-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||     

HOME   ଜିଲ୍ଲା

ଡ୍ରେନେଜ୍ ସମସ୍ୟା ଯୋଗୁଁ ଯାତାୟତରେ ଅସୁବିଧା ଭୋଗୁଛନ୍ତି ସାଲେପାଲି ଅଞ୍ଚଳର ଅଧିବାସୀ

04-May-2025



ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗୀର ମୁନିସିପାଲିଟି ଅନ୍ତର୍ଗତ ସର୍କିଟ ହାଉସ ରୋଡ ତଥା ସାଲେପାଲିରୁ ରେଳଷ୍ଟେସନକୁ ସଂଯୋଗ କରୁଥିବା ରାସ୍ତାରେ (୧୮ ନମ୍ଵର୍ ୱାର୍ଡ)  ଡ୍ରେନ୍ ପାଣି ବର୍ତ୍ତମାନ ରାସ୍ତାରେ ବୋହୁ ଥିବା ଯୋଗୁଁ ଏକ ଅସ୍ଵାସ୍ଥ୍ୟକର କର ପରିବେଶ ସ୍ରୁଷ୍ଟି ହେଉଛି l  ଏହା ଦ୍ଵାରା ଏହି ରାସ୍ତା ଉପରେ ନିର୍ଭରଶୀଳ ଲୋକଙ୍କୁ ଅନେକ ହଇରାଣର ସମ୍ମୁଖୀନ ହେବାକୁ ପଡୁଛି l ବଲାଙ୍ଗୀର ପି.ଡବ୍ଲ୍ୟୁ.ଡି ବିଭାଗ ତରଫରୁ ଏଠାରେ ଡ୍ରେନ୍ ନିର୍ମାଣ ହୋଇଛି ସତ କିନ୍ତୁ ଡ୍ରେନ୍

ଉପରେ ଅତ୍ୟଧିକ ମୋଟା ସିମେଣ୍ଟ ସ୍ଲାଭ୍ ଦେଇଥିବା ଯୋଗୁଁ ଆବଶ୍ୟକ ସ୍ଥଳେ ଠିକ୍ ଭାବରେ ନାଳ ସଫା ହୋଇପାରୁ ନାହିଁ l ଆହୁରି ମଧ୍ୟ ସଚେତନତାର ଅଭାବ ଯୋଗୁଁ ଡ୍ରେନ୍ ଭିତରେ କୁଢକୁଢ ଅଳିଆ ଆବର୍ଜନା ପଡି ଡ୍ରେନ୍ ଅବରୋଧ ସହିତ ଡ୍ରେନ୍ ର  ମଇଳା ପାଣି ରାସ୍ତାରେ ବୋହୁଥିବା ଦେଖାଯାଉଛି l ସାଲେପାଲିରେ ରାମଳୀଳା ହେଉଥିବା ସ୍ଥାନରେ ମଧ୍ଯ ଡ୍ରେନେଜ୍ ବ୍ୟବସ୍ଥା ବିପର୍ଯ୍ଯସ୍ତ ହୋଇ ପଡିଥିବା ଜଣାପଡିଛି l  ଅନେକ ସମୟରେ ଜେସିପି ମେସିନ୍ ଆସି ସ୍ଲାଭ୍  କାଢି ଡ୍ରେନ୍ ସଫା କଲା ବେଳେ ସ୍ଲାଭ୍ ଭାଙ୍ଗି ଯିବା ବା ସହ ମୁଖ୍ୟ  ରାସ୍ତା ସବୁ ଖରାପ ହୋଇଯାଉଛି l ଏ ନେଇ ପଡାବାସୀ ଅନେକ  ଥର ବଲାଙ୍ଗିର ମୁନିସିପାଲିଟି କର୍ତ୍ତୃପକ୍ଷ ଓ ବିଭାଗୀୟ ଅଧିକାରୀଙ୍କୁ  ଅଭିଯୋଗ କରିଥିଲେ ମଧ୍ଯ ଏ ସମସ୍ୟା ପ୍ରତି କେହି କର୍ଣ୍ଣପାତ କରି ନାହାଁନ୍ତି l ସରକାର ଲୋକଙ୍କ ସୁବିଧା ପାଇଁ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ଡ୍ରେନ୍ ଓ ରାସ୍ତା ନିର୍ମାଣ କରୁଛନ୍ତି କିନ୍ତୁ ସଚେତନତା ଓ ଦୂରଦୃଷ୍ଟିର ଅଭାବ ଯୋଗୁଁ ଏହା ଲୋକଙ୍କ କୌଣସି କାମରେ ଆସି ପାରୁନାହିଁ l ଆଗକୁ ବର୍ଷା  ଋତୁ l ଏବେ ଠାରୁ ସାଲେପାଲି ଅଞ୍ଚଳରେ ଡ୍ରେନେଜ୍ ସମସ୍ୟାର ସମାଧାନ ଦିଗରେ ଚେଷ୍ଟା କରା ନଗଲେ ଆଗକୁ ପରିସ୍ଥିତି ଆହୁରି ଖରାପ ହେବ ବୋଲି ଜନମତ ପ୍ରକାଶ ପାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026

You Might Also Like