚନ୍ଦ ଜୈନ, ସମ୍ପାଦକ ଖିରସିନ୍ଧୁ ଭୋଇ, ଆବାହକ ଅନିଲ କୁମାର ତ୍ରିପାଠୀ, କାର୍ଯ୍ୟକାରୀ ସଦସ୍ୟ ଗୋପୀନାଥ ସାହୁ, ମଞ୍ଜେସ ମେହେର, ଯୁବରାଜ ବାଗ ଠେମରା ସରପଞ୍ଚ ଲକ୍ଷ୍ମୀକାନ୍ତ ବାଗ, ଝରିଆଲ ସରପଞ୍ଚ ଭରଦ୍ୱାଜ ଗହୀର ପ୍ରମୁଖ ଙ୍କ ସହ ରାଣୀପୁର ଝରିଆଲ ନିକଟବର୍ତ୍ତୀ କୁମ୍ଭକାର, ଚାନ୍ଦୁଆ ହସ୍ତଶିଳ୍ପ କାମ କରୁଥିବା ମହିଲା ମାନେ ନିଜ ନିଜ ସାମଗ୍ରୀ ପ୍ରଦର୍ଶନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026

You Might Also Like