-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||     

HOME   ଜିଲ୍ଲା

ଡ୍ରେନେଜ୍ ସମସ୍ୟା ଯୋଗୁଁ ଯାତାୟତରେ ଅସୁବିଧା ଭୋଗୁଛନ୍ତି ସାଲେପାଲି ଅଞ୍ଚଳର ଅଧିବାସୀ

04-May-2025



ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗୀର ମୁନିସିପାଲିଟି ଅନ୍ତର୍ଗତ ସର୍କିଟ ହାଉସ ରୋଡ ତଥା ସାଲେପାଲିରୁ ରେଳଷ୍ଟେସନକୁ ସଂଯୋଗ କରୁଥିବା ରାସ୍ତାରେ (୧୮ ନମ୍ଵର୍ ୱାର୍ଡ)  ଡ୍ରେନ୍ ପାଣି ବର୍ତ୍ତମାନ ରାସ୍ତାରେ ବୋହୁ ଥିବା ଯୋଗୁଁ ଏକ ଅସ୍ଵାସ୍ଥ୍ୟକର କର ପରିବେଶ ସ୍ରୁଷ୍ଟି ହେଉଛି l  ଏହା ଦ୍ଵାରା ଏହି ରାସ୍ତା ଉପରେ ନିର୍ଭରଶୀଳ ଲୋକଙ୍କୁ ଅନେକ ହଇରାଣର ସମ୍ମୁଖୀନ ହେବାକୁ ପଡୁଛି l ବଲାଙ୍ଗୀର ପି.ଡବ୍ଲ୍ୟୁ.ଡି ବିଭାଗ ତରଫରୁ ଏଠାରେ ଡ୍ରେନ୍ ନିର୍ମାଣ ହୋଇଛି ସତ କିନ୍ତୁ ଡ୍ରେନ୍

ଉପରେ ଅତ୍ୟଧିକ ମୋଟା ସିମେଣ୍ଟ ସ୍ଲାଭ୍ ଦେଇଥିବା ଯୋଗୁଁ ଆବଶ୍ୟକ ସ୍ଥଳେ ଠିକ୍ ଭାବରେ ନାଳ ସଫା ହୋଇପାରୁ ନାହିଁ l ଆହୁରି ମଧ୍ୟ ସଚେତନତାର ଅଭାବ ଯୋଗୁଁ ଡ୍ରେନ୍ ଭିତରେ କୁଢକୁଢ ଅଳିଆ ଆବର୍ଜନା ପଡି ଡ୍ରେନ୍ ଅବରୋଧ ସହିତ ଡ୍ରେନ୍ ର  ମଇଳା ପାଣି ରାସ୍ତାରେ ବୋହୁଥିବା ଦେଖାଯାଉଛି l ସାଲେପାଲିରେ ରାମଳୀଳା ହେଉଥିବା ଗୌନ୍ତିଆ ସ୍ଵର୍ଗତ ହେମନ୍ତ ସାଏ ଙ୍କ ଘର ସାମ୍ନାରେ ମଧ୍ଯ ଡ୍ରେନେଜ୍ ବ୍ୟବସ୍ଥା ବିପର୍ଯ୍ଯସ୍ତ ହୋଇ ପଡିଥିବା ଜଣାପଡିଛି l  ଅନେକ ସମୟରେ ଜେସିପି ମେସିନ୍ ଆସି ସ୍ଲାଭ୍  କାଢି ଡ୍ରେନ୍ ସଫା କଲା ବେଳେ ସ୍ଲାଭ୍ ଭାଙ୍ଗି ଯିବା ବା ସହ ମୁଖ୍ୟ  ରାସ୍ତା ସବୁ ଖରାପ ହୋଇ ଯାଉଛି l ଏ ନେଇ ପଡାବାସୀ ଅନେକ  ଥର

ବଲାଙ୍ଗିର ମୁନିସିପାଲିଟି କର୍ତ୍ତୃପକ୍ଷ ଓ ବିଭାଗୀୟ ଅଧିକାରୀଙ୍କୁ  ଅଭିଯୋଗ କରିଥିଲେ ମଧ୍ଯ ଏ ସମସ୍ୟା ପ୍ରତି କେହି କର୍ଣ୍ଣପାତ କରି ନାହାଁନ୍ତି l ସରକାର ଲୋକଙ୍କ ସୁବିଧା ପାଇଁ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ଡ୍ରେନ୍ ଓ ରାସ୍ତା ନିର୍ମାଣ କରୁଛନ୍ତି କିନ୍ତୁ ସଚେତନତା ଓ ଦୂରଦୃଷ୍ଟିର ଅଭାବ ଯୋଗୁଁ ଏହା ଲୋକଙ୍କ କୌଣସି କାମରେ ଆସି ପାରୁନାହିଁ l ଆଗକୁ ବର୍ଷା  ଋତୁ l ଏବେ ଠାରୁ ସାଲେପାଲି ଅଞ୍ଚଳରେ ଡ୍ରେନେଜ୍ ସମସ୍ୟାର ସମାଧାନ ଦିଗରେ ଚେଷ୍ଟା କରା ନଗଲେ ଆଗକୁ ପରିସ୍ଥିତି ଆହୁରି ଖରାପ ହେବ ବୋଲି ଜନମତ ପ୍ରକାଶ ପାଇଛି 


News Comment




Photo in News

Advertisment
Lastest News
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026

You Might Also Like